Browsing Category

ଆଜିର ଖବର

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ/ବର୍ଷାରାଣୀ ଜେନା ଗଣିଆ ବ୍ଳକ ଟପ୍ପର

ଗଣିଆ-,(ବିଶ୍ୱରଂଜନ ସେଠି.) ଶେଷରେ ଅପେକ୍ଷାର ଅନ୍ତ ଘଟିଲା । ବହୁ ଅପେକ୍ଷା ପରେ ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ଗଣିଆ ବ୍ଳକରେ ମୋଟ ୯ଗୋଟି ଉଚ୍ଚ ବିଦ୍ୟାଳୟରୁ ମୋଟ ୪୩୧ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୪୧୮ଜଣ ଛାତ୍ରଛାତ୍ରୀ

ଶକ୍ତିଶ୍ରୀ’ ଆପ୍‌ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ 

ଜାତୀୟ ଶିକ୍ଷା ନୀତି (NEP-2020)ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟରରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଶୈକ୍ଷିକ ପରିବେଶରେ ଏକ ‘ବୈପ୍ଲବିକ ପରିବର୍ତ୍ତନ’ର ଆହ୍ୱାନ ଦେଇଛନ୍ତି।ଉଚ୍ଚ ଶିକ୍ଷା ବିଭାଗରେ କାର୍ଯ୍ୟରତ

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ

ହିନ୍ଦୀ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଗୀତିକାର ତଥା କବି ପ୍ରସୂନ୍‌ ଯୋଶୀଙ୍କୁ ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ପ୍ରସୂନ୍‌ଙ୍କ ନାମ ଦେଶର ସାର୍ବଜନୀନ ପ୍ରସାରକର ମୁଖ୍ୟ ଭାବେ ଘୋଷଣା କରାଯାଇଛି।ପ୍ରସିଦ୍ଧ ଚଳଚ୍ଚିତ୍ର

ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା

ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସରେ ସୂଚନା ଦେଇଛନ୍ତି।ବୈଷୟିକ ତ୍ରୁଟି

ପୋଲିସ SI ପରୀକ୍ଷା ଦୁର୍ନୀତି: ୮ ମଧ୍ୟସ୍ଥିଙ୍କ ବିରୋଧରେ CBIର NBW

ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ୮ ଦଲାଲଙ୍କ ବିରୁଦ୍ଧରେ NBW ଜାରିକଲା CBI । ବାରମ୍ବାର ନୋଟିସ ପରେ ମଧ୍ୟ ହାଜର ହେଉ ନଥିବା ଦଲାଲଙ୍କ ବିରୋଧରେ ଜାରିହେଲା NBW ।ସେମାନଙ୍କ ମଧ୍ୟରେ ୩ ଜଣ ବିହାର ଦଲାଲ ରହିଛନ୍ତି। ଅନ୍ୱେଷ ନାୟକ, ଆଶିଷ କୁମାର, ବଳରାମ ପ୍ରଧାନ, ଧର୍ମେନ୍ଦ୍ର ପ୍ରଧାନ,

ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତା ସୋମବାର ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ଖରା ଯୋଗୁଁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଇଇଡି ବିସ୍ଫୋରଣରେ ୩ ଯବାନ ସହିଦ

ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ । କାଙ୍କେର ଜିଲ୍ଲା ଡିଆରଜିର ୩ ଯବାନ ସହିଦ ହୋଇଛନ୍ତି । ମାଓ ଦମନ ଅପରେସନରେ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ଯବାନ ମାନଙ୍କୁ ଟାର୍ଗେଟ୍ କରି ପୂର୍ବରୁ ଆଇଇଡି ଖଞ୍ଜାଯାଇଥିଲା । ଆଇଇଡି ବିସ୍ଫୋରଣ କୃଷ୍ଣ କୋମରା, ବସ୍ତର ଫାଇଟର୍ସ,

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ

ମହିଳାଙ୍କୁ ମାନସିକ ନିର୍ଯାତନା ଅଭିଯୋଗ: ନିଲମ୍ବିତ ହେଲେ ଖଣ୍ଡପଡା ଏସଡ଼ିପିଓ

ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ପୁଲିସ ଡିଜି ୱାଇ.ବି. ଖୁରାନିଆ ସସ୍‌ପେଣ୍ଡ କରିଛନ୍ତି । ଥାନାକୁ ସାକ୍ଷୀ ପାଇଁ ଡାକି ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ, ମାନସିକ ନିର୍ଯାତନା ଦେବା ଅଭିଯୋଗ ହୋଇଥିଲା

ମହାନଦୀ ଜଳ ବିବାଦ: ୩୦ରେ ପରବର୍ତ୍ତୀ ଶୁଣାଣି

ମହାନଦୀ ଜଳ ବିବାଦ ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି ହେବ ।ଗତ ୨୦ ଏପ୍ରିଲ ଶୁଣାଣିରେ ଟ୍ରିବ୍ୟୁନାଲ ଦୁଇ ରାଜ୍ୟକୁ ମହାନଦୀ ଜଳ କୁ ନେଇ ସହମତି ଭିତ୍ତିକ ପ୍ରସଙ୍ଗ ଚୂଡ଼ାନ୍ତ କରିବା ପାଇଁ ଶେଷ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ, ଦୁଇ ରାଜ୍ୟ ପ୍ରସଙ୍ଗ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ ଝଟକା। ଦିଦିଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ସୁପ୍ରିମକୋର୍ଟ

ଭୋଟ ଗଣତି ପୂର୍ବରୁ ଦିଦିଙ୍କୁ ସୁପ୍ରିମ ଝଟକା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ। ମତଗଣନା ବେଳେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ନିୟୋଜିତକୁ ବିରୋଧ କରି ମମତା ଯେଉଁ ଆବେଦନ କରିଥିଲେ, ତାକୁ କୋର୍ଟ 'ଯୁକ୍ତି

ଜିତୁ ମୁଣ୍ଡା ଘଟଣା ; କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ନବୀନ।ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପଶି ଶାଖାରେ ଏପ୍ରିଲ ୨୭ ତାରିଖରେ