Browsing Category
ଆଜିର ଖବର
ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା
ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ଦିନ କହିଛି।ଗୁରୁବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ।!-->…
ଶ୍ରୀମନ୍ଦିରରେ ବନକ ଲାଗି ନୀତି:ସାଢ଼େ ୪ ଘଣ୍ଟା ଦର୍ଶନ ବନ୍ଦ
ଶ୍ରାବଣ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟା ୩୦ରୁ ରାତି ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।!-->…
ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ?
ଟ୍ବିନସିଟିରେ ଗଡ଼ୁନି ଆମ ବସ୍ । କଟକ ଓ ଭୁବନେଶ୍ବରରେ କଂଗ୍ରେସର ଓଡ଼ିଶା ବନ୍ଦର ପ୍ରଭାବ। ନେତାଜୀ ବସ୍ ଟର୍ମିନାଲରୁ ଗଡ଼ୁନି ବସ୍ । ମାଷ୍ଟରକ୍ୟାଣ୍ଟିନରୁ ବି ଗଡ଼ୁନି କୌଣସି ବସ୍ । ବସ୍ ଗଡ଼ୁନଥିବାରୁ ଟର୍ମିନାଲରେ ବସିଛନ୍ତି ଯାତ୍ରୀ । ବନ୍ଦ ଡାକରା ଯୋଗୁଁ ବସ, ଅଟୋ ଏବଂ ଟ୍ରକ ଚଳାଚଳ ମଧ୍ୟ!-->…
ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ।
ରାଜ୍ୟ ସରକାର କ୍ୟାବିନେଟ୍ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ରାଇରଂଗପୁର!-->…
ବାଲେଶ୍ୱର ଛାତ୍ରୀ ମୃତ୍ୟୁ ଘଟଣା କୁ ନେଇ ଆପ ର ପ୍ରତିବାଦ।
ବାଲେଶ୍ୱର ଛାତ୍ରୀ ମୃତ୍ୟୁ ଘଟଣା କୁ ନେଇ ଆପ ର ପ୍ରତିବାଦ।ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟ ର ଛାତ୍ରୀ ସୌମ୍ୟଶ୍ରୀ ବିଶି ଙ୍କ ମୃତ୍ୟୁ ଘଟଣା ସାରା ଭାରତରେ ଆଲୋଡନ ସୃଷ୍ଟି କରିଛି। ଜଣେ ଛାତ୍ରୀ ମନ୍ତ୍ରୀ, ବିଧାୟକ, ସାଂସଦ, ଅଧ୍ୟକ୍ଷ ସମସ୍ତଙ୍କୁ ତାଙ୍କ ଉପରେ ହେଉଥିବା ଅତ୍ୟାଚାର!-->…
ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା,ତଦନ୍ତ କରିବ କ୍ରାଇମ୍ବ୍ରାଞ୍ଚ
ବାଲେଶ୍ୱର ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଏନେଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍ବ୍ରାଞ୍ଜ ଡିଜି ବିନୟତୋଷ ମିଶ୍ର ଡିଏସ୍ପି ଇମନ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିବା ବେଳେ ତାଙ୍କୁ!-->…
ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ଜୁଲାଇ ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି l!-->…
ଆସନ୍ତା କାଲି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ
ଏଫ୍ଏମ୍ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ!-->…
୨୧ରେ ଗୁଣ୍ଡୁରିବାରୀଗ୍ରାମରେ ଶନି ମନ୍ଦିର ପ୍ରତିଷ୍ଠା ଉତ୍ସବ
ଗଣିଆ,( ବିଶ୍ୱରଂଜନ ସେଠି) ବ୍ରାହ୍ମଣ ମାନଙ୍କ ବେଦମନ୍ତ୍ର ଉଚ୍ଚାରଣରେ ଏକ ଆଧ୍ୟାତ୍ମିକ ପରିବେଶ ଭିତରେ ଗଣିଆ ବ୍ଳକ କରଡ଼ାପଡ଼ା ପଂଚାୟତ ଗୁଣ୍ଡୁରିବାରୀ ଗ୍ରାମରେ ନଳ୍ପଚ୍ଛନଭାବେ ନିର୍ମିତ ଶନିଶ୍ଚର ଦେବଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆସନ୍ତା ୨୧ତାରିଖ ସୋମବାରଦିନ ଅନୁଷ୍ଠିତ ହେବ ।!-->…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଏଚଓଡି ସମୀରଙ୍କ ସାଂଘାତିକ କାରନାମ
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ଆତ୍ମହତ୍ୟା ପଛରେ ବିଶ୍ୱବିଦ୍ୟାଳୟର ପ୍ରଧ୍ୟାପକ ସମୀର କୁମାର ସାହୁଙ୍କ ବିକୃତ ମାନସିକତାକୁ ନେଇ ଏବେ ରାଜ୍ୟରେ ଚର୍ଚ୍ଚା । ସମୀର ସାହୁଙ୍କ ବିବାଦର ଚିଠା କିନ୍ତୁ ବେଶ ଲମ୍ବା । ଚାକିରି ଜୀବନ ଆରମ୍ଭରୁ ହିଁ ପ୍ରାଧାପକ ଜଣକ ବିବାଦୀୟ ଥିଲେ । ଢେଙ୍କାନାଳ!-->…
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ ।
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଆଇଆରସିଟିସିର ମିଳିତ ସହଭାଗିତାରେ କାର୍ଯ୍ୟକାରୀ ହେବ। ପର୍ଯ୍ୟଟନ ବିଭାଗ ଓ IRCTC!-->…
ଆସନ୍ତାକାଲି ଓଡ଼ିଶା ବନ୍ଦ, କଂଗ୍ରେସ କର୍ମୀଙ୍କୁ ଜଗିବ ଡ୍ରୋନ୍କଂ
କଗ୍ରେସ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ଓଡ଼ିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା ହୋଇଛି। ରାଜଧାନୀ ଭୁବନଶ୍ବେର ଓ କଟକର ବିଭିନ୍ନ ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ପୁଲିସ ମୁତୟନ ହେବେ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ପୁଲିସ!-->…