Browsing Category

ଆଜିର ଖବର

ଅସ୍ତରଙ୍ଗ ପୀର ଯାହାନିଆ ସମୁଦ୍ରରେ ବିଚିତ୍ର ଦୃଶ୍ୟ, ସମୁଦ୍ରରେ ଦେଖାଦେଲା ହାତୀ ଶୁଣ୍ଢ

କାଳବୈଶାଖୀ ବେଳେ ସମୁଦ୍ରରେ ବିଚିତ୍ର ଦୃଶ୍ୟ । କଳାହାଣ୍ଡିଆ ମେଘ ସହ ଆକାଶରୁ ସମୁଦ୍ର ପର୍ଯ୍ୟନ୍ତ ଲମ୍ୱିଥିଲା ଶୁଣ୍ଢ ।ଏହି ହାତୀ ଶୁଣ୍ଢ ପଡିବା ପରେ ସମୁଦ୍ର ମଧ୍ୟରେ ଆରମ୍ଭ କରିଥିଲା ଜଳଚକ୍ର । ସମୁଦ୍ରରୁ ଟାଣି ନେଉଥିଲା ହଜାର ହଜାର ଲିଟର ଜଳ । ଏହି ବିରଳ ଚିତ୍ର ଦେଖିବାକୁ ମିଳିଥିଲା

ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡରେ ୟୁପିରୁ ୩ ଗିରଫ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଘନିଷ୍ଠ ସହଯୋଗୀ ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ଅଯୋଧ୍ୟାରୁ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ହେପାଜତକୁ ନିଆଯାଇଥିବା ସନ୍ଦିଗ୍ଧମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ହେଉଛି ରାଜ ସିଂ । ସୂଚନା ଅନୁଯାୟୀ, ରାଜ ସିଂ ମୂଳତଃ

ବଡ଼ ଦୁର୍ଘଟଣା ଟଳିଲା : ଅବତରଣ ବେଳେ ବିମାନରେ ଲାଗିଲା ନିଆଁ, ୨୭୮ ଯାତ୍ରୀ ପାଇଲେ ନୂଆ ଜୀବନ

ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନର ଟାୟାରରେ ନିଆଁ ଲାଗିଯାଇଥିଲା । ପୁଲିସ ନିଶ୍ଚିତ କରିଛି ଯେ, ନିଆଁ ଲିଭାଇ ଦିଆଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି। ସୂଚନା

ବାଲିଅନ୍ତା-ବାଲିପାଟଣା ହତ୍ୟାକାଣ୍ଡ ପରେ ଓଡ଼ଗାଁରେ ଯୁବକଙ୍କୁ ହାଣିଦେଲେ ଖଣି ମାଫିଆ

ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଜଣେ ପୁଲିସ କର୍ମଚାରୀ ଏବଂ ବାଲିପାଟଣାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣା ରାଜ୍ୟବାସୀ ଭୁଲି ପାରି ନଥିବା ବେଳେ ଆଜି ନୟାଗଡ଼ରେ ପୁଣି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆରମ୍ଭ କରିଛି ତଦନ୍ତ। ଖବର

ଇରାନ୍- ଆମେରିକା ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ ଅଶୋଧିତ ତୈଳ ଦର ୪ ପ୍ରତିଶତ ବୃଦ୍ଧି

ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି।ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ କରୁଛି; ଅନ୍ୟପଟେ, ଇରାନ କ୍ଷତିପୂରଣ ଏବଂ ପ୍ରତିବନ୍ଧକ ଉଠାଇବା ପାଇଁ ତା’ର ଦାବିରେ ଅଟଳ ରହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବ

ଆଜିଠୁ ପୁଣି ଖୋଲିବ ରତ୍ନ ଭଣ୍ଡାର, SOP ଅନୁସାରେ ଚାଲିବ କାର୍ଯ୍ୟ 

ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ।ମେ୧୧ ତାରିଖ ଏବଂ ୧୨ ତାରିଖରେ ଗଣତି ଚାଲୁ ରହିବ । ବାହାର ଚନ୍ଦନ ଯାତ୍ରାର ନୀତି ବହୁଳତା ଓ ଅନ୍ୟ ବିଭିନ୍ନ କାରଣରୁ ଗଣତିମଣତି କିଛି ଦିନ ହେବ ବନ୍ଦ ରହିଥିଲା । ସେପଟେ ଭିତର ଭଣ୍ଡାର ଗଣତି

