Browsing Category

ଆଜିର ଖବର

 ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଅନନ୍ତ ଜେନା ନାମକ ଜଣେ ଯୁବକ ଛାତିରେ

ବୟଫ୍ରେଣ୍ଡ୍ ରୁମ୍ ରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ

ବାଲିଅନ୍ତା ଘଟଣା ମନରୁ ନଲିଭୁଣୁ ରାଜଧାନୀରୁ ଆସିଛି ପୁଣି ଏକ ଲଜ୍ଜାଜନକ ଘଟଣା।ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ ଅଭିଯୋଗ। ଚାରି ଜଣ କଲେଜ ଛାତ୍ର ମିଶି ଦୁଷ୍କର୍ମ କରିଥିବାର ହୋଇଛି ଅଭିଯୋଗ । ଭୁବନେଶ୍ବରର ଇନଫୋଭ୍ୟାଲି ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ପ୍ରକାଶ ପାଇଲା ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା CBSE ଦ୍ଵାଦଶ ରେଜଲ୍ଟ । ୱେବ୍‌ସାଇଟ୍‌ରେ ଉପଲବ୍ଧ ରେଜଲ୍ଟ ।'ସିବିଏସଇ' ବୋର୍ଡର ୱେବସାଇଟ results.cbse.nic.in ଜରିଆରେ କିମ୍ବା ଡିଜି ଲକରରେ ନିଜ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଚଳିତ ବର୍ଷ ସିବିଏସଇର ଦ୍ୱାଦଶ ବୋର୍ଡରେ ସାରା ଦେଶରୁ ୨୦ ଲକ୍ଷ ପରୀକ୍ଷାର୍ଥୀ

ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ଘୋଷଣା, ଜୁନ୍ ୨୧ରେ OTET ପରୀକ୍ଷା

ଆଶାୟୀଙ୍କ ପାଇଁ ଖୁସି ଖବର । ଜୁନ୍ ମାସରେ ହେବ ଓଟିଇଟି ପରୀକ୍ଷା ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍‌ ୯ରୁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.nic.in. ରେ ଆଡମିଟ୍‌ କାର୍ଡ ଉପଲବ୍ଧ ରହିବ। ଆଶାୟୀମାନେ ସେଠାରୁ

ଅଧିକ ଇଭି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ଅପିଲ୍

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ ପରେ ଅଧିକ ଇଭି ବ୍ୟବହାର ପାଇଁ ଅପିଲ୍ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଥା ମାନି ତେଲ କମ୍ ବ୍ୟବହାର କରିବାକୁ ମନ୍ତ୍ରୀ

ଆସ୍ଥା ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ବୁଧବାର ବିଧାନସଭାରେ ବହୁମତ ପ୍ରମାଣିତ କରିଛି। ଗୃହରେ ଡିଏମ୍‌କେ ସପକ୍ଷରେ ୧୪୪ ଭୋଟ ପଡ଼ିଥିବାବେଳେ, ୨୨ଟି ଭୋଟ ବିରୋଧରେ ପଡ଼ିଥିଲା। କଂଗ୍ରେସ, ସିପିଆଇ(ଏମ୍), ଭିସିକେ ଏବଂ ଇଣ୍ଡିଆନ୍ ୟୁନିଅନ୍ ମୁସଲିମ୍ ଲିଗ୍ (ଆଇୟୁଏମଏଲ)

ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି: କନ୍‌ଭୟକୁ ଅଧାକୁ ହ୍ରାସ କରି ସୃଷ୍ଟି କଲେ ଉଦାହରଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ ଏହି

ମୁଲାୟମ ସିଂହ ଯାଦବଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ

ଆଜି ସମାଜବାଦୀ ପାର୍ଟିକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ପୁଅ ପ୍ରତୀକ ଯାଦବଙ୍କର ଦେହାନ୍ତ ଘଟିଛି।ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ସିଭିଲ୍ ହସ୍ପିଟାଲକୁ ନିଆଯାଇଥିଲା କିନ୍ତୁ ସେ

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର କିଛି ମାସ ପରେ ବାରାମତୀରେ ପୁଣି ବିମାନ କ୍ରାସ୍

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ତାଲିମ ପାଇଁ ବ୍ୟବହୃତ ବିମାନଟି ବାରାମତୀର ଗୋଜୁବାବି ଗାଁରେ ଦୁର୍ଘଟଣାଗ୍ରସ୍ତ ହୋଇଛି।୨ ସିଟ୍ ବିଶିଷ୍ଟ ଟ୍ରେନିଂ ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ରେଡ୍ ବୋର୍ଡ

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା। ୬% ରୁ ୧୫% ବୃଦ୍ଧି

ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାଦର ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୨,୭୫୦ ଟଙ୍କା ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ହେଲା

ସୌମ୍ୟରଞ୍ଜନ ହତ୍ୟାର ନୂଆ ଭିଡିଓ ପ୍ରମାଣ

GRP କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୩ ଦିନ ତଦନ୍ତରେ କ୍ରାଇମବ୍ରାଞ୍ଚ କମିଶନରେଟ୍ ପୁଲିସ୍ ଭୁବନେଶ୍ୱର ୟୁପିଡିର ମାଳ ମାଳ ତ୍ରୁଟି ଧରିଛି।ତଦନ୍ତ ଯେମିତି ଆଗକୁ ବଢ଼ୁଛି, କମିଶନରେଟ୍ ପୋଲିସର ଗୋଟିଏ ପରେ ଗୋଟିଏ ଭୁଲ୍ ପଦାକୁ ଆସୁଛି ।

ନାବାଳିକାଙ୍କ ଅଶ୍ଳୀଳ ଫୋଟ ଭିଡିଓ ଭାଇରାଲ ମାମଲା , ୨ ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍

ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍ କରିବା ଏବଂ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ଭଳି ଏକ ସମ୍ବେଦନଶୀଳ ମାମଲାରେ ବାରିପଦା ସ୍ଥିତ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।୨ ଅଭିଯୁକ୍ତଙ୍କୁ ୫ ବର୍ଷ ଲେଖାଏଁ କାରାଦଣ୍ଡ ଶୁଣାଣି ହୋଇଛି ।