Browsing Category

ଆଜିର ଖବର

ଛାତ୍ରୀ, ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ସିସିଟିଭି ସ୍କାନରରେ ରହିବ କ୍ୟାମ୍ପସ୍, ଶ୍ରେଣୀ ଗୃହରେ ଲାଗିବ କାଚ କବାଟ…

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ଓ ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନକୁ ଚିଠି କରାଯାଇଛି ।କ୍ୟାମ୍ପସରେ ବାରମ୍ବାର ଯୌନ ନିର୍ଯାତନା, ଛାତ୍ରୀଙ୍କୁ ଦୁର୍ବବ୍ୟହାର, ଅଶ୍ଲୀଳ ଆଚରଣ ପ୍ରଦର୍ଶନର ଅଭିଯୋଗ ହେଉଛି । ଏହାକୁ ନେଇ ଏବେ ଚିନ୍ତାରେ ଉଚ୍ଚଶିକ୍ଷା ବିଭାଗ । ଏଣିକି

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ ଶିକ୍ଷକ, ଗିରଫ କଲା ପୋଲିସ

ଟିଉସନ ଦେବା ନାଁରେ ନାବାଳିକା ଛାତ୍ରୀଙ୍କୁ ବାରମ୍ବାର ଅସଦାଚରଣ । ଏ ସମ୍ପର୍କରେ କାହାକୁ କହିଲେ ଆପତ୍ତିଜନକ ଫଟୋ ବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବାକୁ ଧମକ ଦେଇଥିଲେ ଟିଉସନ ଶିକ୍ଷକ।ଶେଷରେ ପୀଡିତା ଛାତ୍ରୀଙ୍କ ଅଭିଯୋଗ ପରେ ଗତକାଲି(ବୁଧବାର) ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ

ଏପ୍ରିଲ 2026ରୁ ଓଡ଼ିଶାରେ ‘ପ୍ରୋଫେସନାଲ ଟ୍ୟାକ୍ସ’ ବନ୍ଦ, ଉପକୃତ ହେବେ ଚାକିରିଆ ଓ ବ୍ୟବସାୟୀ

ରାଜ୍ୟ ସରକାର ଦୀର୍ଘ ବର୍ଷ ଧରି ପ୍ରଚଳିତ ହୋଇ ଆସୁଥିବା ‘ଓଡ଼ିଶା ବୃତ୍ତି, ବ୍ୟାପାର, ଜୀବିକା ଓ ନିଯୁକ୍ତି ଉପରେ ଟିକସ’ ବା ପ୍ରଫେସନାଲ ଟ୍ୟାକ୍ସକୁ ସମ୍ପୂର୍ଣ୍ଣ ଭାବେ ଉଠାଇ ଦେଇଛନ୍ତି । ତେବେ ଚଳିତ ବାର୍ଷିକ ବଜେଟରେ ଏପ୍ରିଲ ପହିଲାରୁ ପିଛିଲା ଭାବେ ପ୍ରଫେସନାଲ ଟ୍ୟାକ୍ସ ଉଚ୍ଛେଦ ନେଇ

ସମ୍ବଲପୁର ଭିସୁଟର ମେକାନିକାଲ ବିଭାଗର ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ଭିସୁଟରେ ପୁଣି ରାଗିଂ ଅଭିଯୋଗ । ସମ୍ବଲପୁର ଭିସୁଟର ମେକାନିକାଲ ବିଭାଗର ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି । ରାଗିଂ ଅଭିଯୋଗରେ ୪ ଜଣ ସିନିଅର ଛାତ୍ରଙ୍କୁ ଗଠନ କରାଯାଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଛାତ୍ରମାନଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିଛି । ଜଣେ ଛାତ୍ରଙ୍କୁ ୧୦ ହଜାର ଓ ଅନ୍ୟ

ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ସ୍ଥାନଗୁଡ଼ିକର ଇଂରାଜୀ ବନାନ ସଂଶୋଧନ ନେଇ ସୂଚନା ଜାରି

ରାଜ୍ୟର ବିଭିନ୍ନ ସ୍ଥାନର ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂରାଜୀ ବନାନ ସଂଶୋଧନ ସମ୍ବନ୍ଧରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସୁପାରିଶ ହୋଇଥିବା ପ୍ରସ୍ତାବଗୁଡ଼ିକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଉପସ୍ଥାପନ କରାଯାଇ ମତାମତ ଓ ପରାମର୍ଶ ଆହ୍ଵାନ

