Browsing Category

ଆଜିର ଖବର

ପୂରଣ ହେଲା ପନ୍ଦର ବର୍ଷର ପଣ। ଦିଦି ହାରିବା ଖୁସିରେ ଲଣ୍ଡା ହେଲେ ଯୁବକ

ପଶ୍ଚିମବଙ୍ଗରୁ ସାମ୍ନାକୁ ଆସିଛି ଏକ ରୋଚକ ଘଟଣା। ମମତା ବାନାର୍ଜୀଙ୍କ ପରାଜୟ ଅପେକ୍ଷାରେ ଜଣେ ବ୍ୟକ୍ତି ୧୫ ବର୍ଷ ହେଲା ନିଜ ଚୁଟି କାଟିନଥିଲେ ।ଶେଷରେ ୨୦୨୬ ବିଧାନସଭା ନିର୍ବାଚନରେ ଦଳର ପରାଜୟ ପରେ ସେ ଲଣ୍ଡା ହୋଇଥିଲେ। ରିପୋର୍ଟ ଅନୁଯାୟୀ, ୨୦୧୧ ମସିହାରେ ମମତା ବାନାର୍ଜୀଙ୍କ

ଶୁଭେନ୍ଦୁଙ୍କ ଶପଥ ପରେ ସୋସିଆଲ ମିଡିଆ Xରେ ବଦଳିଲା ମମତାଙ୍କ ପ୍ରୋଫାଇଲ୍।ବାୟୋରେ ଲେଖିଲେ ଏମିତି

ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶନିବାର, ୯ ମଇ, ୨୦୨୬ ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି।ତେବେ ଶନିବାର ଶୁଭେନ୍ଦୁଙ୍କ ଶପଥ ଗ୍ରହଣ ପରେ ବଦଳିଛି ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ୍ ।ଶନିବାର ଦିନ ୧୧ଟା ପର୍ଯ୍ୟନ୍ତ ମମତାଙ୍କ ପ୍ରୋଫାଇଲରେ

୧୨ ରେ ଲଘୁଚାପ, ୧୫ ପରେ ବାତ୍ୟାର ରୂପ ସ୍ପଷ୍ଟ !

ମାଡିଆସୁଛି ବଡ ଲଘୁଚାପ। ୧୧ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କିନ୍ତୁ ଏହା କେଉଁ ଦିଗରେ ଗତି କରିବ ଏବଂ ଏହାର ପ୍ରଭାବ କଣ ରହିବ, ତାହା ସ୍ପଷ୍ଟ ହୋଇନି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି

ଆସନ୍ତା ୧୧ରୁ ପୁଣି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ

ରତ୍ନଭଣ୍ଡାର ପୁଣି ଗଣତି ମଣତି ହେବ । ଆସନ୍ତା ୧୧ ଓ ୧୨ ତାରିଖରେ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ। ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ।ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ । ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡା ରହିବ ।ଦଣ୍ଡ ବିଧାନ ହାର ପୂର୍ବରୁ 5 କି 7 ପ୍ରତିଶତ ଥିଲା ତାହା ଏବେ 40 ପ୍ରତିଶତରେ ପହଂଚିଲାଣି।

ଶୁଭେନ୍ଦୁଙ୍କ ଶପଥ ସମାରୋହରେ କାହିଁକି ମାଖନଲାଲଙ୍କ ପାଦ ଛୁଇଁଲେ ମୋଦି

ପଶ୍ଚିମବଙ୍ଗରେ ଏକ ବଡ଼ ବିଜୟ ପରେ, ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ଆନୁଷ୍ଠାନିକ ଭାବରେ ଶପଥ ଗ୍ରହଣ କରିଛନ୍ତି । କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ହଜାର ହଜାର ଲୋକଙ୍କ ଭିଡ଼ ମଧ୍ୟରେ, ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ

ବଙ୍ଗରେ ଶୁଭେନ୍ଦୁ ସରକାର; ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ସମାରୋହରେ ଉପସ୍ଥିତ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରି ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ଯୋଗୀ ଆଦିତ୍ୟନାଥ ।ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ଅଛନ୍ତି । କୋଲକତାର ବ୍ରିଗେଡ୍‌

ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ। ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍

ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ବିଶେଷ ଆକର୍ଷଣ ଭଁଉରୀ ମହୋତ୍ସବ । ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନର ପଟୁଆରରେ ବଡ଼ଦାଣ୍ଡରେ ଉଭାହେବେ ଚନ୍ଦନ ଦଶ ଠାକୁର ।ଠାକୁରଙ୍କ ଏହି ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନୀତି ଧାର୍ଯ୍ୟ ହୋଇଛି । ଅପରାହ୍ଣ ୧ଟାରେ ଯାତ ଭୋଗ

ଚାକିରିରେ ପୁନଃ ନିଯୁକ୍ତି ଦାବିରେ ଯୁବକଙ୍କ ଉନ୍ମତ୍ତକାଣ୍ଡ, ମୋବାଇଲ୍ ଟାୱାର ଉପରେ ଚଢ଼ି ଜୀବନ ହାରିବାକୁ ଧମକ

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ହାତରେ ପେଟ୍ରୋଲ ଓ ଦିଆସିଲ ଧରି ଧମକ ଦେଉଛି ଯୁବକ । ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ନାକେଦମ ।ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ସୋଗର ଗାଁରେ ଏପରି ଘଟଣା ଘଟିଛି । ଟାୱାର ଉପରେ ଚଢିଥିବା ଯୁବକ ହେଲେ ରୁଦ୍ରନାରାୟଣ ଦାସ । ଚାକିରି

୧୨ ଯାଏ ବିଭିନ୍ନ ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ଆଲର୍ଟ

ଆସନ୍ତା ତିନି ଦିନରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ଯାଏ ବଢ଼ିପାରେ । ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁୁଗଡ଼ା, ଭଦ୍ରକ, ଯାଜପୁର,

ଦେଶର ନୂତନ ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ ପରବର୍ତ୍ତୀ ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍) ଭାବରେ ନିଯୁକ୍ତ କରିଛନ୍ତି। ଜେନେରାଲ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ମେ ୩୦ ୨୦୨୬ରେ ଶେଷ ହେବା ପରେ ସେ ଦାୟିତ୍ୱ ଗ୍ରହଣ କରିବେ।ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣି ବର୍ତ୍ତମାନ

ସିବିଆଇ ପଞ୍ଝାରେ କେନ୍ଦ୍ରୀୟ ଜିଏସ୍‌ଟି ଅଧିକାରୀ

ସିବିଆଇ ଜାଲରେ ବାଲେଶ୍ଵର CGST ସୁପରିଣ୍ଟେଣ୍ଡେଣ୍ଟ । ବାଲେଶ୍ୱର କେନ୍ଦ୍ରୀୟ ଜିଏସଟି (CGST) କାର୍ଯ୍ୟାଳୟରେ ଶୁକ୍ରବାର ସିବିଆଇ (CBI) ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି ।୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ସିବିଆଇ। ଜିଏସ୍‌ଟି ରିଫଣ୍ଡ ପାଇଁ ୮୦ ହଜାର ଟଙ୍କା