Browsing Category
ଆଜିର ଖବର
ଓକିଲଙ୍କ ପୋଷାକରେ ହାଇକୋର୍ଟରେ ନଜର ଆସିଲେ ମମତା
ପଶ୍ଚିମବଙ୍ଗ ରାଜନୀତିରେ ମମତା ବାନାର୍ଜୀ ତାଙ୍କ ଅନନ୍ୟ ଶୈଳୀ ପାଇଁ ଚର୍ଚ୍ଚାରେ ରହିଥାନ୍ତି । ବିଧାନସଭା ନିର୍ବାଚନରେ ହାରିବା ପରେ, ସେ ନିରାଶ ହୋଇଥିଲେ । ଆଜି ତାଙ୍କୁ ଏକ ନିଆରା ରୂପରେ ଦେଖିବାକୁ ମିଳିଛି । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ହାଇକୋର୍ଟରେ!-->…
ପୋଲିସ ଡିଜିଙ୍କ ନିର୍ଦ୍ଦେଶ ଜାରି : ଅମଲା କାମରୁ ହଟିବେ ସୁରକ୍ଷାକର୍ମୀ
ଅମଲା କାମରୁ ହଟିବେ ସୁରକ୍ଷାକର୍ମୀ। ପୋଲିସ ମୁଖ୍ୟାଳୟରୁ ଆରମ୍ଭ କରି ବିଭିନ୍ନ ୟୁନିଟରେ ଅମଲା କାମରେ ନିୟୋଜିତ ଥିବା ସିପାହୀମାନେ ହଟିବେ। ଏ ନେଇ ପୋଲିସ ଡିଜି ନିର୍ଦ୍ଦେଶ ଜାରି କରିଛନ୍ତି। ଆର୍ମଡ ବାଟାଲିୟନରୁ ଦୀର୍ଘ ଦିନ ଧରି ଡେପୁଟେସନରେ ଆସିଥିବା ସିପାହୀଙ୍କୁ ଆସନ୍ତା ୩୧ ତାରିଖ!-->…
ହର୍ମୁଜରେ ବୁଡ଼ିଲା ଭାରତୀୟ ଜାହାଜ,କଣ କହିଲା ଭାରତ ?
ଓମାନ ଉପକୂଳ ନିକଟରେ ଏକ ଭାରତୀୟ ଜାହାଜ ଉପରେ ହୋଇଥିବା ମିସାଇଲ ଆକ୍ରମଣକୁ ନେଇ ଭାରତ କଡ଼ା ଅସନ୍ତୋଷ ପ୍ରକାଶ କରିଛି। ବୈଦେଶିକ ମନ୍ତ୍ରାଳୟ ଏହି ଘଟଣାକୁ ଅଗ୍ରହଣୀୟ ବୋଲି କହିବା ସହ ଆନ୍ତର୍ଜାତୀୟ ସାମୁଦ୍ରିକ ବ୍ୟାପାର ଏବଂ ସାଧାରଣ ନାବିକମାନଙ୍କୁ ଟାର୍ଗେଟ୍ କରିବା କୌଣସି ପରିସ୍ଥିତିରେ!-->…
୧୮ ତାରିଖ ଯାଏଁ କାଳବୈଶାଖୀ ବର୍ଷା ଲାଗି ରହିବ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବିଜୁଳି ଘଡଘଡି ବର୍ଷା ହେବାକୁ ଥିବା ବେଳେ ୭ ଜିଲ୍ଲା, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲ୍ଲାକୁ!-->…
ରାଜ୍ୟରେ ଦିନେ ଦୁଇ ଦିନ ଭିତରେ ଯାତ୍ରୀବାହୀ ବସସେବା ସଂପୂର୍ଣ୍ଣ ଠପ ହୋଇଯିବ
ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ଯାହାକୁ ନେଇ ବେଶୀ ଚିନ୍ତାରେ ପଡିଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ସାରା ରାଜ୍ୟରେ ତେଲର ଉତ୍କଟ ସମସ୍ୟା ଦେଖାଦେଇଛି । ଏଥିପାଇଁ ବାଧ୍ୟ ହୋଇ ଘରୋଇ ବସ ଚଳାଚଳ ବନ୍ଦ କରିବ ସଙ୍ଘ । ରାଜ୍ୟ ଘରୋଇ ବସ ମାଲିକ!-->…
ଜୁଲାଇ ୧ରୁ ଓଡିଶାରେ ଏସଆଇଆର
ଜୁଲାଇ ୧ରୁ ଓଡିଶାରେ ଏସଆଇଆର । ଓଡିଶା ସମେତ ୧୬ ରାଜ୍ୟରେ ହେବ ଏସଆଇଆର । ୩ କେନ୍ଦ୍ରଶାସିତ ଅଞ୍ଚଳରେ ମଧ୍ୟ ଜୁଲାଇ ୧ରୁ ଏସଆଇଆର ।। ନିର୍ବାଚନ କମିଶନ କହିଛନ୍ତି ଯେ ଦୁଇଟି ପ୍ରକ୍ରିୟା ମଧ୍ୟରେ ସମନ୍ବୟ ସୁନିଶ୍ଚିତ କରିବା ପାଇଁ ଜନଗଣନା ଅଧୀନରେ ଚାଲିଥିବା ଘର ତାଲିକା ପ୍ରକ୍ରିୟାକୁ!-->…
