Browsing Category
ଆଜିର ଖବର
ପେଟ୍ରୋଲ ଓ ଡିଜେଲକୁ ନେଇ ଆସିଲା ନିର୍ଦ୍ଦେଶ, ଲିମିଟ୍ ଠାରୁ ପକାଇ ପାରିବେନି ଅଧିକ ତେଲ
ଭୁବନେଶ୍ୱରରେ ତେଲକୁ ନେଇ ଦେଖାଦେଇଛି ସମସ୍ୟା।ପେଟ୍ରୋଲ ଓ ଡିଜେଲକୁ ନେଇ ଟାଙ୍କିମାନଙ୍କୁ ଆସିଛି ନିର୍ଦ୍ଦେଶ। ଚାରି ଚକିଆ ବାହାନକୁ ୪୫ ରୁ ୫୦ ଲିଟର ପର୍ଯ୍ୟନ୍ତ ତେଲ ଦିଆଯିବ । ତା ଠାରୁ ଅଧିକ କାହାକୁ ତେଲ ନ ଦେବା ପାଇଁ ନିର୍ଦ୍ଦେଶ ହୋଇଛି । ତେବେ ବସ ଓ ଟ୍ରକମାନଙ୍କୁ ୪୦୦ରୁ ୫୦୦ ଲିଟର!-->…
ଏଥର ସ୍ୱାଭାବିକ ସମୟରେ ଆସିବ ମୌସୁମୀ !ସ୍ବାଭାବିକ ଠାରୁ ଅଧିକ ଅଧିକ ବର୍ଷା ହେବ
ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ। ଏଥର ସ୍ୱାଭାବିକ ସମୟରେ ଆସିବ ମୌସୁମୀ। ପ୍ରତିବର୍ଷ ମେ ୧୮ ରୁ ୧୯ ମଧ୍ୟରେ ପ୍ରାୟତଃ ଆଣ୍ଡାମାନ ଛୁଇଁଥାଏ ମୌସୁମୀ ବାୟୁ । ଏହା ପରେ ଆଗକୁ ବଢ଼ି କେରଳ ନିକଟରେ ଜୁନ୍ ପ୍ରଥମ ସପ୍ତାହରେ ପହଞ୍ଚିଥାଏ। କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ!-->…
ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା,ସାକ୍ଷରତା ହାର ୭୯ ପ୍ରତିଶତ
ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର ସ୍ଥାନରେ ରହିଛି। ଓଡ଼ିଶାରେ ସାକ୍ଷରତା ହାର ୭୯ ପ୍ରତିଶତ ରହିଛି । ଅର୍ଥାତ୍ ପ୍ରତି ଶହେ ଜଣଙ୍କ ମଧ୍ୟରୁ ୭୯ ଜଣ ସାକ୍ଷର । । ସାକ୍ଷରତା ହାର ଅଧିକ!-->…
ଆଜି ପ୍ରକାଶ ପାଇପାରେ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ
ଆଜି ଆସିପାରେ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ । ମଧ୍ୟାହ୍ନ ୧୨ଟାରେ ଫଳ ବାହାରିବା ପରେ ପରୀକ୍ଷାର୍ଥୀମାନେ ‘cbse.gov.in’, ‘cbseresults.nic.in’ ଓ ‘results.cbse.nic.in’. ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ ।ଏଥିସହ ଡିଜିଲକର୍ ଓ ଉମଙ୍ଗ୍ ଆପ୍, ଆଇଭିଆର୍ଏସ୍ ଓ!-->…
ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ
ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଅଧିନିୟମ ମନରେଗା ନାମରେ!-->…
ଲାଞ୍ଜିଗଡ ଗସ୍ତ ରେ ଲୋକସଭା ସାଂସଦ ସିମତି ମାଲବିକା ଦେବି*
ଲାଞ୍ଜିଗଡ ଗସ୍ତରେ ଲୋକସଭା ସାଂସଦ ଶ୍ରୀମତୀ ମାଳବିକା ଦେବି ଲାଞ୍ଜିଗଡ ବ୍ଲକ ମୂଷାନାଲ, ବାନ୍ଧପାରୀ,ସିନ୍ଧି ପଦର ଅଂଚଳ ଗସ୍ତ କରି ଅଂଚଳ ର ଅସୁବିଧା ଅନୁଧ୍ୟାନ କରିଥିଲେ ତା ସାଙ୍ଗେ ସାଙ୍ଗେ ଅଂଚଳରେ ବହୁତ ବିଜେଡି ଓ କଂଗ୍ରେସ କର୍ମୀ ବିଜେପି ବିଚାର ଧାରାରେ ଅନୁ ପ୍ରାଣିତ ହୋଇ ପାର୍ଟି ରେ!-->…
ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼, ଦେଢ଼ ମାସରେ ମିଶନ ଆରମ୍ଭ
