Browsing Category
ଆଜିର ଖବର
ଆହୁରି ୧୫ ଦିନ ଏମିତି କଲବଲ କରିବ ତାତି
ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ ଆସନ୍ତା ୧୫ ଦିନ ଛଟପଟ କରିବ ସାରା ଓଡ଼ିଶାକୁ । ପଶ୍ଚିମରୁ ଉପକୂଳ, ଆଭ୍ୟନ୍ତରୀଣ ସବୁ ଅଞ୍ଚଳ ଧୁ ଧୁ ଖରା, ଝାଞ୍ଜି ମାଡ଼ରେ ଜଳିବ ।ଆସନ୍ତା ୫ଦିନ!-->…
ପୂର୍ତ୍ତ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭୁବନେଶ୍ବର ଶବରଙ୍କ ଘରେ ଚଢାଉ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସ୍ଥିତ ପୂର୍ତ୍ତ ବିଭାଗର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଚାଲିଛି!-->…
‘ଆଇରନ୍ ଓମ୍ୟାନ୍’ ହେଲେ ଓଡ଼ିଆ ମହିଳା ଉମା
ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଖ୍ୟାତି ବଢ଼ାଇଲେ ଜଣେ ଓଡ଼ିଆ ମହିଳା । ଆମେରିକା ଫ୍ଲୋରିଡାର ଜ୍ୟାକସନଭିଲା ଠାରେ ଅନୁଷ୍ଠିତ ପ୍ରତିଯୋଗିତରେ ନିଜ ପାରଦର୍ଶିତା ଦେଖାଇ ଉମା ‘ଆଇରନ୍ ଓମ୍ୟାନ୍’ ଟାଇଟଲ୍ ହାସଲ କରିଛନ୍ତି ।ଆମେରିକାର ଜାକସନଭିଲରେ ଆୟୋଜିତ ‘ଆଇରନ୍ମ୍ୟାନ୍ ’ ପ୍ରତିଯୋଗିତାରେ ୩.୮!-->…
ବଢ଼ିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍ଅପ୍ ଅବଧି
ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍ଅପ୍ ନେଇ ଆସିଲା ବଡ ଖବର! ମେ’ ୨୫ ତାରିଖ ଯାଏଁ ଅବଧି ବଢ଼ାଇଲା ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ।ଆଜି ସରୁଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍ଅପ୍ ଅବଧି। ତେବେ ପରୀକ୍ଷା ପାଇଁ ଫର୍ମ ପୂରଣ ମେ ୮ ରୁ ୧୮ ପର୍ଯ୍ୟନ୍ତ ଚାଲିବା ନେଇ!-->…
ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍ର ଚିତ୍ର
ମୁମ୍ୱାଇ ଏବଂ ଅହମ୍ମଦାବାଦ ମଧ୍ୟରେ ଚାଲିବାକୁ ଥିବା ପ୍ରଥମ ବୁଲେଟ୍ ଟ୍ରେନର ପ୍ରସ୍ତାବିତ ଡିଜାଇନ୍ ସାମନାକୁ ଆସିଛି । ରେଳ ମନ୍ତ୍ରଣାଳୟର ରାଷ୍ଟ୍ରୀୟ ରାଜଧାନୀ ସ୍ଥିତ କାର୍ଯ୍ୟାଳୟରେ ଏହି ଅତ୍ୟାଧୁନିକ ଟ୍ରେନର ପ୍ରଥମ ଫଟୋରୁ ପ୍ରଦର୍ଶିତ କରାଯାଇଛି ।ଭାରତର ପ୍ରଥମ ବୁଲେଟ ଟ୍ରେନ ମୁମ୍ବାଇ!-->…
ଭର୍ଚୁଆଲ ମୋଡରେ ଚାଲିବ କୋର୍ଟ କାର୍ଯ୍ୟ
ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ଭର୍ଚୁଆଲ ମୋଡରେ ଚାଲିବ ହାଇକୋର୍ଟ । ଆସନ୍ତା ୧୯ ଓ ୨୧ ତାରିଖରେ ଭର୍ଚୁଆଲ ମୋଡରେ ସମସ୍ତ ମାମଲାର ଶୁଣାଣି ହେବ । ଏହା ସହିତ ଗ୍ରୀଷ୍ମ ଅବକାଶକାଳୀନ କୋର୍ଟ ଭର୍ଚୁଆଲ ମୋଡରେ ହେବ । ତେଣୁ ଅବକାଶ ସମୟରେ ସମସ୍ତ ମାମଲାର ଅବକାଶ କାଳୀନ ଖଣ୍ଡପୀଠରେ ଭରଚୁଆଲ!-->…
