Browsing Category

ଆଜିର ଖବର

ଏଣିକି ସପ୍ତାହେ ଭିତରେ ପ୍ଲାନ୍ ଆପ୍ରୁଭାଲ୍, ଫାଇଲ୍ ଅଟକାଇଲେ ଫାଇନ୍

ଘର କରିବାକୁ ପ୍ଲାନ ଆପ୍ରୁଭାଲ ପାଇଁ ଆଉ ମାସ ମାସ ଧରି ଅଟକିବନି ଫାଇଲ। ସପ୍ତାହେ ଭିତରେ ହେବ କାମ। ପ୍ଲାନ ଆପ୍ରୁଭାଲ ପାଇଁ ସୁଯୋଗ ଆପ୍ ରେ ଆବେଦନ କରି ଦୀର୍ଘ ଦିନ ଧରି ଲୋକଙ୍କୁ ଅପେକ୍ଷା କରିବାକୁ ପଡୁଥିଲା। ଏଣିକି ସପ୍ତାହରୁ ଅଧିକ ଦିନ ଅଫିସରଙ୍କ ପାଖରେ ଆଉ ଅଟକିବନି ଫାଇଲ। ଅଫିସର

ଶୁଭେନ୍ଦୁ ଅଧିକାରୀଙ୍କ ପିଏକୁ ଗୁଳି କରି ହତ୍ୟା।  ମୁହଁ ଖୋଲିଲେ ଶୁଭେନ୍ଦୁ

ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ଘଟଣାରେ ସମ୍ପୃକ୍ତ ଜଣେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନାହିଁ। ଶୁଭେନ୍ଦୁ

NDA କୁ ଛାଡି କାହିଁକି ରାହୁଲଙ୍କୁ ହଁ କହିଲେ ବିଜୟ ?

ଦେଶରେ ଅନେକ ଏନଡିଏ ସରକାର ଚାଲିଛି । ଅନେକ ରାଜ୍ୟରେ ମଧ୍ୟ ସରକାର ଗଠନ କରିଛି । ତେବେ ତେଲେଙ୍ଗାନାରେ ଏନଡିଏକୁ ନ ବାଛି କଂଗ୍ରେସକୁ କାହିଁକି ବାଛିଲେ ବିଜୟ ? ଏହା ପଛରେ କଣ ରହିଛି କାରଣ ।ଅଭିନେତାରୁ ନେତା ବନିଥିବା ବିଜୟଙ୍କ ଦଳ 'ତମିଲଗା ଭେଟ୍ରି କାଜଗାମ' ବା TVK ୧୦୭ଟି ଆସନ ଜିତି

ପେଟ୍ରୋଲ-ଡିଜେଲ ଦର ବଢ଼ିବ ନାହିଁ: ସ୍ପଷ୍ଟ କଲେ ସରକାର

ବିଶ୍ୱ ବଜାରରେ ଅଶୋଧିତ ତୈଳ (Crude Oil) ଦରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ସରକାର ସ୍ପଷ୍ଟ କରିଛନ୍ତି ଯେ, ନିକଟ ଭବିଷ୍ୟତରେ ପେଟ୍ରୋଲ, ଡିଜେଲ କିମ୍ବା ଘରୋଇ LPG ଦରରେ କୌଣସି ବୃଦ୍ଧି କରାଯିବ ନାହିଁ।IMF ର ଯୁକ୍ତି ହେଉଛି— ଯଦି ଦର ବଢ଼ିବ, ଲୋକେ ବ୍ୟବହାର କମାଇବେ ଏବଂ ବିଶ୍ୱ

ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାପୀଠ କୋଠପଦାରେ ସମ୍ବର୍ଦ୍ଧନା ଉତ୍ସବ, (ଗୁରୁ ହିଁ’ ଛାତ୍ର ଜୀବନର ଶ୍ରେଷ୍ଠ…

ମାହାଙ୍ଗା -୬ /୫ ସମାଜକୁ ଶୃଙ୍ଖଳିତ, ସଶକ୍ତ ଏବଂ ବିକଶିତ କରିବା କ୍ଷେତ୍ରରେ ଶିକ୍ଷକ ମାନଙ୍କ ଭୂମିକା ସବୁବେଳେ ଗୁରୁତ୍ୱପୂର୍ଣ୍ଣ l ବିଦ୍ୟାର୍ଥୀ ମାନଙ୍କ ଭିତରେ ଆତ୍ମବିଶ୍ୱାସ ଓ ସଫଳତାର ମୂଳଭିତ୍ତିକୁ ସୁଦୃଢ କରିବାର ଗୁରୁମନ୍ତ୍ର ଦେଉଥିବା ଶିକ୍ଷକମାନେ ଯୁଗେ ଯୁଗେ ପୂଜ୍ୟ ଓ ଚିର

