Browsing Category

ଆଜିର ଖବର

ଆଜି ପଶ୍ଚିମବଙ୍ଗ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁରେ ବାଜିବ ମୋହର, ଉପସ୍ଥିତ ରହିବେ ଅମିତ ଶାହ ଓ ମୋହନ ଚରଣ ମାଝୀ

ପଶ୍ଚିମହଙ୍ଗରୁ ଦିଦି ବିଦା ହେବା ପରେ କିଏ ହେବେ ବିଜେପି ମୁଖ୍ୟମନ୍ତ୍ରୀ ତାକୁ ନେଇ ବଢ଼ିଛି ଉତ୍କଣ୍ଠା । ଏହାରି ଭିତରେ ବିଜେପି ବିଧାୟକ ଦଳ ନେତା ନିର୍ବାଚନ କରିବାକୁ ଓ ମୁଖ୍ୟମନ୍ତ୍ରୀ ଚେହେରା ବାଛିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଆଇଏସ୍‌ଆଇ ଟାର୍ଗେଟରେ ସୈନ୍ୟ ଶିବିର ଓ ଢାବା

ଆଇଏସଆଇ ଟାର୍ଗେଟ୍ ରେ ଦିଲ୍ଲୀ । ଦିଲ୍ଲୀ ଏବଂ ସୋନିପତର କିଛି ପ୍ରସିଦ୍ଧ ସ୍ଥାନରେ ଆକ୍ରମଣ ପାଇଁ ଷଡଯନ୍ତ୍ର । ୯ ଜଣ ଆତଙ୍କବାଦୀ ଗିରଫ ହେଲା ପରେ ସାମ୍ନାକୁ ଆସିଛି ସତ । ଯାହା ପଛରେ ପାକିସ୍ତାନର ହାତ ଥିବା ନେଇ ମଧ୍ୟ ପ୍ରମାଣ ମିଳୁଛି ।ଦିଲ୍ଲୀ ପୁଲିସର ସ୍ବତନ୍ତ୍ର ସେଲ୍‌ ଦ୍ବାରା ଗିରଫ

ଗଣମାଧ୍ୟମକୁ ଆସି ପ୍ରତିକ୍ରିୟା ଦେଲେ ଅଭିଯୋଗକାରିଣୀ

ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଯୁବକଙ୍କୁ ବିଭତ୍ସ ହତ୍ୟା।ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେ ଯୁବତୀ । ମୋତେ ଓ ମୋ ସାଙ୍ଗକୁ ଅସଦାଚରଣ କରିଥିଲେ ୨ଯୁବକ । ଆଗରୁ ମୁଁ ସେମାନଙ୍କୁ କେବେ କେଉଁଠି ଦେଖିନଥିଲି । ମୁଁ ଓ ମୋ ସାଙ୍ଗ ସ୍କୁଟରରେ ମାଉସୀ ଘରକୁ

ରଥଯାତ୍ରା ପ୍ରସ୍ତୁତି ପାଇଁ ଆଜି ପ୍ରଥମ ସମନ୍ୱୟ ବୈଠକ

ଜୁନ୍‌ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ଜୁଲାଇ ୧୬ ତାରିଖରେ ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ନବଦିନାଙ୍କ ରଥଯାତ୍ରାର ଏହି ଭବ୍ୟ ଉତ୍ସବ ଜୁଲାଇ ୨୭ ତାରିଖ ନୀଳାଦ୍ରି ବିଜେ ସହ ସମାପ୍ତ ହେବ । ତେବେ ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ଵୟ ବୈଠକ। କେନ୍ଦ୍ରାଞ୍ଚଳ ରାଜସ୍ବ ଆଯୁକ୍ତ ସୁଧାଂଶୁ

CGD ନୀତି-୨୦୨୬ ପାଇଁ ବିଜ୍ଞପ୍ତି; ରାଜ୍ୟରେ ୯ ଲକ୍ଷରୁ ଅଧିକ ଘରୋଇ PNG ସଂଯୋଗ

ଓଡିଶା ସହରୀ ଗ୍ୟାସ୍‌ ବଣ୍ଟନ (CGD) ନୀତି-୨୦୨୬ ପାଇଁ ବିଜ୍ଞପ୍ତି ଜାରି ହୋଇଛି । PNG ନେଟୱର୍କ ଏବଂ ସହରୀ ଗ୍ୟାସ୍‌ ବଣ୍ଟନକୁ ତ୍ବରାନ୍ବିତ କରିବା ଲକ୍ଷ୍ୟରେ ଗୃହ ନିର୍ମାଣ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।ଏହି ପ୍ରକଳ୍ପରେ ପ୍ରାୟ ୫୧୦୦ କୋଟି ଟଙ୍କାର ପୁଞ୍ଜି

ଯୁବକଙ୍କୁ ପିଟି ପିଟି ହତ୍ୟା ମାମଲା। କମେଣ୍ଟ ନୁହେଁ, ସୌମ୍ୟଙ୍କୁ ବାତ ମାରିଥିଲା…

ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା ଏବେ ରାଜ୍ୟରେ ଚାଞ୍ଚଲ୍ୟ। ତେବେ ଏହାରି ଭିତରେ ପ୍ରତ୍ୟକ୍ଷଦର୍ଶୀ ଓମ୍ ପ୍ରକାଶଙ୍କ ବୟାନ ସମସ୍ତଙ୍କୁ ଚକିତ କରିଛି। ଘଟଣା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁ ଜାଣିଛନ୍ତି ଓମ୍ପ୍ରକାଶ।

