Browsing Category

ଆଜିର ଖବର

ଫଳ ଉପରେ କେମିକାଲ ବ୍ୟବହାର ପଡ଼ିଲା ମହଙ୍ଗା ! ପୁରୀ ଓ ବ୍ରହ୍ମପୁରର ବିଭିନ୍ନ ଫଳ ଗୋଦାମ ଓ ଦୋକାନରେ ଚଢ଼ାଉ 

କୃତ୍ରିମ ଉପାୟରେ ଫଳ ପଚାଇବା ଓ ଅସ୍ୱାସ୍ଥ୍ୟକର ପରିବେଶରେ ଫଳ ସଂରକ୍ଷଣ ଅଭିଯୋଗରେ ପୁରୀ ଓ ବ୍ରହ୍ମପୁରର ବିଭିନ୍ନ ଫଳ ଗୋଦାମ ଓ ଦୋକାନରେ ଚଢ଼ାଉ କରାଯାଇଛି। ପୁରୀରେ ୨୦ କିଲୋଗ୍ରାମ କଦଳୀ ଜବତ କରାଯାଇ ନଷ୍ଟ କରାଯାଇଥିବା ବେଳେ ବ୍ରହ୍ମପୁରରେ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୫ ହଜାର ଟଙ୍କା

BRICSର ‘ନୂଆଦିଲ୍ଲୀ ଘୋଷଣାପତ୍ର’ରେ ପହଲଗାମ ଆକ୍ରମଣକୁ ନିନ୍ଦା

ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି।ଘୋଷଣାପତ୍ର ଉପସ୍ଥାପନ

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ

:-ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ କଲଣ୍ଡାପାଳ, ରାମିମୁଣ୍ଡା,ଅରା ହାଟ ବଉଳିଗୋଡ, କଙ୍କିନାଲୀ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ

ଭାରତୀୟ ଚାଷୀଙ୍କୁ ରୁଷର ବଡ଼ ଉପହାର

ଆଜି ଶନିବାର ଦିଲ୍ଲୀରେ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ଆୟୋଜକ ଭାରତ ବ୍ୟତୀତ, ରୁଷ, ଚୀନ୍ ଏବଂ ବ୍ରାଜିଲ ସମେତ ଅନେକ ଦେଶର ନେତାମାନେ ମଧ୍ୟ ଏହି ସମ୍ମିଳନୀରେ ଯୋଗ ଦେଉଛନ୍ତି। ଏହାରି ଭିତରେ ଋଷକୁ ନେଇ ଏକ ବଡ଼ ଖବର ସାମ୍ମାକୁ ଆସିଛି। କୁହାଯାଉଛି ପିଏମ୍ ମୋଦିଙ୍କୁ ଦେଇଥିବା

 ୨୦୨୬ ଶେଷକୁ ୩ ବାତ୍ୟା ସମ୍ଭାବନା; ୪୪ ବର୍ଷରେ ହେବ ସବୁଠୁ ଶକ୍ତିଶାଳୀ

ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ୨୦୨୬ ଶେଷ ସୁଦ୍ଧା ତାଣ୍ଡବ ରଚିବ ବାତ୍ୟା । ଗୋଟିଏ ନୁହେଁ ୩ଟି ବ୍ୟାକ୍ ଟୁ ବ୍ୟାକ୍ ବାତ୍ୟା ଆଣିବ ପ୍ରଳୟ । ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ଶକ୍ତିଶାଳୀ ବାତ୍ୟାର ସାମ୍ନା କରିବ ଦେଶ । ୮୩ ପ୍ରତିଶତରୁ ଅଧିକ ରହିବ ତୀବ୍ରତା ।

ଚାଷ ଜମିରେ କୁମ୍ଭୀର ଆତଙ୍କ! ୬ ଫୁଟର ବଉଳା ପଡ଼ିଲା ଲଞ୍ଜାରେ

ବିଲରେ ବଉଳା କୁମ୍ଭୀର। ମାଛ ଧରିବା ପାଇଁ ବାସଯାଇଥିବା ଲଞ୍ଜାରେ ପଡିଲା ୬ ଫୁଟର ବଉଳା କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋଲା ଗାଁ ଚାଷ ଜମିରେ ବର୍ଷାପାଣି ଜମି ରହିଛି । ଲୋକେ ମାଛ ଧରିବା ପାଇଁ ଗତକାଲି ରାତିରେ ଜମି ର ଶେଷ ମୁଣ୍ଡରେ ଲଞ୍ଜା ବସାଇଥିଲେ । ଆଜି

