Browsing Category
ଆଜିର ଖବର
ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି ସହ ଖୋଲିଲା ବାବା କେଦାରନାଥଙ୍କ କପାଟ
ଆଜି ପାରମ୍ପରିକ ରୀତିନୀତି ଏବଂ ବୈଦିକ ମନ୍ତ୍ର ଉଚ୍ଚାରଣରେ ଖୋଲିଲା କେଦାରନାଥ ଦ୍ୱାର । କପାଟ ଖୋଲିବା ମାତ୍ରେ ସମଗ୍ର ମନ୍ଦିର ପରିସର "ହର ହର ମହାଦେବ" ଏବଂ "ଜୟ ବାବା କେଦାର" ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା।ସାରା ଭାରତରୁ ପହଞ୍ଚିଛନ୍ତି ବାବାଙ୍କ ଭକ୍ତ । ଭକ୍ତମାନଙ୍କ ମଧ୍ୟରେ!-->…
ଜନଗଣନା କରୁଥିବା କର୍ମଚାରୀଙ୍କ ସୁରକ୍ଷା ନେଇ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି
ଜନଗଣନାରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ଲେଖିଛି । ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ଯାଏଁ ଚାଲିବ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ!-->…
କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍ଶୀଘ୍ର କଢ଼ାଯିବ ବାଲି
କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍ଶୀଘ୍ର ବାଲି କଢ଼ାଯିବ ସୂଚନା ମିଳିଛି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଥିବା ଏଏସ୍ଆଇ ପକ୍ଷରୁ କୁହାଯାଇଛି ।ପୂର୍ବରୁ ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା। ସେଠାରୁ ବାଲିର ନମୁନା ସଂଗ୍ରହ!-->…
ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି
ଆଜି ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଗୋଟିଏ ବର୍ଷ ପୂରିଛି । ଆକ୍ରମଣର ପ୍ରଥମ ବାର୍ଷିକୀରେ ଭାରତ ପହଲଗାମ ସହିଦଙ୍କୁ ଭୁଲିନାହିଁ ।ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି,!-->…
ଯୁବତୀଙ୍କୁ ବୀଭତ୍ସ ହତ୍ୟା, ନିର୍ବନ୍ଧ ସରିଥିଲା ଆଉ କିଛି ଦିନ ପରେ ହୋଇଥାନ୍ତା ବାହାଘର
ଜଗତସିଂହପୁର ସଦର ଥାନା ଅଞ୍ଚଳରେ ବିଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ପରେ ତନାଘନା । କାଠିଆପଡ଼ା ଗାଁର ସସ୍ମିତା ଦାସଙ୍କୁ ହତ୍ୟା କରିଥିବା ପାରିପାଶ୍ବିକ ସ୍ଥିତିରୁ ଜଣାପଡିଛି ।ମୃତ ଯୁବତୀ ପଡିଶା ଘରକୁ ଯାଉଥିବା କହି ଆଉ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ଗାଁର!-->…
ଆଗାମୀ ୪ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସେହିପରି ଆସନ୍ତା ୪ ଦିନ ଯାଏ ତାତି ଓ!-->…
ପ୍ରଦୂଷଣ ପ୍ରମାଣପତ୍ର କିମ୍ବା ବୀମା କରି ନଥିଲେ ଗାଡ଼ିର ପଞ୍ଜୀକରଣ ପ୍ରମାଣପତ୍ର ବାତିଲ ହେବ
