Browsing Category
ଆଜିର ଖବର
କଟକରେ ଗଣ୍ଡଗୋଳକୁ ନେଇ ଓଡିଶା ପୋଲିସର ବାର୍ତ୍ତା
କଟକରେ ଗଣ୍ଡଗୋଳକୁ ନେଇ ଓଡିଶା ପୋଲିସର ବାର୍ତ୍ତା। ଏନେଇ ଓଡିଶା ପୋଲିସ ଆଡଭାଇଜରୀ ଜାରି କରି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଯେ ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ।!-->…
କଟକ ସହରରେ ଅଶାନ୍ତି ସୃଷ୍ଟି ଘଟଣାରେ ୮ ଜଣ ଗିରଫ
କଟକ ସହରରେ ଅଶାନ୍ତି ସୃଷ୍ଟି ଘଟଣାରେ ୮ ଜଣ ଗିରଫ ହୋଇଛନ୍ତି । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସଦେବଦତ୍ତତ୍ତ ସିଂ । କହିଛନ୍ତି, ଅଶାନ୍ତି ସୃଷ୍ଟି, ଭଙ୍ଗାରୁଜା, ପୋଲିସକୁ ଆକ୍ରମଣ ଘଟଣାରେ ଗିରଫ କରାଯାଇଛି । ୩ଟି ମାମଲାରେ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତଙ୍କ ବିରୋଧରେ!-->…
ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା,!-->…
ଆସନ୍ତାକାଲି ଠାରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ,୨ହଜାର ୫ଶହ ମହିଳାଙ୍କ ପାଇଁ ବ୍ୟବସ୍ଥା
ଆସନ୍ତାକାଲି ଠାରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ଓଡ଼ିଶାର କୋଣ ଅନୁକୋଣରୁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ ପାଇଁ ପୁରୀ ଆସିଛନ୍ତି। ହବିଷ୍ୟାଳୀମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ପୋଲିସ ପକ୍ଷରୁ ଗ୍ରହଣ କରାଯାଇଛି।ଶ୍ରୀମନ୍ଦିର ସିଂହଦ୍ଵାର!-->…
ବାରହା କବଳରୁ ମୁକୁଳିଲେ ୫ ପର୍ଯ୍ୟଟକ
ଦୀର୍ଘ ୧୨ ଘଣ୍ଟାର ଅପରେସନ୍ ପରେ ଉଦ୍ଧାର ହେଲେ ପର୍ଯ୍ୟଟକ ଓ ଉଦ୍ଧାରକାରୀ । ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡ଼ରେ ଆତଙ୍କ ଖେଳାଇଥିବା ବାରହା କବଳରୁ ମୁକୁଳିଛନ୍ତି ୫ ପର୍ଯ୍ୟଟକ । ହିଂସ୍ର ବାର୍ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ । ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା!-->…
ଆଜି କୁମାର ପୂର୍ଣ୍ଣିମା ଏବଂ ଏକ ମାସ ଧରି ଚାଲିଥିବା ଜହ୍ନି ଓଷାର ଶେଷ ଦିନ
ଚଳିତବର୍ଷ କୁମାର ପୂର୍ଣ୍ଣିମା କେଉଁଦିନ ପାଳନ ହେବ ତାହାକୁ ନେଇ ପାଞ୍ଜି ଓ କ୍ୟାଲେଣ୍ଡରରେ ଭିନ୍ନ ତାରିଖ ଥିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ସାଧାରଣତଃ କୁମାରପୂର୍ଣ୍ଣମୀ ଓ ଗଜଲକ୍ଷ୍ମୀ ପୂଜା ଗୋଟିଏ ଦିନରେ ପଡ଼ିଥାଏ। ମାତ୍ର ଏବର୍ଷ ପାଞ୍ଜିରେ କୁମାର ପୂର୍ଣ୍ଣମୀ ବା ଆଶ୍ବିନ ପୂର୍ଣ୍ଣମୀ!-->…