୬ ବର୍ଷ ପରେ ପୁଣିଥରେ ଚୀନରୁ ଦିଲ୍ଲୀକୁ ଉଡ଼ିବ ବିମାନ

୬ ବର୍ଷ ପରେ ପୁଣିଥରେ ଚୀନରୁ ଦିଲ୍ଲୀକୁ ଉଡ଼ିବ ବିମାନ । ୨୧ ତାରିଖରୁ ଚାଇନା ସଦର୍ଣ୍ଣ ଏୟାରଲାଇନ୍ସ ଗୁଆଙ୍ଗଜୋ ଏବଂ ନୂଆଦିଲ୍ଲୀ ମଧ୍ୟରେ ନିୟମିତ ଯାତ୍ରୀବାହୀ ବିମାନ ସେବା ପୁନଃଆରମ୍ଭ କରୁଛି । ଫ୍ଲାଇଟ୍ CZ359 ଗୁଆଙ୍ଗଜୋରୁ ସ୍ଥାନୀୟ ସମୟ ଅପରାହ୍ନ ୩:୩୫ ରେ ବାହାରି ସନ୍ଧ୍ୟା ୭:୦୦ ରେ

ଭାରତରେ ପହଁଚିଲେ ସି ଜିନପିଙ୍ଗ୍ : ନୂଆଦିଲ୍ଲୀରେ ଅବତରଣ କଲା ସ୍ୱତନ୍ତ୍ର ବିମାନ

BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ । ଚୀନ୍ ରାଷ୍ଟ୍ରପତିଙ୍କ ସହ ଆସିଛନ୍ତି ଦେଶର ଶୀର୍ଷ କୂଟନୀତିଜ୍ଞ ଓ ବରିଷ୍ଠ ନେତା । ଦିଲ୍ଲୀରେ ପହଞ୍ଚିଛନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ । ଦୀର୍ଘ ୭ ବର୍ଷର ବ୍ୟବଧାନ ପରେ ଭାରତ ମାଟିରେ ପାଦ ରଖୁଛନ୍ତି ଚୀନ୍ ରାଷ୍ଟ୍ରପତି

ନନ୍ଦନକାନନରେ ନୂଆ ଅତିଥି, ବନ୍ତାରାରୁ ଆସିଲେ ୭ ପ୍ରଜାତିର ଜୀବଜନ୍ତୁ

ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ଅତିଥି। ଗୁଜୁରାଟର ବନତାରାରୁ ନନ୍ଦନକାନନକୁ ଆସିଛନ୍ତି ୪୦ରୁ ଅଧିକ ଜୀବଜନ୍ତୁ। ଏହି ନୂଆ ଅତିଥିଙ୍କ ମଧ୍ୟରେ ରହିଛନ୍ତି ଜେବ୍ରା, ୱାଲାବି, କଙ୍ଗାରୁ ଏବଂ କସୁଆରି ଭଳି ବିରଳ ଓ ଆକର୍ଷଣୀୟ ପ୍ରାଣୀ।ନନ୍ଦନକାନନ ଆସିବା ପରେ ସମସ୍ତଙ୍କୁ

ଆଜିଠୁ ପିଜି ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ

ଆଜିଠୁ ପିଜି ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା । ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲିପଡ଼ିଥିବା ସ୍ନାତକୋତ୍ତର(ପିଜି) ସିଟ୍‌ରେ ଆଜିଠୁ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୧୨ରୁ ୨୧ ମଧ୍ୟରେ ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ ସାମ୍‌

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶା ଏବଂ ଆଭ୍ୟନ୍ତରୀଣ

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି । ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ । ନଭେମ୍ବର ୭ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ। ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ଏହି ସର୍ଭେ ପାଇଁ ମାଷ୍ଟର ଟ୍ରେନରଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୨୩ ତାରିଖରେ ଆୟୋଜନ କରାଯିବ।