Browsing Category

ଆଜିର ଖବର

ମୂଳବସନ୍ତରେ ଲୋକବନ୍ଧୁ ସଂଗ୍ରାମୀ ଜଗନ୍ନାଥ କରଙ୍କ ୨୯ ତମ ସ୍ମୁତି ଉତ୍ସବ !

ମାହାଙ୍ଗା -୨0/୪ ବିଶିଷ୍ଟ ଗାନ୍ଧିବାଦୀ ନେତା,ଲୋକବନ୍ଧୁ ଜଗନ୍ନାଥ କରଙ୍କ ତିରୋଧାନ ତିଥିରେ ତା'ଙ୍କ ହାତଗଢା ଅନୁଷ୍ଠାନ ବାଗ୍ମୀ ବିଶ୍ୱନାଥ ବିଦ୍ୟା ନିକେତନ ମୂଳବସନ୍ତ ଠାରେ ଏହି ଯଶସ୍ବୀ ପୁରୁଷଙ୍କ ୨୯ ତମ ସ୍ମୁତି ସମାରୋହ ଅନୁଷ୍ଠିତ ହୋଇଯାଇଛି l ସାହିତ୍ୟିକ ପ୍ରଶାନ୍ତ କୁମାର କରଙ୍କ

ଛତିଶଗଡ଼ରେ ପ୍ଲେନ୍ କ୍ରାସ୍, ଜଙ୍ଗଲ ଉପରେ ଉଡ଼ୁଥିଲା ବିମାନ

ଛତିଶଗଡ଼ରେ ଏକ ବଡ଼ ଦୁର୍ଘଟଣା ସାମ୍ନାକୁ ଆସିଛି । ଛତିଶଗଡ଼ ଜଶପୁର ଜିଲ୍ଲାରେ ଏକ ବିମାନ ଦୁର୍ଘଟଣା ଘଟିଛି । ଆରା ପାହାଡ଼ରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଖୁରାସଗଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ ଏକ ଗଛ ସହ ଧକ୍କା ହେବା ପରେ ଜଳିଯାଇଛି । ଦୁର୍ଘଟଣା ନେଇ ଖବର

ବିଜେପି ରେ ମିଶିଲେ ଥାଇଳୋ ଓ ଓଚିନ୍ଦା ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ଏବଂ ଶତାଧିକ କର୍ମୀ

ଜଗତସିଂହପୁର ତା =20/4/26ବିଶ୍ୱ ଗୁରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ମୋଦି ଙ୍କ ନିତି ଆଦର୍ଶ ଏବଂ ଭାରତୀୟ ଜନତା ପାଟିର ବିଚାରଧାରା ରେ ଅନୁପ୍ରାଣିତ ହୋଇ ବାଲିକୁଦା ବ୍ଲକ ଥାଇଳୋ ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ବିଶିଷ୍ଟ ସମାଜସେବୀ ପ୍ରଫୁଲ୍ଲ ଚନ୍ଦ୍ର ବାହାଲିଆ ଶତାଧିକ

ଗଞ୍ଜେଇ ଚାଲାଣର ନୂଆ ଟ୍ରିକ୍।ପ୍ଲାଷ୍ଟିକ ମଶିଣାରେ ଲୁଚାଇ ଗଞ୍ଜେଇ ଚାଲାଣ

ଗଞ୍ଜେଇ ଚାଲାଣର ନୂଆ ଟ୍ରିକ୍। ଫେରିବାଲା ସାଜି କରୁଥିଲା ଗଞ୍ଜେଇ ଚାଲାଣ। ପ୍ଲାଷ୍ଟିକ ମଶିଣାରେ ଲୁଚାଇ ଚାଲାଣ ବେଳେ ମାଡି ବସିଲା ପୋଲିସ। ସୁବର୍ଣ୍ଣପୁର ଜିଲ୍ଲା ତରଭା ଅଂଚଳରୁ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି।ଉକ୍ତ ଫେରୀଵାଲା ମଧ୍ୟ ପ୍ରଦେଶର ନିବାସୀ ହୋଇଥିବା ବେଳେ ସେ ପଡ଼ୋଶୀ ବୌଦ୍ଧ

କଣ ରହିଛି ଆଜିର ସୁନା ଦର

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୁପାର ନୂଆ ଦର । ଓଡିଶାର ରାଜଧାନୀ ଭୁବନେଶ୍ଵରରେ ୨୪ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ୍ ପ୍ରତି ୪୯୦ ଟଙ୍କା କମି ୧ ଲକ୍ଷ ୫୫ ହଜାର ୨୯୦ ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପ୍ରତି ୪୫୦ ଟଙ୍କା କମି ୧ ଲକ୍ଷ ୪୨ ହଜାର ୩୫୦ ଟଙ୍କା