ବାଲିଅନ୍ତା ଘଟଣାକୁ ନେଇ କଠୋର କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ମବ୍ ଲିଞ୍ଚିଙ୍ଗ୍ ବା ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।ରାଜ୍ୟରେ ଆଇନର ଶାସନ

ଯୁବକଙ୍କୁ ପିଟିପିଟି ହତ୍ୟା ମାମଲା । ଗ୍ରାମବାସୀଙ୍କୁ ପୋଲିସର ଅଟକ ପରେ ଥାନାରେ ଉତ୍ତେଜନା

ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ବୀଭତ୍ସ ହତ୍ୟା ଘଟଣା । ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ୍। ସିସିଟିଭି ଫୁଟେଜ୍ ଆଧାରରେ ଅନ୍ୟ ଆକ୍ରମଣକାରୀଙ୍କୁ ଚାଲିଛି ଖୋଜା।ପୋଲିସ ଅଟକ ରଖିବା ପରେ ଥାନାରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତେଜନା ଲାଗି ରହିବା ପରେ

ଯୌନ ନିର୍ଯାତନାର ଶିକାର ପୀଡ଼ିତାଙ୍କ ପରିଚୟ ରହିବ ଗୁପ୍ତ :ଓଡ଼ିଶା ହାଇକୋର୍ଟ

ଯୌନ ନିର୍ଯାତନା ମାମଲାରେ ଶିକାର ହୋଇଥିବା ବ୍ୟକ୍ତି ବା ପୀଡ଼ିତାଙ୍କ ପରିଚୟ ଯେପରି ସାର୍ବଜନୀନ ନହୁଏ, ସେଥିପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଏକ ନୂଆ ଏବଂ କଠୋର ପ୍ରୋଟୋକଲ୍ ଲାଗୁ କରିଛନ୍ତି।ମାମଲାର ଶୁଣାଣି ସମୟରେ କିମ୍ବା କୋର୍ଟଙ୍କ ରାୟ ପ୍ରକାଶ ପାଇବା ବେଳେ ପୀଡ଼ିତାଙ୍କ ନାମ, ଠିକଣା

ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ ରାଜ୍ୟପାଳ ସାମ୍ବିଧାନିକ ପ୍ରକ୍ରିୟା ଅନୁଯାୟୀ ମନ୍ତ୍ରିମଣ୍ଡଳକୁ ବରଖାସ୍ତ କରିଛନ୍ତି।ନୂଆ ବିଧାନସଭା ଗଠନ ପ୍ରକ୍ରିୟା ଶେଷ ହୋଇଥିବାରୁ ପୁରୁଣା ବିଧାନସଭାକୁ ଭଙ୍ଗ କରାଯାଇଛି।ପଶ୍ଚିମବଙ୍ଗରେ ଭାଜପାର ପ୍ରଥମ ସରକାରଙ୍କ

ସହରାଞ୍ଚଳ ଗୁଡ଼ିକରେ ବର୍ଷା ଦିନ ପୂର୍ବରୁ ପ୍ରସ୍ତୁତ ରହିବା ପାଇଁ ଏସଓପି ଜାରି 

ସହରାଞ୍ଚଳ ଗୁଡ଼ିକରେ ବର୍ଷା ଦିନ ପୂର୍ବରୁ ପ୍ରସ୍ତୁତ ରହିବା ପାଇଁ ଏସଓପି ଜାରି କଲା ନଗର ଉନ୍ନୟନ ବିଭାଗ ।ଓଡ଼ିଶା ସରକାର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB) ପାଇଁ ସହରାଞ୍ଚଳ ବନ୍ୟା ବିରୋଧରେ କଠୋର ପ୍ରତିରୋଧକ ଏବଂ ପ୍ରତିକ୍ରିୟା ବ୍ୟବସ୍ଥା ଗ୍ରହଣ କରିବା ପାଇଁ ଏକ ମାନକ କାର୍ଯ୍ୟ

ଭାରତୀୟ ଜନତା ପାର୍ଟି ଭୂବନେଶ୍ୱର କାର୍ଯ୍ୟାଳୟ ଠାରେ ଗୋପ କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳର 450ରୁ

କୋଣାର୍କ :-07/05/2026 ଭାରତୀୟ ଜନତା ପାର୍ଟି ଭୂବନେଶ୍ୱର କାର୍ଯ୍ୟାଳୟ ଠାରେ ଗୋପ କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳର 450ରୁ ଅଧିକ କ°ଗ୍ରେସ ,ବିଜେଡି ର କର୍ମୀ ବିଜେପି ରେ ଯୋଗଦେଲେ।ସୂଚନା ମୁତାବକ କାକଟପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ପ୍ରାର୍ଥୀ ବାଇଧର ମଲ୍ଲିକ ସହଯୁବ ନେତା ସୁଦାମ ଙ୍କ