Browsing Category
ଆଜିର ଖବର
ରାଜ୍ୟରେ ଖୁବ୍ଶୀଘ୍ର ଆରମ୍ଭ ହେବ ଏସ୍ଆଇଆର୍, ୨୦.୮୫ ଲକ୍ଷ ଭୋଟରଙ୍କ ମ୍ୟାପିଂ ବାକି
ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର । ଏପ୍ରିଲ ମାସରେ ଘୋଷଣା ହେବାକୁ ଥିବା ଏସଆଇଆର ପ୍ରକ୍ରିୟା ଚଳିତ ମାସର କୌଣସି ଦିନ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ ।ଏସ୍ଆଇଆର୍ ଆରମ୍ଭ ପୂର୍ବରୁ ଭୋଟରଙ୍କ ମ୍ୟାପିଂ (୨୦୨୫ ଭୋଟର ତାଲିକା ସହ!-->…
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ବେଆଇନ ପାର୍କିଂ ଉପରେ ରୋକ୍
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ବେଆଇନ ପାର୍କିଂ ଉପରେ ରୋକ୍: ଜାତୀୟ ରାଜପଥରେ ଭାରୀ କିମ୍ବା ବ୍ୟବସାୟିକ ଯାନଗୁଡ଼ିକ ଏଣିକି ଯେଉଁଠି ସେଇଠି ପାର୍କିଂ କରିପାରିବେ ନାହିଁ। କେବଳ ନିର୍ଦ୍ଧାରିତ ସ୍ଥାନରେ ହିଁ ପାର୍କିଂ କରିବାକୁ ଅନୁମତି ମିଳିବ।ପ୍ରତ୍ୟେକ ଜିଲ୍ଲାରେ!-->…
ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ: ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ, ମନା କଲେ କାର୍ଯ୍ୟାନୁଷ୍ଠାନ
ସରକାରଙ୍କ କଡ଼ା ଚେତାବନୀ । ଜନଗଣନା କାମରେ ଯିଏ ବି ବାଧା ଦେବ । ତା ବିରୋଧରେ ହେବ କଠୋର ଆକ୍ସନ ।ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର ଶିକ୍ଷକ ଓ କର୍ମଚାରୀମାନଙ୍କୁ!-->…
ନିର୍ବାଚନୀ ହିଂସାରେ ଜଳୁଛି ପଶ୍ଚିମବଙ୍ଗ
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରଠାରୁ ରାଜ୍ୟର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସୋମବାରଠାରୁ ରାଜ୍ୟରେ ଲଗାତାର ଭଙ୍ଗାରୁଜା ଏବଂ ହିଂସା ଘଟଣା ରିପୋର୍ଟ ହେଉଛି । ସାଧାରଣ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଘରୁ ବାହାରକୁ ଯିବାକୁ ଭୟ କରୁଛନ୍ତି।କେଉଁଠି!-->…
ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ବିଜୟ! ଆସନ୍ତାକାଲି ନେବେ ଶପଥ
ତାମିଲନାଡୁ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବା ପରେ, ରାଜ୍ୟରେ ସରକାର ଗଠନ ପାଇଁ ପ୍ରୟାସ ଜୋରଦାର ହୋଇଛି । ବିଜୟ ଥାଲାପତିଙ୍କ ଟିଭିକେ ଦଳ ଖୁବ୍ ଶୀଘ୍ର ସରକାର ଗଠନ କରିବା ନେଇ ରାଜନୈତିକ ମେଣ୍ଟ ଉପରେ ଚର୍ଚ୍ଚା ଆରମ୍ଭ ହୋଇଛି । ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୧୧୮ ଆସନ!-->…
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,!-->…
ଓଡ଼ିଶା HSC ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ ମେ ୮ ରୁ ଆରମ୍ଭ
ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ପାଇଁ ୮ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ। ମେ ମାସ ୧୮ ତାରିଖ ଯାଏଁ ଫର୍ମ ଫିଲପ ପ୍ରକ୍ରିୟା ଚାଲିବ। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପାଇଁ ଅନଲାଇନରେ ହେବ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ www.bseodisha.ac.in ରେ!-->…
ଆଜିର ରାଶିଫଳ(୦୬ ମଇ, ୨୦୨୬)
ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି।!-->!-->!-->…
ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ
ଘର ଆଗରେ ନିଜେ ନିଜକୁ ଜାଳିଦେଲେ ମହିଳା । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବାସୁଦେବ ପୁରରେ । ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି ମହିଳା । ପରିବାର ଲୋକେ ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ନିଆଁରେ ମହିଳାଙ୍କ!-->…
ଶିକ୍ଷା ‘ଓ’ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରୁ ରାଜଶ୍ରୀ ପାଣିଗ୍ରାହୀଙ୍କୁ ପିଏଚ.ଡି ଉପାଧି
ଗଣିଆ -(ବିଶ୍ୱରଂଜନ ସେଠି }: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରୁ ବାୟୋଟେକ୍ନୋଲୋଜି ବିଭାଗରେ ରାଜଶ୍ରୀ ପାଣିଗ୍ରାହୀଙ୍କୁ ପିଏଚ.ଡି ଉପାଧି ପ୍ରଦାନ କରାଯାଇଛି। ସେ ବିଶ୍ୱବିଦ୍ୟାଳୟର ସେଣ୍ଟର ଫର୍ ବାୟୋଟେକ୍ନୋଲୋଜି ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡଃ ରୀନା ପରିଡାଙ୍କ!-->…
ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି ଫିଟନେସ୍ ପ୍ରଦାନ ପ୍ରକ୍ରିୟାରେ ସ୍ୱଚ୍ଛତା ଅବଲମ୍ବନ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ
ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର ।ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ନିଜ ନିଜ ଜିଲ୍ଲା ଅନୁଯାୟୀ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ବ୍ୟାପକ ଭାବରେ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ପରିବହନ କମିସନର ଅମିତାଭ ଠାକୁର କହିଥିଲେ, ପ୍ରତିଦିନ ଯେଉଁଭଳି!-->…
ନିର୍ବାଚନ ହାରିବା ପରେ ମମତା ବାନାର୍ଜୀଙ୍କ ଘୋଷଣା, ଲୋକଭବନ ଯାଇ ଇସ୍ତଫା ଦେବିନି
ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର ପାଇଁ ନିର୍ବାଚନ କମିଶନ ଦାୟୀ। ସେମାନେ ସମଗ୍ର ପୋଲିସ ବାହିନୀକୁ ବଦଳାଇ ଦେଇଥିଲେ। ଆମେ ପୂର୍ବରୁ ଏପରି!-->…