Browsing Category

ଆଜିର ଖବର

ଆମେ ଖାଉଥିବା ଖାଦ୍ୟରେ ରହିଛି ବିଷ । ଏଣିକି ସ୍ୱାସ୍ଥ୍ୟ ଚେତାବନୀ ସହ ମିଳିବ ଲୋକପ୍ରିୟ ଖାଦ୍ୟ

AIIMS ନାଗପୁରର ଅଧିକାରୀମାନେ ଏହି ନିର୍ଦ୍ଦେଶକୁ ନିଶ୍ଚିତ କରିଛନ୍ତି । ଏବେ କାଫେଟେରିଆ ଏବଂ ସାର୍ବଜନୀନ ସ୍ଥାନରେ ଏପରି ଚେତାବନୀ ବୋର୍ଡ ଲଗାଯିବ। କେବଳ ସମୋସା, ଜଲେବି ନୁହେଁ ବରଂ ଲଡୁ, ବଡା ପାୱ ଓ ପକୋଡ଼ା ମଧ୍ୟ ଯାଞ୍ଚ ଅଧୀନରେ ରହିବ। କାର୍ଡିଓଲୋଜିକାଲ୍ ସୋସାଇଟି ଅଫ୍ ଇଣ୍ଡିଆର

FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆସିଲା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। କହିଲେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି।ଏହା ଏକ ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ୍‌

ସାଉଥ୍ ଅଭିନେତ୍ରୀ ସରୋଜା ଦେବୀଙ୍କର ୮୭ ବର୍ଷ ବୟସରେ ଦେହାନ୍ତ

କୋଟା ଶ୍ରୀନିବାସଙ୍କ ବିୟୋଗ ପରେ ଦକ୍ଷିଣ ଭାରତୀୟ ସିନେ ଶିଳ୍ପକୁ ଏବେ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବରିଷ୍ଠ ତାମିଲ ଅଭିନେତ୍ରୀ ବି. ସରୋଜା ଦେବୀଙ୍କର ସୋମବାର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ସେ ୭ ଦଶନ୍ଧିର ତାଙ୍କ କ୍ୟାରିଅରରେ ୨୦୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି।୧୯୫୫

ଏଣିକି କଙ୍ଗାରୁକୋର୍ଟ କଲେ ଦଣ୍ଡ:  ଆଇନ ମନ୍ତ୍ରୀ

ରାଜ୍ୟରେ ଘଟୁଥିବା କଙ୍ଗାରୁ କୋର୍ଟ ଉପରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଆଇନକୁ ହାତକୁ ନେଲେ କେହି ବର୍ତ୍ତିବେନି । ସେ ଯେ କେହି ବି ହୋଇଥିବେ ଦଣ୍ଡିତ ହେବେ ନିଶ୍ଚୟ । କଙ୍ଗାରୁ କୋର୍ଟ କରି ନିର୍ଯାତନା ଦେଲେ ଏନେଇ ସରକାରଙ୍କ ସ୍ପଷ୍ଟ ଆଇନ ଅଛି ।କଙ୍ଗାରୁକୋର୍ଟ

ଜଗନ୍ନାଥ ବଲ୍ଳଭରେ ବନ୍ଧା ହୋଇ ପଡିଛନ୍ତି ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି  

ମହାପ୍ରଭୁଙ୍କ ଚିତ୍ତବିନୋଦନ ଉଦ୍ୟାନ ଜଗନ୍ନାଥ ବଲ୍ଳଭରେ ଏକ ଦୃଶ୍ୟ ଭକ୍ତଙ୍କୁ ମର୍ମାହତ କରୁଛି । ଥାକ ଥାକ ହୋଇ ବନ୍ଧା ହୋଇ ପଡିଛନ୍ତି ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀ ଜଗନ୍ନାଥ l ୨୦୨୪ମସିହା ଆରମ୍ଭରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ସମୟରେ ଭବ୍ୟ

 ନିଆଁ ଲଗାଇବା ପୂର୍ବରୁ ପୀଡିତାଙ୍କ ବଡ଼ ବୟାନ

ଏମ୍‌ସ୍‌ରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ କାନ୍ଦିକାନ୍ଦି ସୂଚନା ଦେଇଛନ୍ତି ଛାତ୍ରୀଙ୍କ ବାପା। ସେ କହିଛନ୍ତି, ଝିଅର ସମ୍ପୂର୍ଣ୍ଣ ଶରୀର ବ୍ୟାଣ୍ଡେଜ କରାଯାଇଛି। ୯୮ ପ୍ରତିଶତ ଅକ୍ସିଜିନ ସିଷ୍ଟମ ଭିତରେ ରଖାଯାଇଛି।