ପଥର ଖୋଲରେ ଫସିଥିବା ନାବାଳକ ଉଦ୍ଧାର

ନୟାଗଡ ଜିଲ୍ଲାର କାଣିପଡା ଜଙ୍ଗଲକୁ ମହୁ ସଂଗ୍ରହ ପାଇଁ ଯାଇଁ ଯାଇଥିବା ବେଳେ ପଥର ସନ୍ଧିରେ ନାବାଳକର ମୁଣ୍ଡ ରହିଯାଇଥିଲା । ଦୀର୍ଘ ୫ ଘଣ୍ଟା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି । ନାବାଳକର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ପାଇଁ ଡାକ୍ତରଖାନାକୁ ନିଆଯାଇଛି । ସୂଚନା

ସରକାର ଗଠନ ପାଇଁ ଦାବି କଲେ ଟିଭିକେ ମୁଖ୍ୟ ବିଜୟ, ୧୧୮ ବିଧାୟକଙ୍କ ହସ୍ତାକ୍ଷର ପତ୍ର ଆଣିବାକୁ କହିଲେ ରାଜ୍ୟପାଳ 

ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ଖୋଲା ସମର୍ଥନ ମିଳିଛି । ତାମିଲନାଡୁର ୨୩୪ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୧୦୮ ଆସନ ଜିତି ଏକକ ବୃହତ ଦଳ ଭାବରେ ଉଭା

CCTV ସର୍ଭିଲାନସରେ ରହିବ ଉତ୍ତରାରୁ ବଡ଼ଦାଣ୍ଡ

ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋର୍ ସୋରରେ । ଆସନ୍ତା ମେ ୮ ତାରିଖରେ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ। ଏଥିରେ ଆର୍ ଡି ସି ସୁଧାଂଶୁ ସାମଲ ଦେବେ ଟିପ୍ସ ଓ ଟାସ୍କ । ଶ୍ରଦ୍ଧାଳୁଙ୍କ ଗମନାଗମନ ସୁବିଧା ପାଇଁ ହୋଇଛି ବ୍ୟବସ୍ଥା। ଅଟୋ ଟୋଟୋ ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ନିୟମ।

ଭଉଣୀ କଙ୍କାଳ ବୋହି ପୁଣି ଶୁଦ୍ଧି ହେଲେ ଜିତୁ ମୁଣ୍ଡା 

ଭଉଣୀ କଙ୍କାଳ ବୋହି ପୁଣି ଶୁଦ୍ଧି ହେଲେ ଜିତୁ ମୁଣ୍ଡା । ଜାତି ସମାଜର ରୋଷ ଶିକାର ପରେ ଶୁଦ୍ଧି ହୋଇଛନ୍ତି । କଙ୍କାଳ ବୋହି ଥିବାରୁ ପୁଣି ସୁଦ୍ଧି ପାଇଁ ଗାଁ ଭାଇ ମାନେ ଜିଦ ଧରି ବସିଥିଲେ । ସେଥିପାଇଁ ଗାଁରେ ଜାତି ରୀତି ନୀତି ଅନୁସାରେ ଶୁଦ୍ଧି କାର୍ଯ୍ୟ ଚାଲିଛି । ସମାଧି ନିକଟରେ

ହିଞ୍ଜିଳି ହତ୍ୟାକାଣ୍ଡ ଘଟଣା। ନବୀନ ଚିଠି ଲେଖିବାର କାରଣ ନାହିଁ: ପୃଥ୍ୱୀରାଜ

ହିଞ୍ଜିଳି ଥାନା ଖରିଡା ଗାଁରେ ହତ୍ୟାକାଣ୍ଡ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ଚିଠିରେ ଉଲ୍ଲେଖ କରି କହିଛନ୍ତି, ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ । ମୋ ନିର୍ବାଚନୀ ମଣ୍ଡଳୀ ହିଞ୍ଜିଳି ଅନ୍ତର୍ଗତ ଖରିଡା ଗ୍ରାମରେ ଘଟିଥିବା

ସୁପ୍ରିମକୋର୍ଟରେ ବଢ଼ିବେ ବିଚାରପତି, କେନ୍ଦ୍ର କ୍ୟାବିନେଟର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି

ସୁପ୍ରିମକୋର୍ଟରେ ବଢ଼ିବେ ବିଚାରପତି । କେନ୍ଦ୍ର କ୍ୟାବିନେଟର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସୁପ୍ରିମକୋର୍ଟର କ୍ଷମତା ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ପ୍ରଧାନ ବିଚାରପତିଙ୍କୁ ବାଦ ଦେଇ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି କରିବା ପାଇଁ

ହର୍ମୁଜ ପ୍ରଣାଳୀରେ”ପ୍ରୋଜେକ୍ଟ ଫ୍ରିଡମ୍”କୁ ବନ୍ଦ କଲା ଆମେରିକା

ଆମେରିକା-ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ପାଇଁ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।ସେ ନୌସେନା ଅଭିଯାନ “ପ୍ରୋଜେକ୍ଟ ଫ୍ରିଡମ୍”କୁ ଅସ୍ଥାୟୀ