Browsing Category
ଆଜିର ଖବର
ନିଟ୍ ୟୁଜି ପ୍ରଶ୍ନ ପ୍ରଘଟ ଓ ପରୀକ୍ଷା ବାତିଲ ପ୍ରସଙ୍ଗ କଳାହାଣ୍ଡି ଯୁବ-ଛାତ୍ର ବିଜେଡିର ବିକ୍ଷୋଭ*
*ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ୟୁଜି ପରିକ୍ଷାର ପ୍ରଶ୍ନ ପତ୍ର ପ୍ରଘଟ ଓ ପରୀକ୍ଷା ବାତିଲ ପ୍ରସଙ୍ଗକୁ ନେଇ ଆଜି କଳାହାଣ୍ଡି ଜିଲ୍ଲା ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ସ୍ଥାନୀୟ ଭବାନୀପାଟଣା ଗlନ୍ଧି ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କେନ୍ଦ୍ର ଉଚ୍ଚ ଶିକ୍ଷା!-->…
ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି
ଆମର ଭବିଷ୍ୟତ ଉଜ୍ଜ୍ୱଳ ହେବ। ମୁଁ ଆପଣଙ୍କ କାର୍ଯ୍ୟକୁ ପ୍ରଶଂସା କରୁଛି। ଆପଣ ଜଣେ ମହାନ ନେତା। ମୁଁ ସମସ୍ତଙ୍କୁ ଏହା କହୁଛି। ଆଜି ବେଜିଂରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ଏପରି କହିଛନ୍ତି। ବୈଠକ ସମୟରେ ଜିନପିଙ୍ଗ ଏବଂ ଟ୍ରମ୍ପ ଉଭୟ!-->…
ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ତଥା ନର୍ଲା ଥାନା ମଧୁପୁର ଗାଁରେ ସାପ କାମୁଡ଼ାରେ ଜଣେ ନାବାଳିକାର ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ମଧୁପୁର ଗାଁର ଚକ୍ର ମାଝୀଙ୍କ ଝିଅ ରାନୀ ମାଝୀ (୧୧)। ସେ ମଙ୍ଗଳବାର ସକାଳେ ନିଜ ଘର ଦୁଆର ମୁହଁରେ ଥିବା ସଜନା ଗଛ ନିକଟରେ!-->…
ବିଦେଶକୁ ଚିନି ରପ୍ତାନି କରିବନି ଭାରତ, ସୁଗାର ଏକ୍ସପର୍ଟ କଲା ବ୍ୟାନ
ବିଦେଶକୁ ଚିନି ରପ୍ତାନୀ ବନ୍ଦ କଲା ଭାରତ। କଞ୍ଚା, ଧଳା ଏବଂ ବିଶୋଧିତ ଚିନିର ରପ୍ତାନି ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ନିଷେଧ ରହିବ। ଏହି ନିଷେଧ ଆହୁରି ବୃଦ୍ଧି କରାଯାଇପାରେ। ଦେଶ ଭିତରେ ଚିନି ଦର ନିୟନ୍ତ୍ରଣରେ ରଖିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ସରକାରଙ୍କ ଏହି ପଦକ୍ଷେପ ଏପରି ଏକ!-->…
ରାଷ୍ଟ୍ରାୟତ୍ତ କମ୍ପାନୀର ତେଲ ଯୋଗାଣ ହ୍ରାସ ;ମିଳୁନି ପେଟ୍ରୋଲ କି ଡିଜେଲ
ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ହର୍ମୁଜ୍ ପ୍ରଣାଳୀରେ ତୈଳ ଯୋଗାଣ ପ୍ରଭାବିତ କାରଣରୁ ଭାରତରେ ଏବେ ପେଟ୍ରୋଲ, ଡିଜେଲ ଆଦି ଯୋଗାଣ ବାଧାପ୍ରାପ୍ତ ହୋଇଛି।ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ପମ୍ପଗୁଡ଼ିକୁ ଆବଶ୍ୟକ ମୁତାବକ ତୈଳ ବୋଝେଇ ଗାଡ଼ି ଛାଡ଼ୁ ନାହାନ୍ତି। ଫଳରେ ପେଟ୍ରୋଲ!-->…
ଅମୂଲ ବଢାଇଲା କ୍ଷୀରର ଦାମ, ଲିଟର ପିଛା ୨ ଟଙ୍କାକୁ ବୃଦ୍ଧି
