Browsing Category
ଆଜିର ଖବର
ଶିକ୍ଷା ‘ଓ’ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରୁ ରାଜଶ୍ରୀ ପାଣିଗ୍ରାହୀଙ୍କୁ ପିଏଚ.ଡି ଉପାଧି
ଗଣିଆ -(ବିଶ୍ୱରଂଜନ ସେଠି }: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରୁ ବାୟୋଟେକ୍ନୋଲୋଜି ବିଭାଗରେ ରାଜଶ୍ରୀ ପାଣିଗ୍ରାହୀଙ୍କୁ ପିଏଚ.ଡି ଉପାଧି ପ୍ରଦାନ କରାଯାଇଛି। ସେ ବିଶ୍ୱବିଦ୍ୟାଳୟର ସେଣ୍ଟର ଫର୍ ବାୟୋଟେକ୍ନୋଲୋଜି ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡଃ ରୀନା ପରିଡାଙ୍କ!-->…
ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି ଫିଟନେସ୍ ପ୍ରଦାନ ପ୍ରକ୍ରିୟାରେ ସ୍ୱଚ୍ଛତା ଅବଲମ୍ବନ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ
ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର ।ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ନିଜ ନିଜ ଜିଲ୍ଲା ଅନୁଯାୟୀ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ବ୍ୟାପକ ଭାବରେ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ପରିବହନ କମିସନର ଅମିତାଭ ଠାକୁର କହିଥିଲେ, ପ୍ରତିଦିନ ଯେଉଁଭଳି!-->…
ନିର୍ବାଚନ ହାରିବା ପରେ ମମତା ବାନାର୍ଜୀଙ୍କ ଘୋଷଣା, ଲୋକଭବନ ଯାଇ ଇସ୍ତଫା ଦେବିନି
ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର ପାଇଁ ନିର୍ବାଚନ କମିଶନ ଦାୟୀ। ସେମାନେ ସମଗ୍ର ପୋଲିସ ବାହିନୀକୁ ବଦଳାଇ ଦେଇଥିଲେ। ଆମେ ପୂର୍ବରୁ ଏପରି!-->…
ଗର୍ଭବତୀ ମହିଳାଙ୍କୁ ପ୍ରେମିକର ଭାଇ ସମସ୍ତଙ୍କ ସାମ୍ନାରେ ହାଣି ମାରିଦେଲା
ସ୍ଵାମୀର ସାନ ଭାଇର ଟାଙ୍ଗିଆ ଚୋଟରେ ଗଲା ମହିଳାଙ୍କ ଜୀବନ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ହିଞ୍ଜିଳି ଥାନା କେ. ଖରିଡ଼ା ଅଞ୍ଚଳରେ। ହିଞ୍ଜିଳି ପୋଲିସ ଅଭିଯୁକ୍ତ ସାନ ଭାଇଙ୍କୁ ଗିରଫ କରି ଘଟଣାର ଅଧିକ ତଦନ୍ତ କରୁଛି।ସୂଚନା ଅନୁସାରେ, ମୃତ ମହିଳାଙ୍କ ଘର ରମ୍ବା ଥାନା ଅଗସ୍ଥି ନୁଆଗାଁରେ।!-->…
ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଲା ବିଜେଡି
ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଲା ବିଜେଡି । ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଜଣଙ୍କୁ ଉପସଭାପତି ଦାୟିତ୍ୱ ଦିଆଯାଇଥିବା ବେଳେ , ୫ ଜଣଙ୍କୁ ବରିଷ୍ଠ ସାଧାରଣ ସଚିବ ଦାୟିତ୍ୱ ମିଳିଛି ।!-->…
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା
ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ!-->…
ଭିଜିଲାନ୍ସ ଜାଲରେ ତହସିଲ ଅଫିସ ଅମିନ
ଭିଜିଲାନ୍ସ ଜାଲରେ ତହସିଲ ଅଫିସ ଅମିନ । ୧୫ ହଜାର ଟଙ୍କା ନେବା ବେଳେ ଧରାପଡିଲେ ବଙ୍ଗୋମୁଣ୍ଡା ତହସିଲ ଅମିନ ନିର୍ମଳେନ୍ଦୁ କବି। ପାର୍ଟିସନ ସୁଟ୍ କେସ ବାବଦକୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଭାଲୁମୁଣ୍ଡାର ହରେକୃଷ୍ଣ ମେହେର ନାମକ!-->…
ସବୁ ଯାତ୍ରୀଙ୍କୁ ଲାଇଫ୍ ଜାକେଟ୍, ସବୁ ବୋଟରେ ଲାଇଫ୍ ବୁଏ ବାଧ୍ୟତାମୂଳକ
ଚିଲିକାରେ ନୌକା ଯାତ୍ରା ପାଇଁ କଡାକଡ଼ି ହେଲା ନିୟମ। ଏଣିକି ସବୁ ଯାତ୍ରୀଙ୍କୁ ଲାଇଫ୍ ଜାକେଟ୍, ସବୁ ବୋଟରେ ଲାଇଫ୍ ବୁଏ ବାଧ୍ୟତାମୂଳକ, ନିୟମ ଭାଙ୍ଗିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ଚିଲିକା ହ୍ରଦରେ ନୌକା ଚାଳନା ସମୟରେ ଯାତ୍ରୀ ମାନଙ୍କ ସୁରକ୍ଷା ନିମନ୍ତେ ଅଣ୍ଟା ଭିଡିଲେ ରାଜ୍ୟ ସରକାର!-->…
ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ
ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ ।ଯାଜପୁର ପୌରପାଳିକା ପକ୍ଷରୁ ବଡ଼ ପଦକ୍ଷେପ । ପୌରାଅଞ୍ଚଳରେ ସମସ୍ତ ଦହିବରା ଦୋକାନୀ, ବୁଲା ବିକାଳି, ଫାଷ୍ଟଫୁଡ ସେଣ୍ଟର ଉପରେ ଚଢାଉ କରିଛି ପ୍ରଶାସନ । ଏହାସହ ଆଗାମୀ ୭ ଦିନ ଯାଏଁ ଏହି ସବୁ!-->…
ଆକ୍ରମଣ କଲେ ମାନଚିତ୍ରରୁ ହଜିଯିବ ଇରାନ: ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତ୍ୟନ୍ତ କଠୋର ଆଭିମୁଖ୍ୟ ଗ୍ରହଣ କରି ଇରାନକୁ ଖୋଲା ଚେତାବନୀ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ଯଦି ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଆମେରିକୀୟ ଜାହାଜ ଉପରେ ଆକ୍ରମଣ କରେ, ତେବେ ଇରାନକୁ ପୃଥିବୀ ପୃଷ୍ଠରୁ ନିଶ୍ଚିହ୍ନ କରିଦିଆଯିବ।!-->…
ମହାପ୍ରଭୁଙ୍କ ପ୍ରତି ଅପମାନ ଓ ଅହଙ୍କାର ଯୋଗୁ ହାରିଗଲେ ମମତା ଦିଦି
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ ରାମ’ ସ୍ଲୋଗାନ ଦେବା ପରେ ଏହି ପଦକ୍ଷେପ ନିଆଯାଇଛି। ଆଇନ!-->…
ପଶ୍ଚିମବଙ୍ଗରେ ଫଳାଫଳ ଘୋଷଣା ପରେ ବିଭିନ୍ନ ସ୍ଥାନରେ ଉତ୍ତେଜନା
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମ୍ୟାଜିକ୍ ସଂଖ୍ୟା ୧୪୮ ହୋଇଥିବାବେଳେ ଗୈରିକ ଦଳ ୨୦୦ରୁ!-->…