Browsing Category
ଆଜିର ଖବର
ଓଡ଼ିଶାରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ।
ଓଡ଼ିଶାରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ। ଏଥିପାଇଁ ତହସିଲ, ବ୍ଲକ୍ ଓ ଥାନା ସ୍ତରରେ ସରକାରୀ ଅଧିକାରୀଙ୍କୁ ନେଇ କମିଟି ଗଠନ ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦେଇ ସାରିଛନ୍ତି ରାଜ୍ୟ ସରକାର। ୨୦୨୧ ମସିହାରେ ଓଡ଼ିଶାରେ ସରକାରୀ ଭାବେ ଚିହ୍ନଟ ହୋଇଥିଲେ ୩ ହଜାର!-->…
ଆଳୁ ପରେ ଏବେ କୁକୁଡ଼ାକୁ ନେଇ ମମତା ବାନାର୍ଜୀଙ୍କ ହାକିମାତି ଦେଖିବାକୁ ମିଳିଛି ।
ପଶ୍ଚିମବଙ୍ଗ ସୀମାରେ ଅଟକିଛି ଅଣ୍ଡା ଓ କୁକୁଡା ଗାଡ଼ି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଅଣ୍ଡା ଓ କୁକୁଡା ବୋଝେଇ ଟ୍ରକ୍ ଗୁଡ଼ିକୁ ୨୪ ଘଣ୍ଟା ହେଲା କୋଲକାତା ପୁଲିସ୍ ଅଟକାଇ ରଖିଛି। ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କରି ଯେଉଁ ଆଳୁ ସଙ୍କଟ ସୃଷ୍ଟି କରିଥିଲେ, ତାକୁ ନେଇ ଦୁଇ ରାଜ୍ୟ ମଧ୍ୟରେ!-->…
ରାଜ୍ୟରେ ଖାଲି ପଡିଛି ୩୦ ହଜାରରୁ ଅଧିକ ଶିକ୍ଷକ ପଦବୀ
ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି।ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ୪ ହଜାର ୨୮୩ ପଦବୀ ଖାଲି ରହିଛି!-->…
ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ପରାମର୍ଶ
ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଅବୈଧ ଗଛ କଟା ବନ୍ଦ କରିବା ଓ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ପରାମର୍ଶ ଦେଇଛନ୍ତି।
!-->!-->…
୫୭୨ ଆଦିବାସୀ ଛାତ୍ରୀ, ମହିଳା ହୋଇଛନ୍ତି ବଳାତ୍କାରର ଶିକାର
ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରଶ୍ନ କରିଥିଲେ ରାଜ୍ୟରେ ୫ ବର୍ଷରେ କେତେ ଆଦିବାସୀ ଛାତ୍ରୀ ଓ ମହିଳା ବଳାତ୍କାରର ଶିକାର ହୋଇଛନ୍ତି? କେତୋଟି ମାମଲା ଫଇସଲା ହୋଇଛି? କେତୋଟି ଚାର୍ଜସିଟ ଦାଖଲ ହୋଇଛି? ଏବଂ କେତୋଟି ବିଚାରାଧୀନ ରହିଛି। ଯାହାର ଉତ୍ତର ରଖି ଏସ୍ସି/ଏସ୍ଟି ଉନ୍ନୟନ!-->…
୨୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା
ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ!-->…
ବିଜେଡିରୁ ବହିଷ୍କୃତ ପରେ ବିଜେପି ଶିବିରରେ ସାମିଲ ହେଲେ ସୁଜିତ କୁମାର
ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ।ବିଜେଡି ଏମ୍ପି ଥିବା ସୁଜିତ୍ ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଥିଲା । ବିଜେଡି ତାଙ୍କୁ ବହିଷ୍କୃତ କରିଥିଲା । ବିଜେଡିରୁ!-->…
ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ।
ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ ହୋଇନଥିଲେ ମଧ୍ୟ ବାୟୋମେଟ୍ରିକ ପଦ୍ଧତିରେ ଆଧାର ପ୍ରମାଣୀକରଣ କରାଯାଇପାରିବ ବୋଲି!-->…
ରାଜ୍ୟସଭାରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର
ରାଜ୍ୟସଭାରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସାଂସଦ ପଦରୁ ଇସ୍ତଫା ଦେବାର ମାତ୍ର କିଛି ସମୟ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର!-->…
ଅଗ୍ନିପଥ ଯୋଜନାରେ ଆସିବ ପରିବର୍ତ୍ତନ
ଭାରତୀୟ ସେନାରେ ନିଯୁକ୍ତି ନେଇ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନାର ହେବ ପରିବର୍ତ୍ତନ। ଆଗକୁ ଏହି ଯୋଜନାରେ କିଛି ପରିବର୍ତ୍ତନ ହେବା ନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ୫୦ପ୍ରତିଶତ ଅଗ୍ନିବୀରଙ୍କୁ ନିୟମିତ ସୈନିକ ଭାବେ ନିଯୁକ୍ତି ଦେବାକୁ ସୁପାରିଶ କରାଯାଇଛି। ଏହାସହ!-->…
ଟିଫିନରେ ଆମିଷ ଆଣିଥିଲେ ବୋଲି ଛାତ୍ରଙ୍କୁ ସ୍କୁଲରୁ ବାହାର କରିଦେଲେ ପ୍ରିନ୍ସିପାଲ
ଉତ୍ତରପ୍ରଦେଶର ଆମରୋହା ସ୍ଥିତ ଏକ ଘରୋଇ ବିଦ୍ୟାଳୟର ପ୍ରିନ୍ସିପାଲ୍ ଜଣେ ଛାତ୍ରଙ୍କୁ ତାଙ୍କର ଟିଫିନ୍ ବକ୍ସ ପାଇଁ ସ୍କୁଲରୁ ବାହାର କରିଦେବା ଘଟଣା ଏବେ ଖବରରେ ।ତେବେ ଭାଇରାଲ୍ ଭିଡ଼ିଓରେ ଶୁଣିବାକୁ ମିଳୁଛି ଯେ, ପ୍ରିନ୍ସିପାଲ ଛାତ୍ରଙ୍କ ମାଆଙ୍କୁ କହୁଛନ୍ତି- "ଆପଣଙ୍କ ପୁଅ ଅନ୍ୟ!-->…
ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍ କରନ୍ତୁ
ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରିପାରିବେ। ଏହା ସମ୍ପୂର୍ଣ୍ଣ ନିଃଶୁଳ୍କ ଅଟେ, ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍ କରି ଜଣାଇବା ପାଇଁ!-->…