Browsing Category
ଆଜିର ଖବର
ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ
SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି।ଓଡ଼ିଶାରେ ଏସଆଇପିର ଚାହିଦା ବଢ଼ିଛି। ୧୦ ବର୍ଷରେ ୧୦ ଗୁଣା ଅଧିକ SIP ଇନଭେଷ୍ଟମେଣ୍ଟ ବୃଦ୍ଧି ପାଇଛି। ହେଲେ!-->…
ସୌମ୍ୟରଂଜନ ହତ୍ୟା ମାମଲା: ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ ପ୍ରକ୍ରିୟା ଶେଷ
ବାଲିଅନ୍ତାରେ GRP କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ। ଏନେଇ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ସିସିଟିଭି ଓ ଭିଡିଓ ଫୁଟେଜରୁ ମିଳିଛି ପ୍ରମାଣ। ଏବେ କ୍ରାଇମବ୍ରାଞ୍ଚ ଫୋକସରେ ଅଭିଯୁକ୍ତମାନଙ୍କ ଗିରଫଦାରୀ। କାହାକୁ!-->…
ମାଲକାନଗିରିରେ ତେଲ ପାଇଁ ଚାଲିଗଲା ଜୀବନ
ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ ଜଣେ ରୋଗୀଙ୍କ ଜୀବନ। ସୁଚନା ମୁତାବକ ମାଲକାନଗିରି ଜିଲ୍ଲା କୁସୁମପୁଟ ଗାଁର ବସନ୍ତ ଖିଲଙ୍କର ମୃତ୍ୟୁ ହୋଇଛି। ମୃତ ବସନ୍ତ ଆମ୍ବ!-->…
ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ।୫ ହଜାର ଦିଅ ବକେୟା ଦରମା କରାଇଦେବି
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ।ସ୍କୁଲର ନାଇଟ ୱାଚ ମ୍ୟାନକୁ ମଧ୍ୟ ଛାଡିଲେନି । କହିଲେ ୫ ହଜାର ଦିଅ ବକେୟା ଦରମା କରାଇଦେବି । ଆଉ ତାପରେ ଏହି ଅଭିଯୋଗରେ!-->…
ହାଇକୋର୍ଟକୁ ସାଇକେଲରେ ଆସିଲେ ୩ ବିଚାରପତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇନ୍ଧନ ସଞ୍ଚୟ କରିବା ଅପିଲ୍ର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ଓଡ଼ିଶା ହାଇକୋର୍ଟର ୩ ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ ଏକାଡେମୀ ନିକଟରୁ ହାଇକୋର୍ଟକୁ!-->…
ଖୁବଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ
ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ +୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଫଳାଫଳ ଘୋଷଣା ହେବା ପରେ, ଛାତ୍ରଛାତ୍ରୀମାନେ ନିଜର ମାର୍କସିଟ୍ ଅନ୍ଲାଇନରେ ଚେକ୍ କରିପାରିବେ । ଶିକ୍ଷା!-->…
ରାଜସ୍ଥାନରେ ଯୌନ କେଳେଙ୍କାରୀ, ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ
ରାଜସ୍ଥାନର ଯୋଧପୁର ସହରରେ ଏକ ଯୌନ କେଳେଙ୍କାରୀ ଘଟଣା ସାମନାକୁ ଆସିବା ପରେ ସ୍ଥାନୀୟ ପୁଲିସ ତତ୍ପରତା ପ୍ରକାଶ କରିଛି। ଦୁଇ ଭଉଣୀଙ୍କୁ ଗଣ ବଳାତ୍କାର ଓ ବ୍ଲାକ୍ମେଲ କରାଯାଇଥିବାବେଳେ ସେମାନେ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଏହି!-->…
ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍ । ସକାଳୁ ସକାଳୁ ବଡ଼ ଅଘଟଣ ଘଟିଛି । ବିହାରର ରୋହତାସ ଜିଲ୍ଲା ସାସାରାମ ରେଳ ଷ୍ଟେସନରେ ଆତଙ୍କ ଖେଳିଯାଇଛି । ଭାବୁଆ-ସାସାରାମ ଇଣ୍ଟରସିଟି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଛି । ଫଳରେ ଷ୍ଟେସନ୍ ପରିସରରେ ଆତଙ୍କ ଖେଳିଯାଇଛି । ଜୀବନ!-->…
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ ଭି.ଡି.ସତୀଶନ
ଆଜି ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ ରାଜ୍ୟର ୟୁଡିଏଫ ସରକାରଙ୍କ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ!-->…
ପୁନଃ ମୂଲ୍ୟାୟନ ଦେୟ କମାଇଲା CBSE
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷା ଫଳର ପୁନଃ ମୂଲ୍ୟାୟନ ସହ ପରୀକ୍ଷା ଖାତା ନକଲ ଓ ମାର୍କ ଯାଞ୍ଚ ପାଇଁ ଫି ହ୍ରାସ କରିଛି ସିବିଏସ୍ଇ । ରବିବାର ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର ଏକ ସାମ୍ବାଦିକ!-->…
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି । ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ!-->…
ପାନାବେଡା ସାହିତ୍ୟ ସଂସଦର ପ୍ରସ୍ତୁତି ବୈଠକ
ଚନ୍ଦାହାଣ୍ଡି - ତା ୧୭/୦୫ ପାନାବେଡା ସାହିତ୍ୟ ସଂସଦ ତରଫରୁ ଆଜି କଲ୍ୟାଣ ମଣ୍ଡପ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ସମ୍ବାଦ ସାହିତ୍ୟ ଘର ସଭାପତି ବିରଞ୍ଚି ନାରାୟଣ ଦାଶ ଙ୍କ ନେତୃତ୍ୱରେ ଆଜି ଅଞ୍ଚଳର ଅନେକ ସାହିତ୍ୟ ପ୍ରେମୀ, କବି ଲେଖକ ସାହିତ୍ୟିକ ମାନେ ଉପସ୍ଥିତ ରହି!-->…