Browsing Category

ଆଜିର ଖବର

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଚଳିତ ବର୍ଷ ୪ଟି ବର୍ଗରେ ମୋଟ ୭୮ଟି ପୁରସ୍କାର ପ୍ରଦାନ କରାଯିବ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୧୭ ଜୁଲାଇ, ୨୦୨୫ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଗୃହ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ ଜାତୀୟ ସମାରୋହରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ମନୋହର ଲାଲ ଏବଂ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୋଖନ ସାହୁଙ୍କ ଉପସ୍ଥିତିରେ ପ୍ରତିଷ୍ଠିତ ସ୍ୱଚ୍ଛ

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି।କମିଟିରେ ସୁଷମା

ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ

ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ଜମାଦାରପାଲି ଅଞ୍ଚଳରେ ହେବ

ଶୁଭାଂଶୁଙ୍କ ସଫଳ ଅବତରଣ । ଶୁଭାଂଶୁଙ୍କ ପାଇଁ ଦେଶ ଗର୍ବିତ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଶୁଭାଂଶୁଙ୍କ ସଫଳ ଅବତରଣ ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂରା ଟିମକୁ ମୋଦୀ ଜଣାଇଲେ ଅଭିନନ୍ଦନ । କହିଲେ, ଶୁଭାଂଶୁଙ୍କ ପାଇଁ ଦେଶ ଗର୍ବିତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଭାରତୀୟ ମହାକାଶଚାରୀ ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କର ଐତିହାସିକ

ମାରାଥନ ରନର ପୁରସ୍କାର ପ୍ରାପ୍ତ ଫୌଜା ସିଂଙ୍କର ମୃତ୍ୟୁ

ମାରାଥନ ରନର ପୁରସ୍କାର ପ୍ରାପ୍ତ ଫୌଜା ସିଂଙ୍କର ମୃତ୍ୟୁ ହୋଇଛି । ସୋମବାର ଦିନ ପଞ୍ଜାବ ଜଳନ୍ଧରରେ ଏକ ସଡ଼କ ଦୁର୍ଘଟଣାରେ ୧୧୪ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ସେ ତାଙ୍କ ଜନ୍ମସ୍ଥାନ ବ୍ୟାସରେ ବାହାରେ ବୁଲୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା ।ଫଳରେ ମୁଣ୍ଡରେ

ପୁଲିସ ଇନଫର୍ମର ସନ୍ଦେହ! ଦୁଇ ପାରା ଶିକ୍ଷକଙ୍କୁ ହତ୍ୟା କଲେ ମାଓବାଦୀ

ପୁଣି ମାଓବାଦୀ ଖେଳିଲେ ରକ୍ତର ହୋଲି। ଛତିଶଗଡ଼ ବିର୍ଜାପୁରରେ ମାଓବାଦୀ ରଚିଲେ ବର୍ବରକାଣ୍ଡ। ୨ ଜଣ ପାରା ଶିକ୍ଷକଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ।ସୂଚନା ଅନୁଯାୟୀ, ପିଲୁର ଗାଁ ଜଙ୍ଗଲରେ ବିନୋଦ ମାଡେଙ୍କୁ ହତ୍ୟା କରାଯାଇଛି। ଟେକାମେଟା ଗାଁ ନିକଟରେ ଅନ୍ୟ ଜଣଙ୍କୁ ହତ୍ୟା କରାଯାଇଛି।

ଯେଉଁମାନେ ଇ-କେୱାଇସି କରି ନାହାଁନ୍ତି ସେମାନଙ୍କ ଚାଉଳ ବନ୍ଦ

ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ ।ଯେଉଁମାନେ ଇ-କେୱାଇସି କରିନାହାଁନ୍ତି, ସେମାନଙ୍କ ପାଇଁ ୩ ମାସ ଅପେକ୍ଷା କରିବେ ସରକାର ।

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା! ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ BJD

ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି ।ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ

ଝିଅର ମୃତ୍ୟୁକୁ ନେଇ ଆଉ ରାଜନୀତି କରନ୍ତୁ ନାହିଁ-ଅନୁରୋଧ କଲେ ସୌମ୍ୟାଶ୍ରୀଙ୍କ ବାପା

ଆଉ ଦୁନିଆରେ ନାହାଁନ୍ତି କଲେଜ ପଢୁଆ ଝିଅ ସୌମ୍ୟାଶ୍ରୀ । ଗତକାଲି ରାତିରେ ଏମ୍ସ ହସ୍ପିଟାଲରେ ସେ ଆରପାରିକୁ ଚାଲିଯାଇଛନ୍ତି । ନିଜ ଅସୁବିଧା ବାବଦରେ ସେ ସମସ୍ତଙ୍କୁ ଅବଗତ କରାଇଥିଲା । ହେଲେ କେହି ନଶୁଣିବାରୁ ସେ ଆରପାରିକୁ ଚାଲି ଯାଇଛି । ତେବେ ସୌମ୍ୟାଶ୍ରୀ ବିଶିଙ୍କ ଅନ୍ତିମସଂସ୍କାର ପରେ

ଚିକିତ୍ସା ଚାଲିଥିବା ବେଳେ ଧିରେ ଧିରେ ସୁସ୍ଥ ହେଉଛନ୍ତି ସିଜେଆଇ ଗଭାଇ

ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗଭାଇ । ହାଇଦ୍ରାବାଦ ଗସ୍ତ ସମୟରେ ଗୁରୁତର ସଂକ୍ରମଣରେ ପୀଡିତ ହୋଇ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ଚିକିତ୍ସା ଚାଲିଥିବା ବେଳେ ଧିରେ ଧିରେ ସୁସ୍ଥ ହେଉଛନ୍ତି ସିଜେଆଇ ଗଭାଇ । ତାଙ୍କର

ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ସମସ୍ତ ଦୋଷୀଙ୍କୁ କଠୋର ଦଣ୍ଡ ପ୍ରଦାନ ହେବ -ମନମୋହନ ସାମଲ।

ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ମୃତା ଛାତ୍ରୀ ସୌମ୍ୟାଶ୍ରୀଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ

ଅବପାତରେ ପରିଣତ ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷ ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