ବିଶ୍ୱ ସିମ୍ପାଞ୍ଜି ଦିବସ ।

ସୋମବାର ବିଶ୍ୱ ସିମ୍ପାଞ୍ଜି ଦିବସ । ସିମ୍ପାଞ୍ଜିମାନଙ୍କ ସୁରକ୍ଷା, ବଂଶ ବୃଦ୍ଧି ପାଇଁ ଏହି ଦିବସ ପାଳନ କରାଯାଉଛି ।ପ୍ରତିବର୍ଷ ଜୁଲାଇ ୧୪ରେ ଆୟୋଜିତ ହେଉଥିବା, ଏହି ଦିବସ ୧୯୬୯ରେ ତାଞ୍ଜାନିଆର ଗୋମ୍ବେ ଷ୍ଟ୍ରିମ୍ ନ୍ୟାସ୍‌ନାଲ୍‌ ପାର୍କରେ ଜେନ ଗୁଡାଲଙ୍କ ପ୍ରଥମ ଗବେଷଣାର ବାର୍ଷିକୀ ଭାବେ

ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପ୍ଟେନ୍ ଏବଂ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଆଜି ଫେରିବେ

ଆନ୍ତର୍ଜାତୀୟ ମହାକାଶ ଷ୍ଟେଶନ (ISS) ରେ ୧୮ ଦିନ ବିତାଇବା ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ପରୀକ୍ଷଣ କରିବା ପରେ, ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଏବେ ପୃଥିବୀକୁ ଫେରିବାକୁ ପ୍ରସ୍ତୁତ। Axiom-4 ମିଶନ ଅଧୀନରେ, ସେ ଏବଂ ଅନ୍ୟ ତିନି ଜଣ ମହାକାଶଚାରୀ ୧୪ ଜୁଲାଇରେ

ଶ୍ରାବଣ ମାସ ପ୍ରଥମ ସୋମବାର ରେ ଚଳଚଞ୍ଚଳ ସମସ୍ତ ଶୈବ ପିଠ ଗାଁ ରୁ ସହର ସମସ୍ତ ମନ୍ଦିର ରେ କାଉଡିଆ ଙ୍କ ଭିଡ଼*

HR ଟିଭି ଓଡ଼ିଆ କଳାହାଣ୍ଡି. (ଶେଖର ସୁମନ ଦାଶ ). ବୋଲବମ ହର ହର ବମ ଓଁ ନମଃ ଶିବାୟ ଧ୍ୱନି ରେ ଉଛୁଳି ଉଠୁଛି କଳାହାଣ୍ଡି ଜିଲ୍ଲା ର ସମସ୍ତ ଶୈବ ପୀଠ l ମହାଦେବ ଙ୍କ ଭକ୍ତ ଙ୍କ ଭିଡ଼ ଲାଗିଛି କାହା କାନ୍ଧ ରେ କାଉଡି ତ କାହା କାନ୍ଧ ରେ ଜଳ ପୂର୍ଣ୍ଣ ଲୋଟା l ଏପଟେ ରାସ୍ତା

ଶ୍ରାବଣ ପ୍ରଥମ ସୋମବାର: ଶୈବପୀଠରେ ପ୍ରବଳ ଭିଡ

ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏନେଇ ରାଜ୍ୟ ଏବଂ ରାଜଧାନୀରେ ଥିବା ଶୈବପୀଠଗୁଡ଼ିକ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶୈବପୀଠରେ କାଉଡ଼ିଆମାନେ ଭଗବାନ ଶିବଙ୍କଠାରେ ଜଳଲାଗି କରିଛନ୍ତି |ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି ।

ଗଞ୍ଜାମ ଜିଲ୍ଲାରୁ ଦୁଃଖଦ ଖବର । ଯୌତୁକ ନିଆଁରେ ଜଳିଲେ ଆରତୀ

ଯୌତୁକ ପାଇଁ ଜାଳିଦେଲେ ବୋହୂକୁ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖଲ୍ଲିକୋଟ କହ୍ନେଇପୁର ଗାଁରେ। ଯୌତୁକ ନିର୍ଯାତନା ଦେଇ ଶାଶୂ ଓ ଦିଅର ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିବାବେଳେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ବୋହୂକୁ ମେଡିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଆକାଶ

ଏମ୍ସରେ ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ପୀଡିତା,ଏଫଏମ କଲେଜ ଛାତ୍ରୀଙ୍କ ବାପା କହିଲେ

ବାଲେଶ୍ବର ଏଫଏମ୍‌ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ଶରୀରର ୯୫ ପ୍ରତିଶତ ପୋଡିଯାଇଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି । ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଛି । ଏସବୁ ଭିତରେ ଏମ୍‌ସରେ ପୀଡ଼ିତାଙ୍କ ଡାଏଲିସିସ୍ ଆରମ୍ଭ ହୋଇଛି ।