Browsing Category

ଆଜିର ଖବର

 ଦିଲ୍ଲୀରୁ ସିମଲାକୁ ସିଫ୍ଟ । ୬ ଦିନ ପାଇଁ ଶିମଲାରୁ କାମ କରିବେ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀରୁ ସିମଲାକୁ ସିଫ୍ଟ ହେଲେ ରାଷ୍ଟ୍ରପତି । ଏଥିପାଇଁ ଦିଲ୍ଲୀର ରାଷ୍ଟ୍ରପତି କାର୍ଯ୍ୟାଳୟ ସିମଲାକୁ ସିଫ୍ଟ କରିଦିଆଯାଇଛି । ୬ ଦିନ ପାଇଁ ଦିଲ୍ଲୀରେ ହେଉଥିବା ସମସ୍ତ କାର୍ଯ୍ୟ ଏବେ ସିମଲା କରାଯିବ । ତେବେ ଏଥିପାଇଁ ହିମାଚଳ ସରକାର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ପ୍ରକାରର

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏଥର ସେ ତାଙ୍କ ପ୍ଲାଟଫର୍ମ ଟ୍ରୁଥ୍ ସୋସିଆଲରେ ଆମେରିକୀୟ ଲେଖକ ଏବଂ ମତାମତକାରୀ ମାଇକେଲ୍ ସାଭେଜଙ୍କ ଏକ ପୁରୁଣା ଭିଡିଓକୁ ରି-ପୋଷ୍ଟ କରିଛନ୍ତି, ଯେଉଁଥିରେ ଭାରତ ଏବଂ ଚାଇନା

ମେ ୧୫ରୁ CBSE ଦ୍ବିତୀୟ ବୋର୍ଡ ପରୀକ୍ଷା

ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ । ମେ ୧୫ରୁ ୨୧ତାରିଖ ଯାଏଁ ଚାଲିବ ପରୀକ୍ଷା ।ସକାଳ ୧୦ଟା ୩୦ ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା । ଚଳିତ ବର୍ଷ ପ୍ରଥମ ଥର ସିବିଏସଇ ପକ୍ଷରୁ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ବୋର୍ଡ

ପ୍ରବଳ ଗରମ ସହ କାଳବୈଶାଖୀ ନେଇ ଆଲର୍ଟ ଜାରି

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଗରମ ଭିତରେ କିଛି ମାତ୍ରାରେ ଆଶ୍ବସ୍ତି ଆଣିବ କାଳବୈଶାଖୀ ବର୍ଷା । ପ୍ରବଳ ଗରମ ସହ କାଳବୈଶାଖୀ ନେଇ ଆଲର୍ଟ ଜାରି ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପ୍ରବଳ ଗରମ ସହ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ

ରତ୍ନଭଣ୍ଡାର ପ୍ରସଙ୍ଗରେ ବିରୋଧୀ-ଶାସକ ମୁହାଁମୁହିଁ । ବବିଙ୍କୁ ମୁହଁତୋଡ ଜବାବ ରଖିଲେ ଆଇନମନ୍ତ୍ରୀ

ରତ୍ନଭଣ୍ଡାର ପ୍ରସଙ୍ଗରେ ଆରମ୍ଭ ହୋଇଛି ବାକ୍ ବିତର୍କ । ଶାସକ ଏବଂ ବିରୋଧୀ ଏବେ ମୁହାଁମୁହିଁ । ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସଙ୍କ ପୋଷ୍ଟର ଜବାବ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ।ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରନି, ଗୋଟିଏ ଦିନରେ ଦୁଃସାହସ ଛଡାଇ ଦେବୁ ।

ସ୍କୁଲ ଛୁଟି ନେଇ ଆଜି ନିଆଯିବ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ। ସ୍କୁଲ ଛୁଟି ନେଇ ଗୁରୁବାର ଦିନ ନିଆଯିବ ନିଷ୍ପତ୍ତି । ଏସଆରସିଙ୍କ ସହ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ । ଏନେଇ ସୂଚନା ଦେଇଛନ୍ତି

ଅନଲାଇନ୍ ଗେମିଂ ରେଗୁଲେଶନ ଆକ୍ଟ-୨୦୨୫ ଅଧୀନରେ ମେ’ ପହିଲାରୁ ସମଗ୍ର ଦେଶରେ ଲାଗୁ ହେବ

ଦେଶରେ ଅନଲାଇନ୍ ଗେମିଂଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅନଲାଇନ୍ ଗେମିଂ ଅଥରିଟି ଅଫ୍ ଇଣ୍ଡିଆ(ଓଜିଏଆଇ) ଗଠନ ନେଇ ବିଜ୍ଞପ୍ତି ଜାରି କରିଛନ୍ତି । ତେବେ ନୂଆ ନିୟମଗୁଡ଼ିକ ଅଧୀନରେ ଗେମିଂ କମ୍ପାନିଗୁଡ଼ିକୁ ବଡ଼ ଆଶ୍ବସ୍ତି ଦେଇଛନ୍ତି ।ସରକାର ସାର୍ଟିଫିକେଟ୍ର ବୈଧତାକୁ ଦୁଇ