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଲଘୁଚାପ ସୃଷ୍ଟି ହେବା ଆଶଙ୍କା

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ । ଗଲ୍ଫ ଅଫ ମନାର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଓଡ଼ିଶାକୁ ବାତ୍ୟାର ଆଶଙ୍କା ସୃଷ୍ଚି କରିଛି

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ. ଏପିଜେ ଅବଦୁଲ କଲାମ ଦୀପରୁ ମଲ୍ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍‌ ରି-ଏଣ୍ଟ୍ରି ଭେହିକଲ୍‌ (ଏମ୍‌ଆଇଆରଭି) ରୁ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର

ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ

ରଘୁନାଥଜୀଉ ଉଚ୍ଚ ବିଦ୍ୟାଳୟ ଅଧକ୍ଷାଙ୍କ ଅନୁଶାସନକୁ କର୍ମଚାରୀଙ୍କ ବିରୋଧ ୭ଦିନ ଧରି ଫାଟକ ସମ୍ମୁଖରେ…

ଗାଣିଆ , ( ବିଶ୍ୱରଂଜନ ସେଠି ) ନୟାଗଡ ଜିଲ୍ଲା ଗଣିଆସ୍ଥିତ ରଘୁନାଥଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କିଛି କର୍ମଚାରୀ ଅଧକ୍ଷାଙ୍କ ଅନୁଶାସନ ପାଇଁ ଗତ କିଛି ଦିନ ଧରି ବିରୋଧ କରିଆସୁଥିବା ଦେଖାଯାଇଛି । ଅନୁଶାସନକୁ ବିରୋଧ କରି ଉଚ୍ଚ ବିଦ୍ୟାଳୟର ୧୨ଜଣ କର୍ମଚାରୀ ଗତ ୭ଦନ ଧରି କଲେଜ ଫାଟକ

ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟଯୋଶୀ ମୋହଦୟ ଙ୍କୁ ବିଶ୍ୱନାଥପୁର ମଣ୍ଡଳ ସଭାପତି ଓ ସମ୍ପାଦକ ଙ୍କ ତରଫରୁ ଦାବି ପତ୍ର…

* ଆଜି ଲାଞ୍ଜିଗଡ ବ୍ଲକ ର ବନ୍ଧପାରି ଗ୍ରାମପଞ୍ଚାୟତ ର ବନ୍ଧପାରି ମାଂ ଭୈରବୀ ବନବାସୀ ଉଚ୍ଚ ବିଦ୍ୟାଳୟ କୁ ନୂତନ ନିର୍ମାଣ ପାଇଁ ରାଜ୍ୟର ଯୋଜନା ବୋର୍ଡ ଅଦକ୍ଷ. ତଥା ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ସୁଧୀର ରଞ୍ଜନ ପଟ ଯୋଶୀ ମହ ଦୟଙ୍କୁ ବିଶ୍ୱନାଥ ପୁର ମଣ୍ଡଳ ସଭାପତି ତୁଳସୀ ମାଝୀ ଓ ସାଧାରଣ

ସମାଧାନ ଆଡ଼କୁ ଯାଉଛି ମହାନଦୀ ଜଳ ବିବାଦ: ଏଜି ପୀତାମ୍ବର

ମହାନଦୀ ବିବାଦ ଆଉ ଜଟିଳ ନାହିଁ, ସମାଧାନ ଆଡକୁ ଯାଉଛି କହିଲେ ଏଜି । ଓଡିଶାର ସ୍ୱାର୍ଥକୁ ସୁରକ୍ଷା ଦେଇ ବିବାଦର ସମାଧାନ ପାଇଁ ଉଦ୍ୟମ ହୋଇଛି । ମହାନଦୀରେ ଜଳ ରାଶି କେତେ ତାକୁ ନେଇ ରିପୋର୍ଟ ଦାଖଲ ହୋଇଛି । ୨ ରାଜ୍ୟର ଯନ୍ତ୍ରୀ ୧୫ ଥର ବୈଠକ କରି ତଥ୍ୟ ଭିତ୍ତିକ ରିପୋର୍ଟ ରଖିଛନ୍ତି