Browsing Category

ଆଜିର ଖବର

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍‌

ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି

FM ଛାତ୍ରୀ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ରାହୁଲ ଗାନ୍ଧୀ

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଏହା ସହିତ ପଳାସିଆ ଗାଁ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ

ସୌମ୍ୟାଶ୍ରୀଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଦେବେ

ବ୍ୟବସ୍ଥାର ଅତ୍ୟାଚାରକୁ ସହିନପାରି ଆତ୍ମହତ୍ୟା କରିଥିବା ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ସୌମ୍ୟାଶ୍ରୀଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଦେବେ । ଏନେଇ ବାଲେଶ୍ୱର

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଶେଷରେ ବିଜେପି ଦଳର

କାହିଁକି ରାତିଅଧରେ FM ପୀଡ଼ିତାଙ୍କ ମୃତଦେହ କରାଗଲା ପୋଷ୍ଟମର୍ଟମ

ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଘଟଣାଟି ଏତେ ସମ୍ୱେଦନଶୀଳ ଥିବା ଯେ ସୌମ୍ୟାଶ୍ରୀଙ୍କ ପାଇଁ ରାତି ଅଧରେ ଶବ ବ୍ୟବଚ୍ଛେଦ

ଛୁଇଁ ହଉନି ମାର୍କେଟ ରେ ପନି ପରିବା ଚିନ୍ତା ରେ ଖାଉଟି

HR ଟିଭି ଓଡିଆ.କଳାହାଣ୍ଡି, (ଶେଖର ସୁମନ ଦାଶ ) ବର୍ତମାନ ବର୍ଷା ଋତୁ ଚାଲିଛି ଏ ପଟେ ପନି ପରିବା ଦର ଆକାଶ ଛୁଆଁ l ସବୁ ପନି ପରିବା କିଲୋ ପ୍ରତି 80 ରୁ 100 ଟଙ୍କା ଉପରେ ପହଞ୍ଚିଛି l କେଉଁ ପରିବା ଦର ବି 50 ଟଙ୍କା ତଳକୁ ନାହିଁ l ଏଥିସହ ଖୁଚୁରା ବ୍ୟବସାୟୀ ପନି ପରିବା ସବୁ ଚଢା ଦର ରେ

ବାଲେଶ୍ବର ଭୋଗରାଇରେ ସୌମ୍ୟାଶ୍ରୀଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟିଛି ଗାଁ। ବାହୁନି

ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ,ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଉଚ୍ଚ ଶିକ୍ଷା…

ନ୍ୟାୟ ପାଇଁ ନିଜ ଦେହରେ ନିଆଁ ଲଗାଇ ଦେଇଥିବା ସୌମ୍ୟାଶ୍ରୀ ଦୀର୍ଘ ୩ଦିନ କାଳ ଛଟପଟ ହୋଇ ଶେଷରେ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ବର ଏମସରେ ଆଖି ବୁଜିଛନ୍ତି ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ଏମସ କର୍ତ୍ତୃପକ୍ଷ ତାଙ୍କୁ କ୍ଲିନିକାଲ ଡେଥ ଘୋଷଣା କରିଛନ୍ତି ।  ଏହାକୁ ନେଇ

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର

IMDର ଚେତାବନୀ: ଏଥର ବନ୍ୟା ସୁନିଶ୍ଚିତ!

ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଇଏମଡି କରିଛି ପୂର୍ବାନୁମାନ । ରାଜ୍ୟବାସୀଙ୍କୁ ସତର୍କ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।ସୋମବାର ଉତ୍ତର ଓଡ଼ିଶା ସାଙ୍ଗକୁ ମଙ୍ଗଳବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି IMD ଡିଜି ପୂର୍ବନୁମାନ କରିଛନ୍ତି। ଏପରିକି

ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷଙ୍କୁ ଗିରଫ

ବାଲେଶ୍ବର ଏଫଏମ (FM) କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହେଲେ FM କଲେଜ ନିଲମ୍ବିତ ପ୍ରିନସିପାଲ ଗିରଫ । ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଛି । ଦିଲ୍ଲୀପ ଘୋଷଙ୍କୁ ଗିରଫ କରିଛି ସହଦେବଖୁଣ୍ଟା ପୋଲିସ ।ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ

ୟୁଟ୍ୟୁବର ପ୍ରିୟଙ୍କା ସେନାପତି: କାନ୍ଦି କାନ୍ଦି ମିଡିଆ ଉପରେ ଝାଡ଼ିଲେ ରାଗ

ମୁହଁ ଖୋଲିଲେ ପାକିସ୍ତାନୀ ଜାସୁସ ଜ୍ୟୋତି ମାଲହୋତ୍ରାଙ୍କ ସହ ସମ୍ପର୍କ ଥିବା ୟୁଟ୍ୟୁବର ପ୍ରିୟଙ୍କା ସେନାପତି । ସୋସିଆଲ ମିଡିଆରେ ପ୍ରତିକ୍ରିୟା ରଖି ଦେଶଦ୍ରୋହ ପ୍ରସଙ୍ଗରେ କୌଣସି ସମ୍ପର୍କ ନାହିଁ ବୋଲି ସ୍ପଷ୍ଟୀକରଣ ରଖିଛନ୍ତି । ଟିଆରପି ପାଇଁ ମିଡିଆ ତାଙ୍କ ନାଁରେ ମିଛ ଦେଖାଇଥିବା କଥା