Browsing Category

ଆଜିର ଖବର

ଶସ୍ତା ହେବ ପେଟ୍ରୋଲ-ଡିଜେଲ: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ 

ଦୀର୍ଘଦିନରୁ ଅପରିବର୍ତ୍ତିତ ରହିଥିବା ପେଟ୍ରୋଲ୍ ଓ ଡିଜେଲ୍‌ ଦରରେ ପରିବର୍ତ୍ତନ ହେବାର ସମ୍ଭାବନା ସୃଷ୍ଟି ହୋଇଛି । ଯଦି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦାମ୍ ବହୁଦିନ ପର୍ଯ୍ୟନ୍ତ ୬୫ ଡଲାର ପାଖାପାଖି ସ୍ତରରେ ରହିବ, ତେବେ ଭାରତରେ ତେଲ ଦର କମ୍ ହୋଇପାରିବ

ଜେଲ ଭିତରେ କଣ କରୁଛନ୍ତି ସମୀର ସାର୍‌

କେମିତି ଜେଲରେ କାଳ କାଟୁଛନ୍ତି ଏଫଏମ୍ କଲେଜ ପୂର୍ବତନ ଅଧ୍ୟାପକ ସମୀର ସାହୁ ଓ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଛାତ୍ରୀ ଆତ୍ମାହୁତି ଘଟଣାରେ ପୋଲିସ ଦ୍ବାରା ଗିରଫ ହୋଇ ଜେଲରେ ଥିବା ଏହି ଦୁଇ ଅଭିଯୁକ୍ତଙ୍କ ହାବଭାବକୁ ନେଇ ଏବେ ଢେର ଚର୍ଚ୍ଚା । ଜେଲର ୩ ନଂ ୱାର୍ଡରେ ସମୀର ସାର୍‌ ଆଉ ୧୫

ହୀରାକୁଦ ଜଳ ଭଣ୍ଡାରରେ ଖୋଲିଲା ଆଉ ୨ଟି ଗେଟ୍

ହୀରାକୁଦ ଜଳ ଭଣ୍ଡାରରେ ଖୋଲିଲା ଆଉ ୨ଟି ଗେଟ୍ । ମୋଟ ୪ଟି ଫାଟକ ଦେଇ ବନ୍ୟା ଜଳ ନିଷ୍କାଷନ ହେଉଛି | ଅପରପକ୍ଷରେ ଅଧିକ ପରିମାଣର ବନ୍ୟାଜଳ ପ୍ରବେଶ ଯୋଗୁ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଉଛି । ସେଥିମଧ୍ୟରେ ବାମପାଶର୍‌ବର ୩ ଓ ଦକ୍ଷିଣ ପାର୍ଶ୍ୱର ୧ଟି ମିଶି ମୋଟ୍‌ ୪ଟି ସ୍ଲୁଇସ୍‌ ଗେଟ୍‌ରେ

ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର। ଚାରିଆଡେ ବନ୍ୟାପାଣି

କେନ୍ଦ୍ରାପଡାରେ ବନ୍ୟା ବିଭୀଷିକା ଭିତରେ ଦେଖାଦେଇଛି କୁମ୍ଭୀର ଭୟ । ଚଉଦ କୁଲାଟ ଅଞ୍ଚଞ୍ଚଳରେ ଅନେକ କୁମ୍ଭୀର ବୁଲୁଥିବା ନେଇ ଖବର ମିଳିଛି । ବ୍ରାହ୍ଣଣୀ ନଦୀ ପାଣି ଗାଁ ଭିତରକୁ ପଶିଥିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି । କୁମ୍ଭୀର ପାଇଁ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ରାତିରେ

ପୁଣି ଏକ ଅନୁସୂଚିତ ବିଦ୍ୟାଳୟର ଛାତ୍ରୀ ହେଲେ ଗର୍ଭବତୀ

ପୁଣି ଜଣେ ନବାଳିକା ଛାତ୍ରୀ ଗର୍ଭବତୀ। ରାୟଗଡ଼ ବିଷମକଟକ ଅଞ୍ଚଳରେ ଏକ ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ହେବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ଜାଣିବା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷମ କଟକ ଥାନାରେ ଏତଲା ଦେଇଥିଲେ।ଆବାସିକ ବିଦ୍ୟାଳୟର ଏତଲାକୁ ଆଧାର କରି ବିଷମ

