Browsing Category

ଆଜିର ଖବର

ବିଜେପିର ମିଶନ ଜମ୍ମୁ କାଶ୍ମୀର ।

ବିଜେପିର ମିଶନ ଜମ୍ମୁ କାଶ୍ମୀର । ନିର୍ବାଚନୀ ଇସ୍ତାହାର ଜାରି କରି କାଶ୍ମୀର ବାସୀଙ୍କୁ ମାଳ ମାଳ ପ୍ରତିଶ୍ରୁତି ଦେବା ପରେ କେମିତି ଅଧିକରୁ ଅଧିକ ଭୋଟ ହାତେଇବ ସେନେଇ ସବୁପ୍ରକାର କସରତ ଚାଲିଛି। ଆଜି ଜନସଭାକୁ ସମ୍ବୋଧନ କରି ଶାହ କହିଛନ୍ତି ଯେ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ

ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।

ଗଣେଶ ବିସର୍ଜନ ପାଇଁ ବିଏମସି ପକ୍ଷରୁ ମାର୍ଗଦର୍ଶିକା

ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି। ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ସ୍ଥାନ ଚି଼ହ୍ନଟ ହୋଇଛି।

ସାରା ରାଜ୍ୟରେ ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନରକ୍ଷୀ । 

୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ସାରା ରାଜ୍ୟରେ ହାତୀ ମଣିଷ ଲଢେଇ ଚରମ ସୀମାରେ ପହଞ୍ଚିଥିବା

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା

ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍‌ ସଫଳତାର ସହିତ ଅବତରଣ କରିଛି।ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର ମହାକାଶଯାନ ସୁନୀତା

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ

ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ

ରେଭେନ୍ସା ପରିସରକୁ ପ୍ରବେଶ କରୁଥିବା ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ର ଯାଞ୍ଚ ହେଉଛି

ରେଭେନ୍ସା ବିଶ୍ଵ ବିଦ୍ୟାଳୟ ନାମ ପରିବର୍ତ୍ତନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରସ୍ତାବକୁ ନେଇ ଦେଖାଦେଇଥିବା ବିବାଦ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ରେଭେନ୍ସା କର୍ତ୍ତୃପକ୍ଷ ବିଶ୍ଵବିଦ୍ୟାଳୟ ପରିସରର ସୁରକ୍ଷାକୁ କଡାକଡି କରିଛନ୍ତି। ପରିସରକୁ ପ୍ରବେଶ

ଅପମିଶ୍ରିତ ଖାଦ୍ୟ ବିକ୍ରି ରୋକିବାକୁ ସିଏମସିର ପଦକ୍ଷେପ

ପାର୍ବଣ ଋତୁ ଆସୁଥିବାରୁ ଆଗୁଆ ସତର୍କତା ମୂଳକ ପଦକ୍ଷେପ ନେଇଛି ସିଏମସି । କଟକ ରାଣୀହାଟ ଛକରେ ସିଏମସି ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ରାସ୍ତାକଡ ଖାଦ୍ୟ ଷ୍ଟଲରେ ଯାଞ୍ଚ। ସିଏମସି ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଏବଂ ଫୁଡ ସେଫଟି ଅଧିକାରୀ ରାଣୀହାଟ ଏବଂ ଯୋବ୍ରା ନିକଟ ରାସ୍ତାକଡ ଜଳଖିଆ

ଆସନ୍ତା ୯ ତାରିଖ ସୋମବାର ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ।

ଆସନ୍ତା ୯ ତାରିଖ ସୋମବାର ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ। ନୂଆଁଖାଇ ପାଇଁ ୯ ତାରିଖକୁ ରାଜ୍ୟ ସରକାର ଛୁଟି ଦିବସ ଘୋଷଣା କରିଛନ୍ତି। ଏହାପୂର୍ବରୁ ରାଜ୍ୟ ସରକାର ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡିକ ଛୁଟି ଘୋଷଣା

ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍‌ କରି

ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍‌ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରିପାରିବେ। ଏହା ସମ୍ପୂର୍ଣ୍ଣ ନିଃଶୁଳ୍କ ଅଟେ, ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍‌ କରି ଜଣାଇବା ପାଇଁ

ଓଡ଼ିଶାରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ।

ଓଡ଼ିଶାରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ। ଏଥିପାଇଁ ତହସିଲ, ବ୍ଲକ୍ ଓ ଥାନା ସ୍ତରରେ ସରକାରୀ ଅଧିକାରୀଙ୍କୁ ନେଇ କମିଟି ଗଠନ ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦେଇ ସାରିଛନ୍ତି ରାଜ୍ୟ ସରକାର। ୨୦୨୧ ମସିହାରେ ଓଡ଼ିଶାରେ ସରକାରୀ ଭାବେ ଚିହ୍ନଟ ହୋଇଥିଲେ ୩ ହଜାର

ଆଳୁ ପରେ ଏବେ କୁକୁଡ଼ାକୁ ନେଇ ମମତା ବାନାର୍ଜୀଙ୍କ ହାକିମାତି ଦେଖିବାକୁ ମିଳିଛି । 

ପଶ୍ଚିମବଙ୍ଗ ସୀମାରେ ଅଟକିଛି ଅଣ୍ଡା ଓ କୁକୁଡା ଗାଡ଼ି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଅଣ୍ଡା ଓ କୁକୁଡା ବୋଝେଇ ଟ୍ରକ୍‌ ଗୁଡ଼ିକୁ ୨୪ ଘଣ୍ଟା ହେଲା କୋଲକାତା ପୁଲିସ୍‌ ଅଟକାଇ ରଖିଛି। ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କରି ଯେଉଁ ଆଳୁ ସଙ୍କଟ ସୃଷ୍ଟି କରିଥିଲେ, ତାକୁ ନେଇ ଦୁଇ ରାଜ୍ୟ ମଧ୍ୟରେ