ଅବକାରୀ ବିଭାଗ ର ଚଢ଼ାଉ।20 ଲିଟର ଦେଶୀ ମଦ ସହ ବାଇକି ଜବତ।

କୋଣାର୍କ:- 22/04/2026 ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ନିମାପଡା ଅବକାରୀ ରେଞ୍ଜ ନିରୀକ୍ଷକ ଶ୍ରୀ ପ୍ରଭାକର ସେଠିଙ୍କ ନେତୃତ୍ୱରେ ଏକ ଟିମ ଗୋପ ଥାନା ଅଧୀନ ଯୋଗେଶ୍ୱରପୁର ବଜ଼ାର ନିକଟରେ ଚଢ଼ାଉ କରି 20 ଲିଟର ଦେଶୀ ମଦ ଏବଂ ତାର TVS Excel

ବୁଦ୍ଧିଜୀବୀ ସାରସ୍ୱତ ସେବା ମଞ୍ଚ ପକ୍ଷରୁ ସ୍ମୁତି ଉତ୍ସବ

ମାହାଙ୍ଗା -୨୨/୪ ମାହାଙ୍ଗା ବୁଦ୍ଧିଜୀବୀ ସାରସ୍ୱତ ସେବାମଞ୍ଚ ପକ୍ଷରୁ ସହୀଦ ଭବନ ମଣିଯୋରୀ ପ୍ରାଙ୍ଗଣରେ ଧର୍ମପ୍ରାଣ ପୁରୁଷ ଧୃବାନନ୍ଦ ସ୍ବାଇଁଙ୍କ ସ୍ମୁତିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ସାହିତ୍ୟିକ ଅଖିଳେଶ ପଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସ୍ମୁତି ସଭାରେ

ଛାତ୍ରୀ, ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ସିସିଟିଭି ସ୍କାନରରେ ରହିବ କ୍ୟାମ୍ପସ୍, ଶ୍ରେଣୀ ଗୃହରେ ଲାଗିବ କାଚ କବାଟ…

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ଓ ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନକୁ ଚିଠି କରାଯାଇଛି ।କ୍ୟାମ୍ପସରେ ବାରମ୍ବାର ଯୌନ ନିର୍ଯାତନା, ଛାତ୍ରୀଙ୍କୁ ଦୁର୍ବବ୍ୟହାର, ଅଶ୍ଲୀଳ ଆଚରଣ ପ୍ରଦର୍ଶନର ଅଭିଯୋଗ ହେଉଛି । ଏହାକୁ ନେଇ ଏବେ ଚିନ୍ତାରେ ଉଚ୍ଚଶିକ୍ଷା ବିଭାଗ । ଏଣିକି

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ ଶିକ୍ଷକ, ଗିରଫ କଲା ପୋଲିସ

ଟିଉସନ ଦେବା ନାଁରେ ନାବାଳିକା ଛାତ୍ରୀଙ୍କୁ ବାରମ୍ବାର ଅସଦାଚରଣ । ଏ ସମ୍ପର୍କରେ କାହାକୁ କହିଲେ ଆପତ୍ତିଜନକ ଫଟୋ ବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବାକୁ ଧମକ ଦେଇଥିଲେ ଟିଉସନ ଶିକ୍ଷକ।ଶେଷରେ ପୀଡିତା ଛାତ୍ରୀଙ୍କ ଅଭିଯୋଗ ପରେ ଗତକାଲି(ବୁଧବାର) ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ

ଏପ୍ରିଲ 2026ରୁ ଓଡ଼ିଶାରେ ‘ପ୍ରୋଫେସନାଲ ଟ୍ୟାକ୍ସ’ ବନ୍ଦ, ଉପକୃତ ହେବେ ଚାକିରିଆ ଓ ବ୍ୟବସାୟୀ

ରାଜ୍ୟ ସରକାର ଦୀର୍ଘ ବର୍ଷ ଧରି ପ୍ରଚଳିତ ହୋଇ ଆସୁଥିବା ‘ଓଡ଼ିଶା ବୃତ୍ତି, ବ୍ୟାପାର, ଜୀବିକା ଓ ନିଯୁକ୍ତି ଉପରେ ଟିକସ’ ବା ପ୍ରଫେସନାଲ ଟ୍ୟାକ୍ସକୁ ସମ୍ପୂର୍ଣ୍ଣ ଭାବେ ଉଠାଇ ଦେଇଛନ୍ତି । ତେବେ ଚଳିତ ବାର୍ଷିକ ବଜେଟରେ ଏପ୍ରିଲ ପହିଲାରୁ ପିଛିଲା ଭାବେ ପ୍ରଫେସନାଲ ଟ୍ୟାକ୍ସ ଉଚ୍ଛେଦ ନେଇ