Browsing Category

ଆଜିର ଖବର

ଗିରଫ ହେବେ ପୁଟିନ?

ବନ୍ଧା ହେବେ ଋଷ୍ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନ୍ ? ମଙ୍ଗୋଲିଆରେ ତାଙ୍କୁ ମଙ୍ଗଳବାର ଗିରଫ କରାଯାଇପାରେ । ବିଜୟ ଦିବସ ପୂର୍ତ୍ତି ଅବସରରେ ଋଷ୍ ରାଷ୍ଟ୍ରପତି ମଙ୍ଗୋଲିଆରେ ପହଞ୍ଚିଛନ୍ତି । ମୋଙ୍ଗୋଲିଆ ରୁଷିଆର ପଡୋଶୀ ଦେଶ, ପୁଟିନ ସୋମବାର ସାରେ ମୋଙ୍ଗୋଲିଆର ରାଜଧାନୀ ଉଲାନବାଟରରେ

ସାତଭାୟା ସମୁଦ୍ର କୂଳରେ ଲାଗିଲା ଅଜଣା କଣ୍ଟେନର

ରାଜନଗର ବ୍ଲକ ସାତଭାୟା ସମୁଦ୍ର କୂଳରେ ଲାଗିଛି ଦୁଇ ଦୁଇଟି ବିରାଟକାୟ କଣ୍ଟେନର । କୌଣସି ଏକ ଜାହାଜରୁ ଏହି କଣ୍ଟେନର ଖସି ପଡ଼ି ଭାସିଆସିଥିବା ସନ୍ଦେହ କରାଯାଉଥିବାବେଳେ କଣ୍ଟେନରରେ ସମସ୍ତ ଜିନିଷ ଥିବା ଜଣାପଡ଼ିଛି। ଏଥିରେ ପ୍ରସାଧାନ ସାମଗ୍ରୀଠୁ ଆରମ୍ଭ କରି ଘରକରଣା, ରୋଷେଇ ଓ ଖାଦ୍ୟ

ସ୍ଲିପର୍ ବନ୍ଦେ ଭାରତ ଟ୍ରେନ ଲଞ୍ଚ କରିବାକୁ ଯୋଜନା

ଦେଶରେ ‘ବନ୍ଦେଭାରତ’ ଟ୍ରେନ ଗଡିବା ପରଠାରୁ ଯାତ୍ରୀଙ୍କୁ ୱାର୍ଲଡ କ୍ଲାସ୍ ରେଳ ସୁବିଧା ଅନୁଭବ ହେଉଛି। ଯିଏ ବି ଏହି ଟ୍ରେନରେ ଯାତ୍ରା କରୁଛି ଏହାର ପ୍ରଶଂସା ନ କରି ରହିପାରିନି।କିନ୍ତୁ ବର୍ତ୍ତମାନ ଭାରତୀୟ ରେଳବାଇ ସ୍ଲିପର୍ ବନ୍ଦେ ଭାରତ ଟ୍ରେନ ଲଞ୍ଚ କରିବାକୁ ଯୋଜନା କରୁଛି ଏବଂ ଏହା

ଗଞ୍ଜେଇ ଚାଲଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ : ଦୁଇ ଗିରଫ

କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକ ଠାରେ ଏକ ବାଇକ ନଂ.ଓଡି-୦୩-ୱାଇ- ୪୪୬୪ ଯୋଗେ ଗଞ୍ଜେଇ ଚାଲଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ

ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା।

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ସେହି ହତ୍ୟା ଘଟଣାରେ ମୋଟ୍

ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ଯୁବତୀମାନଙ୍କୁ ପ୍ରେମ ଜାଲରେ ଫସାଇ

ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ଯୁବତୀମାନଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରୁଥିଲେ। ଶାରୀରିକ ସମ୍ପର୍କ ରଖିବା ସହ ସେମାନଙ୍କଠାରୁ ଟଙ୍କା ଠକି ନେଉଥିଲେ। ଖଣ୍ଡଗିରି ପୋଲିସ ଏଭଳି ଜଣେ ନକଲି ପୋଲିସ ଅଫିସରଙ୍କୁ ଗିରଫ କରିଛି । ତାର ନାଁ ସୁବାସ ଚନ୍ଦ୍ର କହଁର । ଘର ଭଦ୍ରକ । ସେ ନିଜକୁ

ଖୋଲିଲା ସୁଭଦ୍ରା ପୋର୍ଟାଲ୍,ମିଳିବ ସମସ୍ତ ସୂଚନା

ଖୋଲିଲା ସୁଭଦ୍ରା ପୋର୍ଟାଲ୍। www.subhadra.odisha.gov.in ୱେବ ପୋର୍ଟାଲରୁ ମିଳିବ ସୁଭଦ୍ରା ଯୋଜନାର ସବୁ ତଥ୍ୟ। ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏହି ପୋର୍ଟାଲର କରିଛନ୍ତି ଶୁଭାରମ୍ଭ। ଏହି ପୋର୍ଟାଲ୍ ଛଡା ଆଉ କୌଣସି ନକଲି ୱେବସାଇଟ ଦ୍ବାରା

 କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ 

କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିରେ କୃଷି କ୍ଷେତ୍ର ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନ୍ତର୍ଭୁକ୍ତ । କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତ, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି

ବିଜେପି ର ସଦସ୍ୟତା ଅଭିଯାନ କର୍ମଶାଳା

ଗଣିଆ -ଭାରତୀୟ ଜନତା ପାର୍ଟି ମଣ୍ଡଳ ସ୍ତରୀୟ ସଦସ୍ୟତା ଅଭିଯାନ ଗଣିଆ ବିଜେପି କର୍ମକର୍ତାଙ୍କୁ ନେଇ ସୋମବାର ପୂର୍ବlହ୍ନ ସମୟରେ ରାଧାମାଧବ ଯୁବକସଂଘ ପତଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି l ଗଣିଆ ମଣ୍ଡଳ ସଭାପତି ପ୍ରଫୁଲ୍ଲ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ପୂର୍ବତନ ବିଧାୟକ ତଥା

ନବୀନ ପଟ୍ଟନାୟକଙ୍କ ଅଞ୍ଚଳରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ସେହି ହତ୍ୟା ଘଟଣାରେ ମୋଟ୍

ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି । ଏନେଇ ସୋମବାର

ଓଡିଶାରେ ହେବନି ହାଇକୋର୍ଟ ବେଞ୍ଚ

ରାଜ୍ୟରେ ହେବନି ହାଇକୋର୍ଟ ବେଞ୍ଚ। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟରେ ହାଇକୋର୍ଟ ବେଞ୍ଚ ହେବନି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ କହିଛନ୍ତି। ବିଧାନସଭାରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପ୍ରଶ୍ନ ଥିଲା ଯେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