Browsing Category
ଆଜିର ଖବର
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା
ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ତେବେ!-->…
ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା
ରାଜ୍ୟରେ ଯୋଡ଼ା ଲଘୁଚାପ ସୃଷ୍ଟି ହୋଇଛି । ପୂର୍ବ ଭାଗରେ ଉତ୍ତର ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ବାଂଲାଦେଶ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସନ୍ଧ୍ୟାରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ରହିଛି। ଦୁଇ ଲଘୁଚାପ!-->…
ଆଜି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୫ ମିନିଟ ସମୟ ମାଗିଛି ବିଜେଡି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ!-->…
୫୦ପ୍ରତିଶତ ଅଗ୍ନିବୀରଙ୍କୁ ନିୟମିତ ସୈନିକ ଭାବେ ନିଯୁକ୍ତି ଦେବାକୁ ସୁପାରିଶ!
ଭାରତୀୟ ସେନାରେ ନିଯୁକ୍ତି ନେଇ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନାର ହେବ ପରିବର୍ତ୍ତନ। ଆଗକୁ ଏହି ଯୋଜନାରେ କିଛି ପରିବର୍ତ୍ତନ ହେବା ନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ୫୦ପ୍ରତିଶତ ଅଗ୍ନିବୀରଙ୍କୁ ନିୟମିତ ସୈନିକ ଭାବେ ନିଯୁକ୍ତି ଦେବାକୁ ସୁପାରିଶ କରାଯାଇଛି। ଏହାସହ!-->…
ଲଘୁଚାପ ପ୍ରଭାବରେ ଆହୁରି ବର୍ଷିବ
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ସୁଦ୍ଧା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିଅଛି। ଧୀରେ ଧୀରେ ଏହା ଉତ୍ତର ଦିଗକୁ ଗତି କରି ୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ!-->…
୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ।
୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ସାରା ରାଜ୍ୟରେ ହାତୀ ମଣିଷ ଲଢେଇ ଚରମ ସୀମାରେ ପହଞ୍ଚିଥିବା!-->…
ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ।ସୁଭଦ୍ରା ଯୋଜନାର ପଂଜିକରଣ ନେଇ!-->…
କେନ୍ଦ୍ରାପଡା ଡେରାବିଶରେ ବଢୁଛି ବାର୍ଡଫ୍ଲୁ ଆଶଙ୍କା
ଡେରାବିଶ ବ୍ଲକ ବାଲିଆ ପଞ୍ଚାୟତରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି। ଏଣ୍ଡର, ନରସିଂହପୁର, ତିଲଙ୍ଗରେ ବ୍ୟାପକ କୁକୁଡ଼ା ମରି ପଡ଼ିଥିବା ସୂଚନା ମିଳିଛି। ପ୍ରତିଦିନ ଶହ ଶହ ସଂଖ୍ୟାରେ କୁକୁଡା ମରି ଏଣେ ତେଣେ ପଡୁଛି । ତେବେ ଫାର୍ମ ମାଲିକ ମାନେ ମରୁଥିବା କୁକୁଡା ସବୁକୁ ଲୁଚା ଛପାରେ!-->…
ଭିଜିଲାନ୍ସ ଜାଲରେ ନୂଆପଡ଼ା MVI ବିନୟ ବେହୁରିଆ
ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା!-->…
ପୁରୀ ବେଳାଭୂମିରୁ ଉଦ୍ଧାର କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ଲୋକେ
ପୁରୀ ବେଳାଭୂମୀରେ ଲାଗିଥିବା ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ସ୍ଥାନୀୟ ଲୋକେ। କ୍ୟାଣ୍ଡେଲ, ଖାଦ୍ୟ ସାମଗ୍ରୀ, ଇଞ୍ଜିନ ଅଏଲଓ ପରଫ୍ୟୁମ ସହ ଅନେକ ସାମଗ୍ରୀ ସବୁକୁ ବୋହି ନେଇଛନ୍ତି ଲୋକେ। ଜିଲ୍ଲାପାଳ କହିଛନ୍ତି, କୋଲକତାରୁ କଣ୍ଟେନରଟି ଇଣ୍ଡୋନେସିଆ ଯାଉଥିବା ସମୟରେ ଖସି!-->…
ବିଜେପିର ମିଶନ ଜମ୍ମୁ କାଶ୍ମୀର ।
ବିଜେପିର ମିଶନ ଜମ୍ମୁ କାଶ୍ମୀର । ନିର୍ବାଚନୀ ଇସ୍ତାହାର ଜାରି କରି କାଶ୍ମୀର ବାସୀଙ୍କୁ ମାଳ ମାଳ ପ୍ରତିଶ୍ରୁତି ଦେବା ପରେ କେମିତି ଅଧିକରୁ ଅଧିକ ଭୋଟ ହାତେଇବ ସେନେଇ ସବୁପ୍ରକାର କସରତ ଚାଲିଛି। ଆଜି ଜନସଭାକୁ ସମ୍ବୋଧନ କରି ଶାହ କହିଛନ୍ତି ଯେ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା!-->…
ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ
ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।!-->…