Browsing Category
ଆଜିର ଖବର
ଆପଣଙ୍କ ଫୋନକୁ ଆସୁଛିକି ଏମର୍ଜେନ୍ସି ଆଲର୍ଟ
ଆଜି ଫୋନକୁ ଆସିଛି କି ଏମର୍ଜେନ୍ସି ଆଲର୍ଟ । ଯଦି ଏପରି ହୋଇଛି, ତେବେ ଆତଙ୍କୀତ ନହେବା ପାଇଁ ଟେଲିକମ୍ ବିଭାଗ ପରାମର୍ଶ ଦେଇଛି । ତେବେ ଏହି ଆଲର୍ଟ ଜରୁରୀକାଳୀନ ସ୍ଥିତିରେ ଆସିବ ଜଣାପଡିଛି । ଏଥିପାଇଁ କୌଣସି ଲୋକ ଭୟଭୀତ ନହୋଇ ମେସେଜକୁ ଅଣଦେଖା କରନ୍ତୁ ।ଆଜି ଅପରାହ୍ନ ୧୨ ଟା ପୂର୍ବରୁ!-->…
ଚୁକ୍ତି କର ନଚେତ୍ ଆମେ ସମ୍ପୂର୍ଣ୍ଣ ଧ୍ବଂସ କରିଦେବୁ : ଟ୍ରମ୍ପ
ମଧ୍ୟପ୍ରାଚ୍ୟ ତିକ୍ତତା ମଧ୍ୟରେ ଶାନ୍ତି ଆଲୋଚନା ପାଇଁ ଆମେରିକାକୁ ନୂଆ ପ୍ରସ୍ତାବ ଦେଇଛି ଇରାନ। ମଧ୍ୟସ୍ଥି ସାଜିଥିବା ପାକିସ୍ତାନ ହାତରେ ଇରାନ ଆଲୋଚନା ପାଇଁ ରଖିଥିବା ସର୍ତ୍ତଗୁଡ଼ିକୁ ଆମେରିକା ପାଖକୁ ପଠାଇଛି। ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପ୍ରସ୍ତାବରେ ରାଜି!-->…
ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା
ଆସୁଛି ଆଉ ଏକ ଲଘୁଚାପ। ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା। ଲଘୁଚାପ ନେଇ ଆକଳନ କରୁଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ବା ଜିଏଫଏସ। ମେ ୧୧ରୁ ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ-ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ!-->…
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ । AIIMS ଦିଲ୍ଲୀର ଗବେଷଣାରୁ ସାମ୍ନାକୁ ଆସିଛି ଚିନ୍ତାଜନକ ତଥ୍ୟ । ଯେଉଁ ଶିଶୁମାନେ ଏକ ବର୍ଷ ବୟସ ପୂର୍ବରୁ ଅଧିକ ସମୟ ସ୍କ୍ରିନ୍ ସଂସ୍ପର୍ଶରେ ଆସୁଛନ୍ତି, ସେମାନଙ୍କଠାରେ ତିନି ବର୍ଷ ବୟସ ବେଳକୁ ଅଟିଜିମ୍ ସମ୍ବନ୍ଧୀୟ ଲକ୍ଷଣ!-->…
ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ। ଭୋଟ ଗଣତି ପୂର୍ବରୁ ରାଜ୍ୟରେ ରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଇଭିଏମ ଷ୍ଟ୍ରଙ୍ଗରୁମର ସୁରକ୍ଷାକୁ ନେଇ ଟିଏମ୍ସି ଏବଂ ବିଜେପି ମୁହାଁମୁହିଁ ହୋଇଛନ୍ତି । ଶୁକ୍ରବାର ଭୋଟ ଜାଲିଆତି ଅଭିଯୋଗ ପରେ!-->…
ଆଜି ୮ ଜିଲ୍ଲାକୁ କାଳବୈଶାଖୀର ଆଲର୍ଟ, ୫୦-୬୦ ବେଗରେ ବହିପାରେ ପବନ
ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି ।ପାଣିପାଗ ବିଭାଗ ପକ୍ଷରୁ ୮ ଜିଲ୍ଲା ପାଇଁ କାଳବୈଶାଖୀ!-->…
ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ!-->…
ଜଗତସିଂହପୁର ଶିକ୍ଷା ଜ଼ିଲ୍ଲା ଅନ୍ତର୍ଗତ ପଳାଶୋଳ ସ୍ଥିତ ଅଟଳବଳଦେବଜୀଉ ଉଚ୍ଚ ବିଦ୍ୟାଳୟ
ଜଗତସିଂହପୁର ଶିକ୍ଷା ଜ଼ିଲ୍ଲା ଅନ୍ତର୍ଗତ ପଳାଶୋଳ ସ୍ଥିତ ଅଟଳବଳଦେବଜୀଉ ଉଚ୍ଚ ବିଦ୍ୟାଳୟ ର 1998ମସିହା ମାଟ୍ରିକ ବ୍ୟାଚ ପକ୍ଷରୁ ସମଙ୍ଗ କଲ୍ୟାଣ ମଣ୍ଡପ ଠାରେ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ ରେ ଷାଠିଏ ରୁ ଉର୍ଦ୍ଧ ସହପାଠୀ ଯୋଗଦେଇ ଦୀର୍ଘ କୋଡିଏ!-->…
ସତ୍ୟଭାମା ଦେବୀଙ୍କ ୧୬ ତମ ସ୍ମୁତି ଉତ୍ସବ
ମାହାଙ୍ଗା -୧/୫ କୁହୁଣ୍ଡା ପଞ୍ଚାୟତ ଶଙ୍ଖପୁର ଗ୍ରାମର ଧର୍ମପ୍ରାଣ ମହିଳା ତଥା ସମାଜସେବୀ ରାମଚନ୍ଦ୍ର ମହାପାତ୍ରଙ୍କ ସହଧର୍ମିଣୀ ସ୍ବର୍ଗୀୟା ସତ୍ୟଭାମା ଦେବୀଙ୍କ ସ୍ମୁତି ଉତ୍ସବ ପରମାନନ୍ଦ ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମରେ ଶରତ କର -ଅନିମା କର ଫାଉଣ୍ଡେସନ!-->…
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ସମୟସୀମା ବଢାଯାଉ। କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦଶ। ମେଡିକାଲ ଟର୍ମିନେସନ ଅଫ୍ ପ୍ରେଗନେନ୍ସି ଆଇନରେ ସଂଶୋଧନ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ୧୫ ବର୍ଷୀୟା ନାବାଳିକା ଦୁଷ୍କର୍ମ!-->…
କୁଜଙ୍ଗ ତାଲୁକ ଆଇନ ସେବା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳନ କରାଯାଇଅଛି l
କୁଜଙ୍ଗ ତାଲୁକ ଆଇନ ସେବା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳନ କରାଯାଇଅଛି l ଏହି ଅବସରରେ ମାନ୍ୟବର ଚେୟାରମ୍ୟାନ ତାଲୁକ ଆଇନ୍ ସେବା ସମିତି ତଥା ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀଯୁକ୍ତ ଦୀପ୍ତି ପ୍ରକାଶ ବ୍ରହ୍ମା, ସିଭିଲ ଜଜ୍ (ସିନିୟର) ଶ୍ରୀଯୁକ୍ତ ଅବକାଶ ଚୌଧୁରୀ, ସିଭିଲ ଜଜ୍ (ଜୁନିଅର)!-->…
ମଦ ପିଇ ବିଧାନସଭା ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମାନ୍ !
ପଞ୍ଜାବ ବିଧାନସଭାରେ ବଡ ହଙ୍ଗାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ମଦ୍ୟପାନ କରି ବିଧାନସଭା ଆସିଥିବାର ଅଭିଯୋଗ ହୋଇଛି।ବାଜୱା ଦାବି କରିଛନ୍ତି ଯେ, ଗୃହରେ ଥିବା ସବୁ ସଦସ୍ୟଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ଯାଞ୍ଚ!-->…