କଟକ ବଡମ୍ବାରେ ବୀଭତ୍ସ ହତ୍ୟାକାଣ୍ଡ । ସ୍ୱାମୀର ଯୌନାଙ୍ଗ କାଟି ହତ୍ୟା କଲା ସ୍ତ୍ରୀ
କଟକ ବଡମ୍ବାରେ ବୀଭତ୍ସ ହତ୍ୟାକାଣ୍ଡ । ସ୍ୱାମୀର ଯୌନାଙ୍ଗ କାଟି ହତ୍ୟା କଲା ସ୍ତ୍ରୀ। ବଡମ୍ବା ଥାନାରେ ମାମଲା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ।ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର ଘର ବଡମ୍ବା କରଡିବନ୍ଧ ଗାଁକୁ ଡାକି ସ୍ତ୍ରୀ ଲକ୍ଷ୍ମୀପ୍ରିୟା ରାଉତ!-->…
ମଡେଲ ତ୍ୱିଷା ଶର୍ମା ଙ୍କ ରହସ୍ୟଜନକ ମୃତ୍ୟୁ ମାମଲା : ତଦନ୍ତ ପାଇଁ ଗଠନ ହେବ ଏସ୍ଆଇଟି ଟିମ୍
ଡେଟିଂ ଆପ୍ ଜରିଆରେ ହୋଇଥିବା ବିବାହ। ମାତ୍ର ୬ ମାସରେ ହେଲା ଦୁଃଖଦ ଅନ୍ତ। ମୃତ୍ୟୁର ଫାଶରେ ଝୁଲିବା ଆଗରୁ ଜଣେ ବନ୍ଧୁଙ୍କୁ ମେସେଜ୍ ଦେଇଥିଲେ ନବବିବାହିତା ଯୁବତୀ । ଲେଖିଥିଲେ ‘ଆଇ ଆମ୍ ଟ୍ରାପଡ’ ବା ମୁଁ ଫସିଗଲି, ବାସ୍ ତୁ ଫସିବୁନି। ଅଧିକ କଥା ବି ହୋଇପାରିବିନି। ଯେତେବେଳେ ଠିକ୍ ସମୟ!-->…
ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ
SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି।ଓଡ଼ିଶାରେ ଏସଆଇପିର ଚାହିଦା ବଢ଼ିଛି। ୧୦ ବର୍ଷରେ ୧୦ ଗୁଣା ଅଧିକ SIP ଇନଭେଷ୍ଟମେଣ୍ଟ ବୃଦ୍ଧି ପାଇଛି। ହେଲେ!-->…
ସୌମ୍ୟରଂଜନ ହତ୍ୟା ମାମଲା: ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ ପ୍ରକ୍ରିୟା ଶେଷ
ବାଲିଅନ୍ତାରେ GRP କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ। ଏନେଇ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ସିସିଟିଭି ଓ ଭିଡିଓ ଫୁଟେଜରୁ ମିଳିଛି ପ୍ରମାଣ। ଏବେ କ୍ରାଇମବ୍ରାଞ୍ଚ ଫୋକସରେ ଅଭିଯୁକ୍ତମାନଙ୍କ ଗିରଫଦାରୀ। କାହାକୁ!-->…
ମାଲକାନଗିରିରେ ତେଲ ପାଇଁ ଚାଲିଗଲା ଜୀବନ
ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ ଜଣେ ରୋଗୀଙ୍କ ଜୀବନ। ସୁଚନା ମୁତାବକ ମାଲକାନଗିରି ଜିଲ୍ଲା କୁସୁମପୁଟ ଗାଁର ବସନ୍ତ ଖିଲଙ୍କର ମୃତ୍ୟୁ ହୋଇଛି। ମୃତ ବସନ୍ତ ଆମ୍ବ!-->…
ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ।୫ ହଜାର ଦିଅ ବକେୟା ଦରମା କରାଇଦେବି
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ।ସ୍କୁଲର ନାଇଟ ୱାଚ ମ୍ୟାନକୁ ମଧ୍ୟ ଛାଡିଲେନି । କହିଲେ ୫ ହଜାର ଦିଅ ବକେୟା ଦରମା କରାଇଦେବି । ଆଉ ତାପରେ ଏହି ଅଭିଯୋଗରେ!-->…