ବାହାନ ଡାଟାବେସ୍ ବର୍ଗୀକରଣ ନେଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟର ନୂଆ ନିୟମ । ଦୀର୍ଘବର୍ଷ ଧରି ବୀମା ଓ ପ୍ରଦୂଷଣ ପ୍ରମାଣପତ୍ର ହୋଇନଥିଲେ ଅଚଳ ହୋଇଯିବ ଗାଡ଼ିର ପଞ୍ଜୀକରଣ । ବାହନ ଡାଟାବେସ୍ର ହେବ ବର୍ଗୀକରଣ। ଯାହାଫଳରେ ରାଜ୍ୟରେ ଏବେ ପାଖାପାଖି ୮ଲକ୍ଷ ଗାଁଡ଼ି ଏହି ନୂଆ ନିୟମ ଦ୍ବାରା!-->…
ଅନିର୍ଦ୍ଦିଷ୍ଟ କାଳ ପାଇଁ ଅସ୍ତ୍ରବିରତି ସମୟ ସୀମା ବଢ଼ାଇଲେ ଡୋନାଲ୍ଡ ଟ୍ରମ୍ପ
ହର୍ମୁଜ୍ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଇରାନ ଆମେରିକା ନିକଟରେ ପ୍ରସ୍ତାବ ଉପସ୍ଥାପନ ନ କରିବା ପର୍ଯ୍ୟନ୍ତ ଏବଂ!-->…
କୁଜଙ୍ଗ ତା 21/4ଆମ ପୋଲିସ୍ ସେବା କୁଜଙ୍ଗ
ଆଜି ଦିନ କୁଜଙ୍ଗ ପୋଲିସ୍ ଓ SDPO, ତିର୍ତ୍ତୋଲ ସମସ୍ତ ଉପସ୍ଥିତିରେ କୁଜଙ୍ଗ ଥାନାରେ ‘ଆମ ପୋଲିସ୍ ସମିତି’ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସରପଞ୍ଚ, ବଜାର କମିଟିର ନେତୃବୃନ୍ଦ ଓ ସ୍ଥାନୀୟ ବାସିନ୍ଦାମାନେ ଯୋଗ ଦେଇଥିଲେ। ବୈଠକରେ ଆଇନ୍-ଶୃଙ୍ଖଳା, ସାଇବର ଅପରାଧ, ଜନସାଧାରଣ-ପୋଲିସ୍!-->…
ଖରାଛୁଟିରେ ପିଲାଙ୍କୁ ହ୍ବାଟ୍ସଆପ୍ରେ ସମର ଲର୍ଣ୍ଣିଂ ବ୍ୟବସ୍ଥା
ଏଥର ଖରା ଛୁଟିରେ ପିଲାଏ ପଢ଼ିବେ ହ୍ବାଟ୍ସଆପ୍ ମାଧ୍ୟମରେ ପାଠ। ପିଲାଙ୍କୁ ହ୍ବାଟ୍ସଆପରେ ଦିଆଯିବ ସମର ଲର୍ଣ୍ଣିଂ। ଏନେଇ ମଙ୍ଗଳବାର ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ବା ଓସେପା ତରଫରୁ ଜାରି ହୋଇଛି ମାର୍ଗଦର୍ଶିକା।ହ୍ବାଟ୍ପଆପ୍ ଜରିଆରେ କ୍ଲାସ ଅନୁସାରେ ଦିଆଯିବ ପାଠ ଏବଂ!-->…
ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ପରେ ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହୋଇଛି ରଥ ନିର୍ମାଣ
ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ପରେ ଆଜି ପ୍ରଥମ ଦିନରେ ପୁରୀରେ ବିଧିବଦ୍ଧ ଭାବରେ ଆରମ୍ଭ ହୋଇଛି ରଥ ନିର୍ମାଣ କାର୍ଯ୍ୟ । କରତ ଶବ୍ଦରେ ଚଳଚଞ୍ଚଳ ହେଉଛି ରଥଖଳା । ଗତକାଲି ପବିତ୍ର ଅକ୍ଷୟ ତୃତୀୟାରେ ପରମ୍ପରା ଅନୁଯାୟୀ ରଥନିର୍ମାଣ ଅନୁକୂଳ ହୋଇଥିଲା ।ପ୍ରଥମ ଦିନରେ ମହଜୁଦ ଥିବା ୨୨!-->…
ଅଶ୍ବଗନ୍ଧା ବ୍ୟବହାରକୁ ନେଇ FSSAIର ବଡ ନିଷ୍ପତ୍ତି,ଖାଦ୍ୟରେ ଅଶ୍ବଗନ୍ଧା ପତ୍ର ନ ମିଶେଇବା ପାଇଁ ନିର୍ଦ୍ଦେଶାବଳୀ
ଦେଶର ଖାଦ୍ୟ ନିୟାମକ ସଂସ୍ଥା, ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। FSSAI କହିଛି ଯେ ଅଶ୍ୱଗନ୍ଧା ପତ୍ର ଆଉ କୌଣସି ଖାଦ୍ୟ ଉତ୍ପାଦ, ପରିପୂରକ କିମ୍ବା ନ୍ୟୁଟ୍ରାସ୍ୟୁଟିକାଲ୍ ରେ ବ୍ୟବହାର କରାଯିବ ନାହିଁ। FSSAIର ଅନୁଧ୍ୟାନରୁ!-->…