Browsing Category

ଆଜିର ଖବର

ଝୋଟ ବ୍ୟାଗ୍ ବଣ୍ଟନ ନେଇ ତଦନ୍ତ ଚାଲିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ପୂର୍ବ ସରକାର ସମୟରେ ଝୋଟ ବ୍ୟାଗ ବଣ୍ଟନ କରଯାଇଥିଲା । ଏ ବାବଦରେ କେତେ ଟଙ୍କା ଖର୍ଚ୍ଚ କରାଯାଇଥିଲା । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଝୋଟ ବ୍ୟାଗ ବଣ୍ଟନ କରିବା ସହିତ ପରିବାର ପିଛା ୧୦୦୦ ଟଙ୍କା ବଣ୍ଟନ କରଥିଲେ ତତ୍କାଳୀନ ସରକାର । ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ

ଓଡିଶାରୁ ପ୍ରଥମ ଥର ପାଇଁ କାର୍ଗୋ ବିମାନରେ ଦୁବାଇ ଗଲା ଡ୍ରାଗନ୍‌ ଫ୍ରୁଟ୍‌ ।

ଦୁବାଇ ଗଲା ଡ୍ରାଗନ୍‌ ଫ୍ରୁଟ୍‌ । ଓଡିଶାରୁ ପ୍ରଥମ ଥର ପାଇଁ କାର୍ଗୋ ବିମାନରେ ଦୁବାଇ ଗଲା ଡ୍ରାଗନ୍‌ ଫ୍ରୁଟ୍‌ । ବିଦେଶକୁ ରପ୍ତାନୀ ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିଥିଲେ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ବଲାଙ୍ଗୀର ଓ ପାଟଣାଗଡ଼ ଚାଷ ଜମିରୁ

ସୁଭଦ୍ରା ଯୋଜନା ସମ୍ପର୍କରେ ସୁଭଦ୍ରାକୁ ଅଡୁଆ କରିଛି ମୋବାଇଲ୍‌ ନମ୍ବର ସଂଯୁକ୍ତ ଆଧାର ସର୍ତ୍ତ

ଭୁବନେଶ୍ୱର :: ଓଡିଶା ସରକାର ଙ୍କ ସୁଭଦ୍ରା ଯୋଜନା ସମ୍ପର୍କରେ ସୁଭଦ୍ରାକୁ ଅଡୁଆ କରିଛି ମୋବାଇଲ୍‌ ନମ୍ବର ସଂଯୁକ୍ତ ଆଧାର ସର୍ତ୍ତ, ବିଭିନ୍ନ ସ୍ଥାନରୁ ଆସୁଛି ଠେଲାପେଲା ଓ ଦଳାଚକଟା ଖବର‘ସୁଭଦ୍ରା’ ଯୋଜନା ଆବେଦନ ପାଇଁ ମହିଳାଙ୍କ ମଧ୍ୟରେ ଆରମ୍ଭ ହୋଇଛି ପ୍ରତିଯୋଗିତା। ଜନସେବା କେନ୍ଦ୍ର,

ଏଣିକି ସବୁ ଜିଲା ବୁଲିବେ ସଚିବ। 

ରାଜ୍ୟରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ସମୀକ୍ଷା ସହ ସମସ୍ୟା ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଏଣିକି ସଚିବମାନେ ବିଭିନ୍ନ ଜିଲ୍ଲା ଗସ୍ତ କରିବେ। ଏ ନେଇ ବୁଧବାର ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।ଏହି ଗସ୍ତ ସମୟରେ

ରେଭେନ୍ଶାରେ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଏହାପରେ ରେଭେନ୍ସାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ନାଁ ପରିବର୍ତ୍ତନକୁ ବିରରୋଧ କରି ହଙ୍ଗାମା ହୋଇଥିବା ନେଇ ସୂଚନା ମିଳିଛି । ଗତ ଦିନରେ ସ୍ୱାୟତ୍ତ ଶାସନ ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ଶା

OCAC ଠାରେ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ ହୋଇଛି ।

ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । OCAC ଠାରେ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ ହୋଇଛି । ଉଦ୍‌ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାହା ଫଳରେ ସନ୍ଦେହ ଦୂର କରିପାରିବେ ଲୋକେ । ୧୪୬୭୮ ଟ୍ରୋଲ୍ ଫ୍ରି ନମ୍ୱରରେ କଲ୍ କରି ମହିଳାମାନେ ସେମାନଙ୍କର ସମସ୍ୟା ଜଣାଇପାରିବେ

ଐତିହାସିକ କଟକ ବାଲିଯାତ୍ରା ପାଇଁ ସମୟ ଘୋଷଣା 

ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ୨୨ ତାରିଖରେ ଶେଷ ହେବ। ୮ ଦିନ ପାଇଁ ଏହି ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ପ୍ରଥମ ଥର ବାଲିଯାତ୍ରା

ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ନିଷ୍ପତ୍ତି ଅନୁସାରେ ବିଜେଡିର ଶାସନ କାଳରେ ଗଠିତ ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ବିଜେପି

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ସ୍ଥାନ ନିରୁପଣ କରାଯାଇଥିବ ଆଜି ଅପରାହ୍ନରୁ ସେଠାରେ ଫର୍ମ ସଂଗ୍ରହ କରାଯିବ । ଏହା ସମ୍ପୂର୍ଣ୍ଣ

ନୂଆଁଖାଇ ପାଇଁ ସ୍କୁଲ,ସରକାରୀ ଓ ବେସରକାରୀ ଅନୁଷ୍ଠାନ ଛୁଟି

ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସୁଭଦ୍ରା କଲ୍ ସେଣ୍ଟରର ଶୁଭାରମ୍ଭ

ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । OCAC ଠାରେ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ ହୋଇଛି । ଉଦ୍‌ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାହା ଫଳରେ ସନ୍ଦେହ ଦୂର କରିପାରିବେ ଲୋକେ । ୧୪୬୭୮ ଟ୍ରୋଲ୍ ଫ୍ରି ନମ୍ୱରରେ କଲ୍ କରି ମହିଳାମାନେ ସେମାନଙ୍କର ସମସ୍ୟା ଜଣାଇପାରିବେ ।