Browsing Category

ଆଜିର ଖବର

 ପୂର୍ବ ବିଧାୟକଙ୍କ ପେନସନ୍, ବର୍ତ୍ତମାନ ବିଧାୟକଙ୍କ ଭତ୍ତା ବଢାଇବାକୁ ଦାବି ।

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି । ବିଧାନସଭାରେ ବୁଧବାର ପ୍ରଶ୍ନକାଳରେ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରସଙ୍ଗ ଉଠାଇଛନ୍ତି। ତାଙ୍କ କହିବା ମୁତାବକ, ପୂର୍ବତନ ବିଧାୟକମାନେ ବହୁତ କମ୍ ପେନସନ୍ ପାଉଛନ୍ତି, ତେଣୁ ସେମାନଙ୍କ ପେନସନ୍

 ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। 

ରାଜ୍ୟରେ ପୂର୍ବ ସରକାର ସମୟରେ ଝୋଟ ବ୍ୟାଗ ବଣ୍ଟନ କରଯାଇଥିଲା । ଏ ବାବଦରେ କେତେ ଟଙ୍କା ଖର୍ଚ୍ଚ କରାଯାଇଥିଲା । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଝୋଟ ବ୍ୟାଗ ବଣ୍ଟନ କରିବା ସହିତ ପରିବାର ପିଛା ୧୦୦୦ ଟଙ୍କା ବଣ୍ଟନ କରଥିଲେ ତତ୍କାଳୀନ ସରକାର । ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ ।

ପାନାବେଡ଼ା ମହାବିଦ୍ୟାଳୟରେ ମା ପାଇଁ ଗଛଟିଏ ଉଦଯାପନୀ ଉତ୍ସବ

ଚନ୍ଦାହାଣ୍ଡି- ତା 03.09 (ପୀତାମ୍ବର ସୋରୀ) ପାନାବେଡ଼ା ମହାବିଦ୍ୟାଳୟରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି l ପାନାବେଡ଼ା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଦ୍ଵାରିକାନାଥ ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ବିଜେପି

ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ।

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ସ୍ଥାନ ନିରୁପଣ କରାଯାଇଥିବ ଆଜି ଅପରାହ୍ନରୁ ସେଠାରେ ଫର୍ମ ସଂଗ୍ରହ କରାଯିବ । ଏହା ସମ୍ପୂର୍ଣ୍ଣ

ବିଧାନସଭାରେ ଉଠିଲା ବ୍ଲାକରୋଜ ବୁଡିବା ପ୍ରସଙ୍ଗ

ମଙ୍ଗଳବାର ବିଧାନସଭାରେ ‘ବ୍ଲାକ ରୋଜ୍’ ପ୍ରସଙ୍ଗ ଉଠାଇଛନ୍ତି ଜଗତସିଂହପୁର ବିଜେପି ବିଧାୟକ ଅମରେନ୍ଦ୍ର ଦାସ ।ଖଣି ବିଭାଗ ଖର୍ଚ୍ଚ ଦାବି ସମୟରେ ବିବୃତି ରଖିବା ବେଳେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ କରିଥିଲେ ଯେ, ପାରାଦୀପରେ ବୁଡିଥିବା ବ୍ଲାକ ରୋଜ ଜାହାଜ କାହାର? କାହାର

ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟି ଉପରେ ବୁଲଡୋଜର ଚାଲିଛି

ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି। ବେଆଇନ ମଦ କାରବାର ନେଇ

ରାଜ୍ୟ ସରକାର ୬ ଜଣ ଓଡିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ନୂତନ ଉପଜିଲ୍ଲାପାଳ ଭାବେ ନିଯୁକ୍ତି 

ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଯେଭଳି ବଣାଇ, ଆଠଗଡ଼, ପଦମପୁର, ଜୟପୁର, ତାଳଚେର ଓ ରାଇରଙ୍ଗପୁରଠାରେ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି।

ମଙ୍ଗୋଲିଆ ଉପରେ ସାରା ବିଶ୍ବର ନଜର

ବନ୍ଧା ହେବେ ଋଷ୍ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନ୍ ? ମଙ୍ଗୋଲିଆରେ ତାଙ୍କୁ ମଙ୍ଗଳବାର ଗିରଫ କରାଯାଇପାରେ । ବିଜୟ ଦିବସ ପୂର୍ତ୍ତି ଅବସରରେ ଋଷ୍ ରାଷ୍ଟ୍ରପତି ମଙ୍ଗୋଲିଆରେ ପହଞ୍ଚିଛନ୍ତି । ମୋଙ୍ଗୋଲିଆ ରୁଷିଆର ପଡୋଶୀ ଦେଶ, ପୁଟିନ ସୋମବାର ସାରେ ମୋଙ୍ଗୋଲିଆର ରାଜଧାନୀ ଉଲାନବାଟରରେ

ରାଜ୍ୟରେ ସ୍ବାସ୍ଥ୍ୟବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି।

ରାଜ୍ୟରେ ସ୍ବାସ୍ଥ୍ୟବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଏହି ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିତ ଭାବେ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ମିଳିବ। ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଇ

ଛତିଶଗଡ଼ ସୀମାରେ ହାଇଆଲର୍ଟ, ଓଡ଼ିଶାମୁହାଁ ମାଓବାଦୀ

ନକ୍ସଲ ପ୍ରସଙ୍ଗ ନେଇ ପୁଲିସ୍ ଡିଜି ୱାଇବି ଖୁରାନିଆଙ୍କ ବଡ଼ ମନ୍ତବ୍ୟ ଆସିଛି। ସେ କହିଛନ୍ତି ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲ ମୂଳ ପୋଛ ହେବେ। ନକ୍ସଲ ପ୍ରସଙ୍ଗ ନେଇ ବୈଠକ ପରେ ପୁଲିସ୍ ଡିଜିଙ୍କ ଏଭଳି ପ୍ରତିକ୍ରିୟା ଆସିଛି। ପୋଲିସ ଡିଜି ୱାଇ ବି ଖୁରାନିଆ କହିଛନ୍ତି, “ଆଶା କରୁଛୁ

ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ

ରାଜ୍ୟରେ ଖୁବ୍‌ ଶୀଘ୍ର ଲାଗୁ ହେବ ପେସା ଆଇନ । ଗୃହରେ ଏ ନେଇ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ଆଦିବାସୀ ଅଞ୍ଚଳର ସରପଞ୍ଚ ମାନଙ୍କୁ ଯେଉଁ ୨୨ଟି କ୍ଷେତ୍ରରେ କ୍ଷମତା ଦିଆଯାଇଛି, ତାହା ଏବେ ବି ବଳବତ୍ତର ଅଛି । ଆମ ସରକାର ପେସା ଆଇନ ଆଣିବ । ୧୦୦% କ୍ଷମତା ପାଇବେ