ଆସନ୍ତାକାଲି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁନ୍ଦରଗଡ ଜିଲ୍ଲା ରାଉରକେଲାରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି । ରାଷ୍ଟ୍ରପତିଙ୍କ ଦିନିକିଆ ଗସ୍ତକୁ ନଜରରେ ରଖି କଟକଣା ଜାରି କରିଛନ୍ତି ଜିଲ୍ଲାପାଳ ।ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ୬

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

ଆଜି ହେଉଛି ଅକ୍ଷୟ ତୃତୀୟା । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି।୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା । ପବିତ୍ର ଅକ୍ଷୟ

ଓଡ଼ିଶାରେ ଭୋଟର ତାଲିକାରୁ ୯.୮ ଲକ୍ଷ ଭୋଟର କଟିବା ପରେ ଚିନ୍ତାରେ ଗୃହ ଵିଭାଗ

ବାଦ୍ ପଡ଼ିଥିବା ଭୋଟରଙ୍କୁ ଯାଞ୍ଚ ପାଇଁ ନିର୍ଦ୍ଦେଶ । ଭୋଟର ତାଲିକାରୁ ୯.୮ ଲକ୍ଷ ଭୋଟର କଟିବା ପରେ ଚିନ୍ତାରେ ପଡ଼ିଛି ଗୃହ ବିଭାଗ । ବିଭାଗ ପକ୍ଷରୁ କୁହାଯାଇଛି ଯେ, ଇଲେକ୍ଟର ମ୍ୟାପିଂ ପ୍ରକ୍ରିୟା ଆରମ୍ଭ ପରଠାରୁ ପ୍ରାୟ ୯.୮ ଲକ୍ଷ ନାମ କଟିଯାଇଛି। କିନ୍ତୁ ଏଥିରେ ଅନେକ ତୃଟି ନେଇ

କଟକ ସ୍ଥିତ CRRI କ୍ୟାମ୍ପସ ମଧ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକ ସ୍ଥିତ CRRI କ୍ୟାମ୍ପସ ମଧ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ମଧ୍ୟ ଉପସ୍ଥିତ ରହିଥିଲେ । ପୂଜାର୍ଚ୍ଚନା, ହୋମଯଜ୍ଞ ପରେ ଅଖିମୁଠି ଅନୁକୂଳ କରିଛନ୍ତି

ଜନଗଣନାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ

ଜନ ଗଣନା କରିବାକୁ ଯାଇ ନିଖୋଜ ଶିକ୍ଷୟତ୍ରୀ । ତିନି ଦିନ ହେଲାଣି ମିଳୁନି ପତ୍ତା। ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି ।ବାରିପଦା ବାଉତିଶୋଳ ଅଞ୍ଚଳରୁ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ ଶନିବାରଠୁ ନିଖୋଜ ଥିବା ନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି

ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ

ୱାଶିଙ୍ଗଟନ୍‌ର ଅତ୍ୟଧିକ ଦାବି, ଅବାସ୍ତବ ଆଶା, ସ୍ଥିତିରେ ନିରନ୍ତର ପରିବର୍ତ୍ତନ, ବାରମ୍ବାର ବିରୋଧାଭାସ ଏବଂ ଇରାନୀୟ ବନ୍ଦରଗୁଡ଼ିକର ଯୁକ୍ତରାଷ୍ଟ୍ର ନୌସେନା ଅବରୋଧ ଯୋଗୁ ତେହେରାନ୍ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବ ନାହିଁ | ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ

ତତଲା ଖରାରୁ ମିଳିବନି ତ୍ରାହି,୪୦ ଡିଗ୍ରୀ ଉପରେ ରହିଛି ଅଧା ଓଡ଼ିଶା

ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ହେଉଛି ଅଧା ଓଡ଼ିଶା।ଆସନ୍ତା ୨୩ ତାରିଖ ଯାଏଁ ଲାଗି ରହିବ ତାତିର ପ୍ରଭାବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୦ ଡିଗ୍ରୀ ଟପିପାରେ ତାତି। ୨ରୁ ୩ ଡିଗ୍ରୀ ବଢ଼ିପାରେ ଦିନ ତାପମାତ୍ରା । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା,