Browsing Category

ଆଜିର ଖବର

ଆମେରିକାରେ H-1B ଭିସା ଉପରେ ସଙ୍କଟ। ଭାରତୀୟ ଆଶାୟୀଙ୍କ ପାଇଁ ଏକ ବଡ଼ ଝଟକା 

ଆମେରିକାରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥିବା ଭାରତୀୟ ଆଶାୟୀଙ୍କ ପାଇଁ ଏକ ବଡ଼ ଝଟକା । H-1B ଭିସାକୁ ନେଇ ଆମେରିକା କଂଗ୍ରେସରେ ଆସିଛି ଏକ ବିବାଦୀୟ ବିଲ୍ । ଏହି ବିଲ୍ ଯଦି ପାରିତ ହୁଏ, ତେବେ ହଜାର ହଜାର ଭାରତୀୟ ଆଇଟି ପ୍ରଫେସନାଲଙ୍କ ଭାଗ୍ୟ ଖରାପ ହୋଇଯିବ ।ନୂଆ H-1B ଭିସା ଜାରି

ବିଧାନସଭା ସ୍ବତନ୍ତ୍ର ଅଧିବେଶନକୁ ନେଇ ସରଗରମ ରାଜନୀତି

୩୦ ତାରିଖରେ ବିଧାନସଭା ସ୍ବତନ୍ତ୍ର ଅଧିବେଶନକୁ ନେଇ ବାକଯୁଦ୍ଧ। ସରକାରଙ୍କୁ ସିଧା ନିଶାନା କରିଛନ୍ତି ବିରୋଧୀ। ମହିଳା ସଂରକ୍ଷଣ ବିଲ୍ କାଟ୍ ଖାଇବା ପରେ ଏଭଳି ଦିନିକିଆ ଅଧିବେଶନ ଡାକିବାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବିଜେଡି ଓ କଂଗ୍ରେସ ଏହାକୁ ଡ୍ରାମା କହିଥିବା ବେଳେ ବିଜେପି

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

ଆଜି କଟକରେ ଆମ ବସ୍ ଧକ୍କା ଦେବାରୁ ଏକ ଦମ୍ପତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଘର ପାଖରେ ଏକ ବାଇକ୍ ରେ ଏକ ଦମ୍ପତି ରାସ୍ତା କଡ଼ରେ ଠିଆ ହୋଇଥିବା ଜଣାପଡ଼ିଛି। ଏହି ସମୟରେ,

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଅଭିଯୋଗ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ନବରଙ୍ଗପୁର ଜି ଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଏକ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ ଏବଂ ତାଙ୍କ ପରିବାର ।ଗତ ଏପ୍ରିଲ

ମୋଦିଙ୍କ ଓ୍ବାଶିଂ ମେଶିନ ପୁଣି ସକ୍ରିୟ ହୋଇଗଲାଣି : ଜୟରାମ ରମେଶ

ଆମ ଆଦମୀ ପାର୍ଟିର ସାତ ଜଣ ଏମପି ରାଘବ ଚଢା ଏବଂ ସନ୍ଦୀପ ପାଠକଙ୍କ ସମେତ ୭ଜଣ ଦଳ ବିରୁଦ୍ଧରେ ବିଦ୍ରୋହ କରିଛନ୍ତି। ଏମାନଙ୍କ ମଧ୍ୟରୁ ଚାରି ଜଣ ଏମପି ଭାରତୀୟ ଜନତା ପାର୍ଟି (ଭାଜପା)ରେ ମଧ୍ୟ ଯୋଗ ଦେଇଛନ୍ତି।କଂଗ୍ରେସ ଦଳ ଏଏପି ଭିତରେ ଏହି ଫାଟ ସମ୍ପର୍କରେ ପ୍ରଥମ ପ୍ରତିକ୍ରିୟା ପ୍ରକାଶ

ମେ ୧ରୁ ଭିତରକନିକା ବନ୍ଦ ରହିବ 

ମେ ୧ରୁ ଭିତରକନିକା ବନ୍ଦ ରହିବ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ

ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରନ୍ତୁ : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ

ପୁଣି ବର୍ଷିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ମେଟ୍ରୋ, ସିଜିମାଳୀ ପରେ ଏବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶନାମାକୁ ନେଇ ବର୍ଷିଛନ୍ତି ସସ୍ମିତ। ମହାନଦୀ ଜଳ ବିବାଦ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ସସ୍ମିତ ପାତ୍ର।ଏକ ଭିଡିଓ ବାର୍ତ୍ତା

ଚିତାବାଘ ସହ ଲଢ଼େଇ କରି ୪ ବର୍ଷର ଝିଅକୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ବାପା

ଉଦୟପୁର ଜିଲ୍ଲାର ରାସାଲି ଗାଁରେ ଘଟିଛି ଏହି ଘଟଣା । ଜଣେ ବାପା ତାଙ୍କ ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବା ପାଇଁ ଚିତାବାଘ ସହିତ ଲଢ଼ିଲେ । ଆଦିବାସୀ ସୁରେଶ ରାଥୱା କୌଣସି ଅସ୍ତ୍ର ବିନା, ବିପଦପୂର୍ଣ୍ଣ ଚିତାବାଘ ସହିତ ଲଢ଼ିଥିଲେ । ସୁରେଶ ରାଥୱାଙ୍କ ଛୋଟ ଝିଅ ଘର ପଛପଟରେ ଖେଳୁଥିଲା

ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ଉପାଧ୍ୟକ୍ଷ ହେବେ ବିଜେପି ବିଧାୟକ ଅଶୋକ ଲାହିଡ଼ି !

ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ପଶ୍ଚିମବଙ୍ଗ ବିଧାୟକ ଅଶୋକ ଲାହିରୀଙ୍କୁ ନୀତି ଆୟୋଗର ପରବର୍ତ୍ତୀ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅଶୋକ ଏବେ ପଶ୍ଚିମବଙ୍ଗର ବାଲୁରଘାଟରୁ ବିଧାୟକ ଅଛନ୍ତି, କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି। ସେ ଭାରତ

ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରିକୁ ନା

ମଧ୍ୟପ୍ରାଚ୍ୟ ଯୁଦ୍ଧ କାରଣରୁ ସମୁଦ୍ର ପଥରେ ତେଲ ଆସି ପାରୁନାହିଁ। ତଥାପି ଆଜି ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲ୍‌ର କୌଣସି ଅଭାବ ଦେଖାଦେଇନାହିଁ।ସରକାରୀ ତୈଳ କମ୍ପାନିଗୁଡ଼ିକ ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ୍‌ (ଏମ୍‌ଏସ୍‌) ଓ ୫୦୦ ଲିଟରରୁ ଅଧିକ ହାଇସ୍ପିଡ୍‌ ଡିଜେଲ୍ (ଏଚ୍‌ଏସ୍‌ଡି)

ପଞ୍ଜିକୃତ ଦଲିଲକୁ ରଦ୍ଦ କରିପାରିବେନି ରେଜିଷ୍ଟ୍ରେସନ ଅଧିକାରୀ:ହାଇକୋର୍ଟ

ଥରେ ଜମି କିଣାବିକା ଦଲିଲ ହୋଇଯିବା ପରେ ଉକ୍ତ ପଞ୍ଜୀକୃତ ଦଲିଲ୍‌କୁ ସବ୍-ରେଜିଷ୍ଟ୍ରାର ବା କେହି ରେଜିଷ୍ଟ୍ରେସନ୍ ଅଧିକାରୀ ରଦ୍ଦ କରିପାରିବେ ନାହିଁ ବୋଲି ଦଲିଲ୍ ରଦ୍ଦ ବା କ୍ୟାନ୍ସଲେସନ ଡିଡ୍ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ।

ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି।ହର୍ମୁଜରୁ ପ୍ରଥମ ଟୋଲ୍‌ ଆଦାୟ କଲା ଇରାନ

ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବ ବୋଲି ବିଶ୍ବବାସୀ ଅପେକ୍ଷା କରିଥିବା ‌ବେଳେ ଏହା ବିଫଳ ହେବ ବୋଲି ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛି । ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ପାକିସ୍ତାନ ଗସ୍ତରେ ଅଛନ୍ତି । କିନ୍ତୁ ସେ ସିଧାସଳଖ