ସାଧାରଣ ଲୋକଙ୍କ ରୋଷେଇରେ ପୁଣି ମହଙ୍ଗା ମାଡ଼ । ଦେଶରେ ସବୁଠୁ ବଡ ନାମି କମ୍ପାନୀ ଅମୂଲ ସାରା ଦେଶରେ ଏକ ଲିଟର କ୍ଷୀର ମୂଲ୍ୟ ପିଛା ୨ଟଙ୍କାକୁ ବୃଦ୍ଧି କରିଛି । ଗ୍ରାହକମାନଙ୍କ ପାଇଁ ଏହା ଜାଣିବା ଗୁରୁତ୍ୱପୂର୍ଣ୍ଣ ଯେ ଏହି ଲିଟର ପିଛା ୨ ଟଙ୍କା ବୃଦ୍ଧି ମେ’ ୧୪ ତାରିଖରୁ କାର୍ଯ୍ୟକାରୀ!-->…
ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର
କୁମ୍ଭୀର ଆକ୍ରମଣରେ ମହିଳା ଗୁରୁତର । ଘର ପଛପାଖ ନଈରେ ବାସନ ଧୋଇବା ବେଳେ ଭିଡ଼ିନେଲା କୁମ୍ଭୀର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। ବୁଧବାର ଅପରାହ୍ନରେ ଛବି ପାତ୍ର (୫୫) ନାମକ ଜଣେ!-->…
ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍
ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍। ଏନେଇ ସୂଚନା ଦେଲେ ସିଏମ୍ଓ। ସପ୍ତାହରେ ୩ ଦିନ ଚାଲିବା ନେଇ ଜଣାପଡିଛି। ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍ ଚାଲିବା ନେଇ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ।ଏହି ଟ୍ରେନଟି ପୁରୀରୁ!-->…
କୋଇଲିମୁଣ୍ଡାରେ ନାଟକ ପ୍ରତିଯୋଗିତା, ବଡ଼ ଡୋହେଲ ପ୍ରଥମ
ଚନ୍ଦାହାଣ୍ଡି - ତା ୧୩. ୦୫( ପୀତାମ୍ବର ସୋରୀ ) ପାରମ୍ପରିକ ଯାତ୍ରା ମଣ୍ଡେଇ ୨୦୨୬ ଆଜି କୋଇଲିମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ମଣ୍ଡେଇ କାର୍ଯ୍ୟକ୍ରମ ରେ ଅଞ୍ଚଳର ଅନେକ ଗ୍ରାମର ଦେବଦେବୀଙ୍କ ଲାଠି ବିମାନ ସହ ପଡୋଶୀ ଛତିଶଗଡ଼, କଳାହାଣ୍ଡି ନୂଆପଡା ଓ ନବରଙ୍ଗପୁର ଜିଲ୍ଲା ରେ ଅନେକ!-->…
ବଢିବ କି ପେଟ୍ରୋଲ ଦାମ୍! RBI ଗଭର୍ନର କହିଦେଲେ ଏମିତି କଥା
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି ।ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ ଦେଶରେ ପେଟ୍ରୋଲ!-->…
ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ; ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଗାଡ଼ି ସଂଖ୍ୟା
ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ!-->…
ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର,ଆସନ୍ତା ବର୍ଷ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୭୨ ଟଙ୍କା ବୃଦ୍ଧି
କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ କରିଛି । ଆସନ୍ତା ବର୍ଷ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ!-->…