*ପିକ ଉପ ଭେନ ଧକ୍କା ରେ ବାଇକ ଚାଳକ ଙ୍କ ମୃତ୍ୟୁ*
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରୁପ୍ରା ଦେଇ ପଲମକୁ ସଂଯୋଗ କରୁଥିବା ପିଡବ୍ଲୁଡି ରାସ୍ତାର ଟକର୍ଲା ଗ୍ରାମ ପଞ୍ଚାୟତ ଅଧିନ ଆଲିମ୍ ନିକଟରେ ରବିବାର ଅପରାହ୍ନରେ ବାଇକ୍ ଓ ପିକ୍ଅପ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ଶୋଚନୀୟ ଭାବରେ ମୃତ୍ୟୁ ଘଟିଥିବା!-->…
ସିସିଟିଭିରୁ ଚିହ୍ନଟ ହେଲା କଟକ ବିଶୃଙ୍ଖଳାର ମାଷ୍ଟରମାଇଣ୍ଡ
ଦୁର୍ଗାପୂଜା ଭସାଣି ରାତିର ଗଣ୍ଡଗୋଳ, ଉତ୍ତେଜନାକୁ କେନ୍ଦ୍ର କରି ଅଶାନ୍ତ ହୋଇପଡିଛି କଟକ ସହର । ଦୁଇ ଦିନ ଧରି ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ରବିବାର ସହରରେ ଜଳିଥିଲା ନିଆଁ । ଏପଟେ କଟକ ସହରର ବିଶୃଙ୍ଖଳାକାରୀ ସିସିଟିଭିରୁ ଚିହ୍ନଟ ହୋଇଛି। ଆଇନ ଶୃଙ୍ଖଳା ADG ସଂଜୟ କୁମାରଙ୍କ!-->…
୩୬ ଘଣ୍ଟା ପାଇଁ କଟକରେ କର୍ଫ୍ୟୁ । କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ପୋଲିସ କମିଶନର
କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ଶୋଭାଯାତ୍ରାରେ ଶ୍ରୀରାମଙ୍କ ସଙ୍ଗୀତକୁ!-->…
ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ସେବା ଯୋଜନା ର ସ୍ୱତନ୍ତ୍ର ଶିବିର ଉଦଯାପିତ
ଗଣିଆ (ବିଶ୍ୱରଞ୍ଜନ୍ ସେଠି) ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଗତ ମଙ୍ଗଳବାର ଠାରୁ ଗଣିଆ ବ୍ଳକସ୍ଥିତ ଆଂଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଏକ ସ୍ୱତନ୍ତ୍ର ୭ଦିନିଆ ସେବା ଶିବିର ଚାଲିଥିବାବେଳେ ରବିବାର ତାହା ଉଦଯାପିିତ ହୋଇଯାଇଛି । ଉଦଯାପନୀ ଦିବସରେ ମହାବିଦ୍ୟାଳୟର!-->…
ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ଏହି!-->…
କର୍ଣ୍ଣାଟକରୁ ବରଗଡ଼ ଜିଲ୍ଲାକୁ ଆସିଥିବା କଫ୍ ସିରପ୍ ସିଜ୍, ରାଜ୍ୟବାସୀ ପ୍ୟାନିକ ହୁଅନ୍ତୁ ନାହିଁ
କର୍ଣ୍ଣାଟକରୁ ଓଡ଼ିଶା ସହ ୪ରାଜ୍ୟକୁ ଆସିଥିଲା ଏହି କଫ ସିରଫ। ବରଗଡ଼ ଜିଲ୍ଲାକୁ ୧୩୦ଟି କଫ ସିରଫ ଆସିଥିଲା। ତାକୁ ଡ୍ରକ୍ସ କଣ୍ଟ୍ରୋଲ ବିଭାଗ ତରଫରୁ ସିଜ୍ କରିବା ସହ ଲ୍ୟାବକୁ ପଠାଯାଇଛି । କୌଣସି ରିଟେଲର ପାଖାକୁ ଏହା ଯାଇନି। ରାଜ୍ୟବାସୀ ପ୍ୟାନିକ ହୁଅନ୍ତୁ ନାହିଁ ।ମଧ୍ୟପ୍ରଦେଶ ଘଟଣା ପରେ!-->…