Browsing Category

ଆଜିର ଖବର

ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ

ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ,

ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି ନାହିଁ, ସେମାନେ ପୁରା ସମାଜର ଭବିଷ୍ୟତ ନିର୍ମାଣ କରନ୍ତି। ସେମାନେ ସମାଜର ମାର୍ଗଦର୍ଶକ ବୋଲି ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ@Mohan Charan Majhi ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ

ବର୍ଷାରେ ଭିଜିବ ଗଣେଶ ପୂଜା !

ଏଥର ଭିଜା ଭିଜା ଗଣେଶ ପୂଜା। ରାଜ୍ୟରେ ସମସ୍ତ ସ୍ଥାନରେ ଅଗ୍ର ପୂଜ୍ୟ ପ୍ରଭୁ ଗଣେଶଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ଏଥର ଗଣେଶ ପୂଜାରେ ବର୍ଷା ସମ୍ଭାବନା ଥିବାରୁ ପୂଜା ଫିକା ପଡିପାରେ ବୋଲି ଆଶଙ୍କା କରାଯାଉଛି। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର

ରାଜ୍ୟରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍

ରାଜ୍ୟରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ହେବ । ଏ ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି । ୨୦୨୪-୨୫ ସୁଦ୍ଧା ୫୮୫ ଚେକ୍‌ ଡ୍ୟାମ୍ ନିର୍ମାଣ କାମ ଶେଷ ହେବ । ଜଳ ପୁନରୁଦ୍ଧାର ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି । ଏହା ସହିତ

 ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। 

ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ

ଦୀର୍ଘବର୍ଷ ଧରି ଦୁର୍ନୀତି ବିରୋଧରେ ଅଭିଯୋଗ କରି ଆସୁଥିଲେ

ଦୀର୍ଘବର୍ଷ ଧରି ଦୁର୍ନୀତି ବିରୋଧରେ ଅଭିଯୋଗ କରି ଆସୁଥିଲେ ହେଁ ତାଙ୍କୁ ଅଣଦେଖା କରାଯାଉଥିଲା। ଶେଷରେ ଅଭିଯୋଗକାରୀ ଅଭିଯୋଗର ଦସ୍ତାବିଜ୍‌କୁ ମାଳା କରି ବେକରେ ପିନ୍ଧି ତଳେ ଗଡ଼ିଗଡ଼ି ଜିଲାପାଳଙ୍କ ଅଫିସରେ ପହଞ୍ଚିଲେ। ଏଭଳି ଦୃଶ୍ୟର ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ

 ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା ।

ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା । ୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଛି । ଆଉ ଆହତ ହୋଇଛନ୍ତି ୧୦ ହଜାର ୪୧୯ ଜଣ ବୋଲି ବିଧାନସଭାରେ ଉତ୍ତରେ ଦେଇଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେହିପରି ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ଗତ ୫ ବର୍ଷ

ବିଧାନସଭାରେ ‘ରେଭେନ୍ସା’ ଝଡ଼  ।

ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ।ତେବେ ସେ ରେଭେନ୍ସା ପ୍ରସଙ୍ଗ ଉଠାଇ ମୋହନ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି

ଏସସି, ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ଆସିବ ‘ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଆଗରେ

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।ମନ୍ତ୍ରୀ କହିଲେ, ଯେଉଁ ରାଜ୍ୟରେ ଖଣିଜ ପଦାର୍ଥ ବେଶୀ ଥାଏ ସେଠି

ଚନ୍ଦାହାଣ୍ଡି ରେ ଷଷ୍ଠତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ଚନ୍ଦାହାଣ୍ଡି ତା 04.09( ପୀତାମ୍ବର ସୋରୀ) ବହୁ ଦିନ ପରେ ଆଜି ଚନ୍ଦାହାଣ୍ଡି ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଷଷ୍ଠତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ପୂଜାରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାଂସଦ ପ୍ରତିନିଧି ରୂପେ

ନିୟନ୍ତ୍ରଣରେ ନାହିଁ ପିଆଜ, ରସୁଣ ଓ ପନିପରିବା ଦର

କିଛିଦିନ ତଳେ ଆଳୁ ଦର ବୃଦ୍ଧିକୁ ନେଇ ରାଜ୍ୟବାସୀ ମୁଣ୍ଡରେ ହାତ ଦେଇଥିଲେ। ଖାଉଟିଙ୍କ ଅସନ୍ତୋଷ ପରେ ରାଜ୍ୟ ସରକାର ଦର ନିୟନ୍ତ୍ରଣକୁ ଆଣିବା ଲାଗି ନାନା କଟକଣା ଓ ପଦକ୍ଷେପ ନେଇଥିଲେ। ଫଳରେ ଆଳୁ କେ.ଜି. ୬୦ରୁ ଏବେ ୩୫ ତଳକୁ ଖସିଛି। ହେଲେ ଏବେ ପିଆଜ, ରସୁଣ ଦର ନିୟନ୍ତ୍ରଣ ବାହାରକୁ