ଭୁବନେଶ୍ବରର ଜାଗମରା ସ୍ଥିତ ଏକ ଘରୋଇ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ   

ଭୁବନେଶ୍ବରର ଜାଗମରା ସ୍ଥିତ ଏକ ଘରୋଇ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ    । AC କମ୍ପ୍ରେସରରୁ ଅଡିୟୋରିୟମରେ ନିଆଁ ଲାଗିଥିବା ସୂଚନା ମିଳିଛି । ସେହି ସମୟରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ଆସୁଛି ଆଉ ଏକ ଲଘୁଚାପ; ଏହି ଜିଲାରେ ବର୍ଷିବ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ

ବାଘଛାଲ ରାକେଟ ଘଟଣା ,ତାନ୍ତ୍ରିକ ମୋବାଇଲରେ ଅଛି ୪ ଶହ ମହିଳାଙ୍କ ଅଶ୍ଳୀଳ ଫଟୋ

ଆନ୍ତଃରାଜ୍ୟ ବାଘଛାଲ ରାକେଟ ଖିଅ ଖୋଜୁ ଖୋଜୁ ମିଳିଲା ସାଂଘାତିକ ତଥ୍ୟ । ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ଓ ତାନ୍ତ୍ରିକ ମୋବାଇଲରୁ ମିଳିଛି ଚମକେଇ ଦେବା ଭଳି ଭିଡ଼ିଓ ।ଉଭୟ ବଶୀକରଣ ଆଳରେ ଶତାଧିକ ମହିଳାଙ୍କ ଶୋଷଣ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଅଭିଯୁକ୍ତ

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ଲାଞ୍ଜିଗଡ଼ ବ୍ଲକରେ କଂଗ୍ରେସର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦର ପ୍ରଭାବ

HR ଟିଭି ଓଡ଼ିଆ/କଳାହାଣ୍ଡି ( ଶେଖର ସୁମନ ଦାଶ) :ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଓ ମୃତ୍ୟୁ ଘଟଣାରେ ସବୁଠି ଉଠିଛି ନ୍ୟାୟ ପ୍ରଦାନର ସ୍ୱର । ରାଜ୍ୟରେ ବିରୋଧୀ ଦଳ ଗୁଡିକ ସରକାରଙ୍କୁ ଏନେଇ ଘେରିଥିବା ବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ।

କଟକଣା ପ୍ରତ୍ୟାହାର କରିନେଲା ରେଭେନ୍ସା

ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ଖୁବଶୀଘ୍ର ଏ ନେଇ ନୂଆ ବିଜ୍ଞପ୍ତି ଆସିବ ବୋଲି ରେଭେନ୍ସା

ମୃତ୍ୟୁ ପୂର୍ବରୁ ସୌମ୍ୟାଶ୍ରୀ କହିଥିଲେ ତାଙ୍କ ଶେଷ କଥା

ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିବା ପରେ ଶେଷ କଥା କ’ଣ କହିଛନ୍ତି। ଏନେଇ ସୌମ୍ୟାଶ୍ରୀଙ୍କ ଅତି ଘନିଷ୍ଠ ବନ୍ଧୁ ପ୍ରକାଶ କରିଛନ୍ତି। ଯେବେ ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିଲା ସେ ପ୍ରିନ୍ସପାଲଙ୍କ ଚାମ୍ବରକୁ ଯିବାକୁ

ମେଟାର ଗଜବ ଟ୍ରାନ୍ସଲେସନ… ବଞ୍ଚି ଥାଉ ଥାଉ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରିଦେଲା ମୃତ ଘୋଷଣା

ସୋସିଆଲ ମିଡିଆ କମ୍ପାନୀ ମେଟାର ମସ୍ତବଡ ଭୁଲ । ମେଟା ଲେଖିଲା,କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଆଉ ନାହାନ୍ତି । ଯାହାକୁ ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବ୍ୟାକ୍‌ଫୁଟରେ ମେଟା। ଅଟୋ ଟ୍ରାନ୍ସଲେସନ ପାଇଁ ମେଟା ପୁଣି ବିବାଦ ଘେରକୁ ଆସିଛି।