Browsing Category
ଆଜିର ଖବର
ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଖବର
ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଖବର । ରାଉରକେଲାରେ ବିଳମ୍ବିତ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ରଘୁନାଥପଲ୍ଲୀ ଥାନା ପଛ ରେଳଧାରଣାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ!-->…
କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା
କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା। ସହରରେ ଜୀବନଯାତ୍ରା ସ୍ଵାଭାବିକ ହୋଇଛି। ପୂର୍ବ ଘୋଷଣା ଅନୁଯାୟୀ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ ଥିଲା। ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଥିଲା। ମଙ୍ଗଳାବାଗ୍, କ୍ୟାଣ୍ଟନ୍ମେଣ୍ଟ, ପୁରୀଘାଟ, ବାଦାମବାଡ଼ି,!-->…
କଟକରେ ସ୍ଥିତି ସ୍ବାଭାବିକ; ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ
କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ । ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ!-->…
ଲାଞ୍ଚ ନେଉଥିବାବେଳେ ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
କୋରାପୁଟ ଜିଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟଠାରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।ମସିଗାଁ ଗ୍ରାମ ପଞ୍ଚାୟତର ଏମଜିଏନଆରଇଜିଏ କାର୍ଯ୍ୟ ବିଲ କରାଇ ଦେବି କହି ୨୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡିବସିଲା।!-->…
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଆକ୍ରମଣ ଉଦ୍ୟମ
ଆଜି ପ୍ରଧାନ ବିଚାରପତିଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କୋର୍ଟ ଚାଲିଥିବା ବେଳେ ପ୍ରଧାନ ବିଚାରପତିଙ୍କ ଉପରେ ଓକିଲ ପୋଷାକ ପନ୍ଧିଥିବା ଜଣେ ବ୍ୟକ୍ତି କିଛି ଜିନିଷ ଫିଙ୍ଗିବାକୁ ଚେଷ୍ଟା କରିଥିଲା । ସମ୍ପୃକ୍ତ ବ୍ୟକ୍ତିକୁ ସୁରକ୍ଷାକର୍ମୀ କାବୁ କରିନେଇଛନ୍ତି । ଏଥିପାଇଁ କିଛି ମିନିଟ୍ ଲାଗି!-->…
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ। ଛତିଶଗଡ଼ ଗରିଆବନ୍ଧ ଏସ୍ପିଙ୍କ ପାଖରେ ଆତ୍ମସମର୍ପଣ କରିଥିବା ନେଇ ମିଳିଛି ସୂଚନା। ଧରାଇଦେବାକୁ ପ୍ରତ୍ୟେକଙ୍କ ପାଇଁ ୧ ଲକ୍ଷ ଲେଖାଏଁ ପୁରସ୍କାର ଥିଲା।ସମସ୍ତ ନକ୍ସଲ ଗତ ୫ ବର୍ଷରୁ ୮ ବର୍ଷ ପର୍ଯ୍ୟନ୍ତ ସଂଗଠନ ସହ ଜଡ଼ିତ ଥିଲେ। ଏମାନେ ବଡ ବଡ଼ମାଓ!-->…
ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ ନେଇ CHSE ତାରିଖ ଘୋଷଣା
ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ । ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍। ସେହିପରି ୬ ଶହ!-->…
ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ
ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ।ଆସନ୍ତାକାଲି ସକାଳ ୧୦ଟା ଯାଏ ବନ୍ଦ ରହିବ କଟକ। ତେବେ ବନ୍ଦ ସତ୍ତ୍ବେ କଟକରେ ବସ୍ ଚଳାଚଳ ସ୍ବାଭାବିକ ରହିଛି।କର୍ଫ୍ୟୁରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ, ଶିକ୍ଷାନୁଷ୍ଠାନ ବାଦ ରହିଛି । ସମସ୍ତ ସରକାରୀ ଅଫିସ ବି!-->…
ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା, ନଭେମ୍ବର ୬ ଏବଂ ୧୧ରେ ମତଦାନ
ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ବିହାର ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ବିହାରର ୨୪୩ ସିଟ୍ ପାଇଁ ନିର୍ବାଚନ ହେବ । ୨୪୩ ସଦସ୍ୟ ବିଶିଷ୍ଟ ବିହାର!-->…
ମେଡିସିନରେ ନୋବେଲ ପୁରଷ୍କାର ଘୋଷଣା: ମିଳିତ ଭାବେ ୩ଜଣ ବୈଜ୍ଞାନିକଙ୍କୁ ମିଳିବ ସମ୍ମାନ
ନୋବେଲ୍ ପ୍ରାଇଜ୍-୨୦୨୫ ଘୋଷଣା । ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଆମେରିକାର ସିଆଟଲ ସହରରେ ରହୁଥିବା ମ୍ୟାରୀ ଇ. ବ୍ରୁଙ୍କୋ, ସାନ ଫ୍ରାନ୍ସିସ୍କୋର ଫ୍ରେଡ୍ ରାମସଡେଲ୍ ଏବଂ ଜାପାନର ଶିମୋନ୍ ସାକାଗୁଚିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ବ୍ରୁଙ୍କୋ ଇନଷ୍ଟିଚ୍ୟୁଟ୍!-->…
ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ
ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ | ଘୋଷଣା କଲେ ନିବରଚନା କମିଶନ | ଏହା ସହ ବିହାର ବିଧାନସଭା ନିର୍ବାଚନ ହେବ। ଏଥର ୨ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ । ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ!-->…
କୋମନା ଏନଏସି ଓ ଖରିଆର ରୋଡକୁ ମ୍ୟୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କ ବଡ଼ ଘୋଷଣା । ପ୍ରଥମେ ଜିଲ୍ଲାକୁ ୧୧୦୧ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିବା ବେଳେ କୋମନା ଓ ସିନାପାଲିକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା (ଏନ୍ଏସ୍ସି )ତେବେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲା ପାଇଁ ଅନେକ ବିକାଶ!-->…