ପଶ୍ଚିମବଙ୍ଗରେ ୧୫୨ ଏବଂ ତାମିଲନାଡୁରେ ୨୩୪ଟି ସିଟ୍ ପାଇଁ ଚାଲିଛି ଭୋଟିଂ

ପଶ୍ଚିମବଙ୍ଗରେ ୧୫୨ ଏବଂ ତାମିଲନାଡୁରେ ୨୩୪ଟି ସିଟ୍ ପାଇଁ ଭୋଟିଂ ହେଉଛି । ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ପ୍ରଥମ ପର୍ଯ୍ୟାୟ ଆଜି ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ୧୫୨ଟି ଆସନ ପାଇଁ ଭୋଟ୍ ହେଉଛିଥିବାବେଳେ ତାମିଲନାଡୁରେ ଗୋଟିଏ ପର୍ଯ୍ୟାୟରେ

ବିନା ସୁଧରେ ଖରିଫ୍ ଋତୁ ପାଇଁ  ଚାଷୀଙ୍କୁ ମିଳିବ ୧୧,୫୦୦ କୋଟିର ଋଣ

ରାଜ୍ୟର କୃଷି କ୍ଷେତ୍ରକୁ ଅଧିକ ଗତିଶୀଳ କରିବା ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର ଚଳିତ ଖରିଫ୍ ଋତୁ ପାଇଁ ଏକ ବୃହତ୍ ଋଣ ଯୋଜନା ଘୋଷଣା କରିଛନ୍ତି। ଏଥର ଖରିଫ୍ ଋତୁରେ ସମବାୟ ବ୍ୟାଙ୍କଗୁଡ଼ିକ ଜରିଆରେ ଚାଷୀଙ୍କୁ ମୋଟ ୧୧ ହଜାର ୫୦୦ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ

ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା

ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା ।ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିଲା।ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ସନ୍ଦେହ କରୁଛି ଯେ ବଳାତ୍କାର ପରେ ତାଙ୍କୁ ହତ୍ୟା

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା କରିପାରେ 

ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ କହିଛନ୍ତି ଯେ ଭାରତ ଦୁଇ ରାଷ୍ଟ୍ର ମଧ୍ୟରେ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଛି, କିନ୍ତୁ ଉଲ୍ଲେଖ କରିଛନ୍ତି ଯେ ପ୍ରତ୍ୟେକ ଜିନିଷ

ଜିଲ୍ଲା କାରାଗାରରୁ କଏଦୀ ଚମ୍ପଟ । ଜେଲ ପରିସରରେ ସୁରକ୍ଷାକୁ ନେଇ ପ୍ରଶ୍ନ

କଳାହାଣ୍ଡି ଜିଲା କାରାଗାରରୁ ଜଣେ ବିଚାରଧିନ କଏଦୀ ଫେରାର ମାରିଛି। ଫେରାର କଏଦୀ ଜଣକ ସଦର ଥାନା ଅନ୍ତର୍ଗତ ଠେମରା ଗାଁର ଜଗନ୍ନାଥ ଶବର ବୋଲି ଜଣାପଡିଛି। ସଦର ଥାନା ଅଞ୍ଚଳର ୩ଟି ଚୋରି ମାମଲାରେ ଗତ ଫେବ୍ରୁଆରୀ ୧୪ ତାରିଖରୁ ସେ ବିଚାରଧିନ କଏଦୀ ଭାବରେ ସ୍ଥାନୀୟ ଜିଲା କାରାଗାରରେ ଥିଲା।

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ଆସିବ ଏସଓପି

ଅଧିକ ଖରା ହେଲେ ବନ୍ଦ କରାଯାଇପାରେ ଜନଗଣନା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଜନଗଣନା ବେଳେ କିଛି ଅଧିକାରୀ ଅସୁସ୍ଥ ହେବା ଖବର ଆସିଛି । ଆଜି ବିଭାଗୀୟ ଅଧିକାରୀଙ୍କବୈଠକ ପାଇଁ ଡକାଯାଇଛି । ଏହା ପରେ ଜନଗଣନାରେ ନିୟୋଜିତ ଥିବା

ଆଜି ବିଶ୍ୱ ପୃଥିବୀ ଦିବସ

ଆଜି 'ୱାର୍ଲ୍ଡ ଆର୍ଥ ଡେ' ବା ବିଶ୍ବ ପୃଥିବୀ ଦିବସ। ଆଜି ‘ବିଶ୍ୱ ପୃଥିବୀ ଦିବସ’ ଅବସରରେ ପୃଥିବୀକୁ ରକ୍ଷା କରିବା ପାଇଁ ସମଗ୍ର ବିଶ୍ୱ ଏକଜୁଟ ହୋଇଛି । ଏହା କେବଳ ଏକ ଉତ୍ସବ ପାଳନ ନୁହେଁ, ବରଂ ଆଗାମୀ ପିଢ଼ିର ସୁରକ୍ଷିତ ଭବିଷ୍ୟତ ପାଇଁ ଏକ ଦୃଢ଼ ସଙ୍କଳ୍ପ ନେବାର ବେଳ ବୋଲି