ରାଜ୍ୟରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ!-->…
ପର୍ଯ୍ୟଟକଙ୍କ ପାଇଁଅସୁରକ୍ଷିତ ଚନ୍ଦ୍ରଭାଗା ସମୁଦ୍ରରେ ସ୍ନାନ । ଅଳ୍ପେକେ ବଞ୍ଚିଲା ଜୀବନ
କୋଣାର୍କ:-14/05/2026 ସାମୁଦ୍ରିକ ପର୍ଯ୍ୟଟନ କୁ ନେଇ ବିଭିନ୍ନ ସମୟରେ ସମୁଦ୍ର କୂଳରେ ପର୍ଯ୍ୟଟକ ମାନଙ୍କୁ ଯେତେ ସଚେତନ କଲେ ମଧ୍ୟ । କିଛି ଅମାନିଆ ପର୍ଯ୍ୟଟକ ସମୁଦ୍ରରେ ଗାଧୋଇବା ପାଇଁ ଯାଇଥାନ୍ତି । ଆଜି କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରକୁ ରାକେଶ ମାହାରି ନାମକ ୧୯ ବର୍ଷୀୟ ଯୁବକ!-->…
OSRTCର ସମସ୍ତ ଗାଡିକୁ ଇଭି କରାଯିବ: ପରିବହନ ମନ୍ତ୍ରୀ
ଓଏସଆରଟିସିର ସମସ୍ତ ଗାଡିଗୁଡିକୁ ଇଭି କରାଯିବ । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି ।ଏହାସହ ରାଜ୍ୟରେ ଚାର୍ଜିଂ ଷ୍ଟେସନର ଅଭାବ ରହିବ ନାହିଁ । ଇଭି ଚାର୍ଜିଂ ଷ୍ଟେସନ କମ୍ପାନୀ ସହିତ ପ୍ରାଥମିକ ଆଲୋଚନା ଶେଷ ହୋଇଛି । ୧୦୦ଟି ଚାର୍ଜିଂ ଷ୍ଟେନସ ପାଇଁ ନିର୍ଦେଶ!-->…
ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘରେ ଭିଜିଲାନ୍ସ ରେଡ୍। ଭଦ୍ରକ ଟାଉନର ସମରାଇପୁରରେ ଶ୍ରୀ ମହାନ୍ତିଙ୍କ ତିନି ମହଲା କୋଠା, ବାଲେଶ୍ୱର ଜିଲ୍ଲା ବସ୍ତାର ନରସିଙ୍ଗଡିହାରେ ଥିବା ତାଙ୍କର ଦୁଇ ମହଲା କୋଠା,!-->…
କେରଳର ନୂଆ ମୁଖ୍ୟମନ୍ତ୍ରୀ ଭିଡି ସତୀଶନ
କେରଳ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଦଶ ଦିନ ପରେ, ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସପେନ୍ସ ଆଜି ଶେଷ ହୋଇଛି।କଂଗ୍ରେସ କେରଳର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଭିଡି ସତୀଶନଙ୍କୁ ନାମ ଘୋଷଣା କରିଛି କଂଗ୍ରେସ ।ଭିଡି ସତୀଶନ କେରଳରୁ ଛଅ ଥର ବିଧାୟକ ରହିସାରିଛନ୍ତି। କେରଳ!-->…
ଆଜିଠୁ 20 ଜିଲ୍ଲାରେ ରବି ଧାନ ସଂଗ୍ରହ ଆରମ୍ଭ
ଆଜିଠୁ 20 ଜିଲ୍ଲାରେ ରବି ଧାନ ସଂଗ୍ରହ ଆରମ୍ଭ ହୋଇଛି। ଏଥିପାଇଁ ପଂଜୀକରଣ କରିଛନ୍ତି ୩ ଲକ୍ଷ ୭୫ ହଜାର ୫୫୬ ଜଣ ଚାଷୀ।ରାଜ୍ୟରେ ୨୦ ଲକ୍ଷ ମେଟ୍ରିକ ଟନ୍ ରବି ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ଉଲ୍ଲେଖଯୋଗ୍ୟ, ରବି ଧାନ କିଣିବାର ସମୟ ସୀମା ମେ’ ୧ରୁ ଆରମ୍ଭ ହୋଇ ଜୁନ୍ ୩୦ରେ ସରିବ। ।ତେବେ!-->…