Browsing Category

ଆଜିର ଖବର

ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍‌ କରନ୍ତୁ

ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍‌ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରିପାରିବେ। ଏହା ସମ୍ପୂର୍ଣ୍ଣ ନିଃଶୁଳ୍କ ଅଟେ, ଯଦି କିଏ ପଇସା ମାଗନ୍ତି ତା’ହେଲେ ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ୍‌ କରି ଜଣାଇବା ପାଇଁ

ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗଡିବ ସଚେତନତା ରଥ।

ସୁଭଦ୍ରା ଯୋଜନା ସଂପର୍କିତ ସୂଚନା ପାଇଁ ଆଜିଠୁ ଗଡ଼ିବ ସଚେତନତା ରଥ। ସୁଭଦ୍ରା ଯୋଜନାର କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା |୧୭ ତାରିଖରେ ସୁଭଦ୍ରା ଯୋଜନା ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ

ପୁଲିସ SIଙ୍କ କ୍ୱାର୍ଟର୍ସରେ କଳାକନା ବୁଲାଇଦେଲେ ଚୋର

ଭୁବନେଶ୍ୱରରେ କମିଶନରେଟ୍‌ ପୋଲିସକୁ ଚୋରମାନେ ଖୋଲା ଚ୍ୟାଲେଞ୍ଜ ଦେଇ ଗୁରୁବାର ସ୍ପଷ୍ଟ ଦିବାଲୋକରେ ଚୋରି କରିଛନ୍ତି। ଏହି ଚୋରି ଜଣେ ସାଧାରଣ ଲୋକଙ୍କ ଘରୁ ନୁହେଁ। ବରଂ ଚୋରି ହୋଇଛି, ଜନସାଧାରଣଙ୍କୁ ସୁରକ୍ଷା ଯୋଗାଉଥିବା ଜଣେ ପୋଲିସ ଏସ୍‌ଆଇଙ୍କ ଘରୁ।ଘରର ତାଲା ଭାଙ୍ଗି ଭିତରେ ପଶିଥିଲେ

ଆଧାରରେ ମୋବାଇଲ୍ ଲିଙ୍କ ଜରୁରୀ ନୁହେଁ

ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ ହୋଇନଥିଲେ ମଧ୍ୟ ବାୟୋମେଟ୍ରିକ ପଦ୍ଧତିରେ ଆଧାର ପ୍ରମାଣୀକରଣ କରାଯାଇପାରିବ ବୋଲି

ଭିଜିଲାନ୍ସ ଜାଲରେ ଜେଲ ସୁପରିଟେଣ୍ଡେଣ୍ଟ

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିନଟେଣ୍ଡେଂଟ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ରେଡ କରୁଛି ଭିଜିଲାନ୍ସ। କେନ୍ଦୁଝର ଅଫିସ ସହ ସରକାରୀ ବାସଭବନ, ଲକ୍ଷ୍ମୀସାଗରରେ ଥିବା ନିଜ ବାସଭବନ ଓ ଶ୍ୱଶୁର ଘର, ଜାଗମରା ବାସଭବନ,

୮ ତାରିଖରେ ହିଁ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ । 

ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ୮ତାରିଖ୍‌ରେ ସମ୍ବଲପୁର ଗସ୍ତରେ ଯାଇ ପ୍ରଥମେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରିବେ। ପରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବେ।

ରାଜ୍ୟରେ ୯ ତାରିଖ ଯାଏଁ ବର୍ଷା 

ଏଥର ଭିଜା ଭିଜା ଗଣେଶ ପୂଜା। ରାଜ୍ୟରେ ସମସ୍ତ ସ୍ଥାନରେ ଅଗ୍ର ପୂଜ୍ୟ ପ୍ରଭୁ ଗଣେଶଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ଏଥର ଗଣେଶ ପୂଜାରେ ବର୍ଷା ସମ୍ଭାବନା ଥିବାରୁ ପୂଜା ଫିକା ପଡିପାରେ ବୋଲି ଆଶଙ୍କା କରାଯାଉଛି। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର

ଆଜି ପବିତ୍ର ଗୁରୁ ଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ ।

ଆଜି ପବିତ୍ର ଗୁରୁ ଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମନେ ପକାଉଛି ସାରା ଦେଶ । ଏନେଇ ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଶେଷ ଆୟୋଜନ କରାଯାଉଛି । ଗୁରୁ ଦିବସ ମଧ୍ୟ ଆମ ଦେଶରେ ଏକ ବଡ ପର୍ବ ଭାବେ ପାଳନ କରାଯାଏ । ଏହି ଦିନ ଡକ୍ଟର ସର୍ବପଲ୍ଲୀ

ମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ୮ତାରିଖ୍‌ରେ ସମ୍ବଲପୁର ଗସ୍ତରେ ଯାଇ ପ୍ରଥମେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରିବେ। ପରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବେ।

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।କଳାହାଣ୍ଡି ଜିଲାର

ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ

ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ,

ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ, ସେମାନେ ପୁରା ସମାଜର ଭବିଷ୍ୟତ ନିର୍ମାଣ କରନ୍ତି। ସେମାନେ ସମାଜର ମାର୍ଗଦର୍ଶକ ବୋଲି ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ@Mohan Charan Majhi ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