Browsing Category
ଆଜିର ଖବର
ଏସ୍ଆଇ ପରୀକ୍ଷା ମହାଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଏସ୍ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।ବ୍ରହ୍ମପୁର ଜିଲା ଓ ସେସନ୍ସ ଜଜ କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ!-->…
ବଢିଲା ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ତାରିଖ
ବଢିଲା ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ତାରିଖ । ଐତିହାସିକ ବାଲିଯାତ୍ରା କଟକ ୨୦୨୫ରେ ଷ୍ଟଲ ବା ଦୋକାନ ଖୋଲିବା ପାଇଁ ପ୍ଲଟ ପଞ୍ଜୀକରଣ ତାରିଖ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । କର୍ଫ୍ୟୁ ପରିସ୍ଥିତି ଏବଂ ଇଣ୍ଟରନେଟ ବନ୍ଦ ରହିଥିବା ଅନେକ ବ୍ୟବସାୟୀ ପଞ୍ଜୀକରଣରୁ!-->…
କୋଣାର୍କରେ ଜଳିଗଲା ୩୦ ଇଭି ବାଇକ
କୋଣାର୍କ ମାଧିପୁର ଛକରେ ଏକ ଇ-ବାଇକ ସୋ’ ରୁମ ନିଆଁ ଲାଗି ଜଳିଯାଇଛି। ସୋ’ରୁମରେ ଗୋଟିଏ ବାଇକ ଚାର୍ଜ ସମୟରେ ବିସ୍ଫୋରଣ ହୋଇଥିଲା। ସଙ୍ଗେ ସଙ୍ଗେ ଅନ୍ୟ ବାଇକକୁ ନିଆଁ ବ୍ୟାପି ହୁତୁହୁତୁ ହୋଇ ଜଳିଥିଲା। ତେବେ ନିଆଁ ଲାଗିବା ସମୟରେ ସୋ’ ରୁମ ମାଲିକ ଓ କର୍ମଚାରୀ ଭୟରେ ବାହାରକୁ ଦୌଡି ପଳାଇ!-->…
ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ବୁଧବାର) ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର (NMIA) ର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଛନ୍ତି । ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ୧୯୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି । ଏହା ଭାରତର ସର୍ବବୃହତ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରକଳ୍ପ । ଏହି!-->…
ମ୍ୟୁଜିଅମରେ ପରିଣତ ହେବ ବିଶ୍ବକବି ରବିନ୍ଦ୍ରନାଥ ଟାଗୋରଙ୍କ ବାସଭବନ
ନୂଆ ରୁପରେ ଝଲସିବ ବିଶ୍ବକବି ରବିନ୍ଦ୍ରନାଥ ଟାଗୋରଙ୍କ ପୁରୀ ସ୍ଥିତ ବାସଭବନ। ଏଠାରେ ନୋବେଲ ବିଜେତା ରବୀନ୍ଦ୍ରନାଥ ଟାଗୋରଙ୍କ ବିରଳ ସ୍ମୃତି ଓ କୀର୍ତ୍ତିରାଜିକୁ ସୁରକ୍ଷା ଦେବା ପାଇଁ, "ପଥେର ପୁରୀ"କୁ ପୁନରୁଦ୍ଧାର କରାଯାଇ ମହାନ କବିଙ୍କ ସ୍ମୃତିରେ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଭାବେ!-->…
ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା
ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଏଥର ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ!-->…
ଲାଞ୍ଚ ନେଇ ଧରାପଡ଼ିଲେ କାର୍ଯ୍ୟନିର୍ବାହୀ ଅଧିକାରୀ
ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ଦରମା କରାଇ ଦେବା ପାଇଁ ଏହି ଲାଞ୍ଚ ନେଉଥିଲେ । ସୂଚନା ମୁତାବକ, ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ!-->…
ଗଗନଯାନରେ ମହାକାଶ ଯିବ ରୋବୋଟ୍ ‘ବ୍ୟୋମମିତ୍ର’
ଏକ ମାନବ ସଦୃଶ ବା ହ୍ୟୁମାନଏଡ୍ ରୋବୋଟ୍କୁ ମହାକାଶକୁ ପଠାଯିବ, ଯାହାର ନାମ 'ବ୍ୟୋମମିତ୍ର' (Vyom Mitra) ରଖାଯାଇଛି । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଗଗନଯାନ ମିଶନର ଅଂଶ ଭାବରେ ଏକ ମାନବହୀନ ରକେଟ୍ ଲଞ୍ଚ କରିବାକୁ ଯାଉଛି । ତେବେ ଏଥିରେ!-->…
ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି: ବିଜୟପାଲ ସିଂ ତୋମାର
ଆସନ୍ତାକାଲି ବସିବ ବିଜେପି କୋର କମିଟି ବୈଠକ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବୈଠକ। ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଦୁଇ ପ୍ରଭାରୀଙ୍କ ସହ କୋର କମିଟିର ସଦସ୍ୟମାନେ ଏଥିରେ ଉପସ୍ଥିତ ରହିବେ। ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷ ଏବଂ ରାଷ୍ଟ୍ରୀୟ!-->…
ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା କଲା କିଏ ? ମେରୁଦଣ୍ଡରୁ ବାହାରିଲା ୯ଏମ୍ଏମ୍ ଗୁଳି
ବ୍ରହ୍ମପୁରରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା କଲା କିଏ ? ହତ୍ୟାକାଣ୍ଡକୁ ନେଇ ଖୋଲୁଛି ରସହ୍ୟ , ହତ୍ୟାକାଣ୍ଡ ପଛରେ ସାର୍ପ ସୁଟର । ମେରୁଦଣ୍ଡରୁ ବାହାରିଲା ୯ଏମ୍ଏମ୍ ଗୁଳି । ସବୁସ୍ଥିତିକୁ ନଜରରେ ରଖି ହତ୍ୟାକାଣ୍ଡର ଯୋଜନା କରିଥିଲେ ଦୁର୍ବୃତ୍ତ । ମର୍ଡରର ୪୮!-->…
ଆଜି ଭାରତୀୟ ବାୟୁସେନା ଦିବସ
ଆଜି ୯୩ ତମ ଭାରତୀୟ ବାୟୁସେନା ଦିବସ ।ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଏ ଅବସରରେ ୱାର ମୋମରିଆଲରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ସିଡିଏସ ଅନୀଲ ଚୌହାନ ଓ ତିନି ସେନା ମୁଖ୍ୟ । ଏୟାରଫୋର୍ସ ଚିଫ ମାର୍ଶାଲ ଏପି ସିଂ, ସ୍ଥଳ ସେନା ମୁଖ୍ୟ ଜେନେରାଲ!-->…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଖୁସିଖବର: କନଫର୍ମ ଟ୍ରେନ୍ ଟିକେଟ୍ ତାରିଖ ପରିବର୍ତ୍ତନ କରିପାରିବେ ଯାତ୍ରୀ
ଯାତ୍ରା ଯୋଜନାରେ ଅନେକ ସମୟରେ ଅବାଞ୍ଛିତ ପରିବର୍ତ୍ତନ ଯୋଗୁ ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏ ବାବଦରେ ଯାତ୍ରୀ ଆର୍ଥତ୍କ କ୍ଷତି ସହିଥାନ୍ତି। ତେବେ ରେଲଓ୍ବେ ଆଣିଥିବା ନୂଆ ନିୟମରେ ଟିକେଟ ବୁକ୍ କରିଥିବା ଯାତ୍ରୀ ଯାତ୍ରା ତାରିଖ ବଦଳାଇବା ପାଇଁ ସୁଯୋଗ!-->…