ମୁଖ୍ୟମନ୍ତ୍ରୀ ଗାଦିରେ ବସୁ ବସୁ ଆକ୍ସନ ମୁଡ୍ରେ ଶୁଭେନ୍ଦୁ ଅଧିକାରୀ। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ । ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଗାମୀ ୪୫ ଦିନ!-->…
ଆଇନ ଶୃଙ୍ଖଳା ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କଲେ ରାଜସ୍ୱ ମନ୍ତ୍ରୀ
ଆଇନ ଶୃଙ୍ଖଳା ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କଲେ ରାଜସ୍ୱ ମନ୍ତ୍ରୀ ।ରାଜ୍ୟରେ ଅପରାଧ ବଢ଼ି ଯାଉଛି | ସମାଜ ପାଇଁ ଏହା ମଙ୍ଗଳକାର ନୁହେଁ କିନ୍ତୁ ଏ ଦିଗରେ ପୋଲିସ ପ୍ରଶାସନ ସଜାଗ ଅଛି | ବିଗତ ୨୫ ବର୍ଷରେ ଅପରାଧୀ ଅପରାଧ କରି ଧରା ପଡ଼ିନଥୁଲା । ମାତ୍ର ବିଗତ ଦୁଇ ବର୍ଷରେ ଆମ ସରକାର ଆସିବା!-->…
ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ୍ ଡିଜିଙ୍କ ପ୍ରତିକ୍ରିୟା: ପ୍ରମାଣ ନାହିଁ, ଲାଗିନି ଭିଡ ହିଂସା ଦଫା
ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର କାଜ ନିକଟରେ ପୁଲିସ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣାରେ ଭିନ୍ନ ମୋଡ ଦେଖିବାକୁ ମିଳିଛି। ପ୍ରତିଦିନ କିଛି ନା କିଛି ନୂଆ ତଥ୍ୟ ସାମ୍ନାକୁ ଆସୁଛି।କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରତିକ୍ରିୟା ରଖି କହିଛନ୍ତି,!-->…
ପୋଲିସ ଉପରକୁ କଂଗ୍ରେସର ଟମାଟୋ ମାଡ
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି କଂଗ୍ରେସର ଆନ୍ଦୋଳନ। କମିଶନରେଟ ପୋଲିସ କାର୍ଯ୍ୟାଳୟ ଘେରାଉ କରିଛି କଂଗ୍ରେସ। ବାଲିଅନ୍ତା ଭିଡ ହିଂସା ସହ ମବ ଲିଞ୍ଚିଂ ଘଟଣାକୁ ନେଇ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ କମିଶନରେଟ ପୋଲିସ!-->…
ପେଟ୍ରୋଲ-ସୁନା ସଞ୍ଚୟ ଅପିଲକୁ ନେଇ ମୋଦୀଙ୍କୁ ଘେରିଲେ ରାହୁଲ-ଅଖିଳେଶ
ଇରାନରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ସୁନା ନ କିଣିବା ଏବଂ ତେଲ ବ୍ୟବହାର କମ କରିବାକୁ ନିବେଦନ କରିଛନ୍ତି । ଏହି ପଦକ୍ଷେପକୁ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତୀବ୍ର ସମାଲୋଚନା କରିଛନ୍ତି।ବିଜେପିକୁ 'ଦେଶ ପାଇଁ!-->…
ଓଡିଶାକୁ ସାଂସ୍କୃତିକ ରାଜଧାନୀ କରିବା ଆମ ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ
ସୋମନାଥ ଅମୃତ ପର୍ବରେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଜଳାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶାକୁ ଦେଶର ସାଂସ୍କୃତିକ ରାଜଧାନୀ କରିବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ ଆଜି ଆଧ୍ୟାତ୍ମିକ ଆକାଶରେ ନୂଆ ସୂର୍ଯୋଦୟ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ବିକାଶ ଓ!-->…