Browsing Category
ଆଜିର ଖବର
ଜନଗଣନାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ
ଜନ ଗଣନା କରିବାକୁ ଯାଇ ନିଖୋଜ ଶିକ୍ଷୟତ୍ରୀ । ତିନି ଦିନ ହେଲାଣି ମିଳୁନି ପତ୍ତା। ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି ।ବାରିପଦା ବାଉତିଶୋଳ ଅଞ୍ଚଳରୁ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ ଶନିବାରଠୁ ନିଖୋଜ ଥିବା ନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି!-->…
ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ
ୱାଶିଙ୍ଗଟନ୍ର ଅତ୍ୟଧିକ ଦାବି, ଅବାସ୍ତବ ଆଶା, ସ୍ଥିତିରେ ନିରନ୍ତର ପରିବର୍ତ୍ତନ, ବାରମ୍ବାର ବିରୋଧାଭାସ ଏବଂ ଇରାନୀୟ ବନ୍ଦରଗୁଡ଼ିକର ଯୁକ୍ତରାଷ୍ଟ୍ର ନୌସେନା ଅବରୋଧ ଯୋଗୁ ତେହେରାନ୍ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବ ନାହିଁ | ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ!-->…
ତତଲା ଖରାରୁ ମିଳିବନି ତ୍ରାହି,୪୦ ଡିଗ୍ରୀ ଉପରେ ରହିଛି ଅଧା ଓଡ଼ିଶା
ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ହେଉଛି ଅଧା ଓଡ଼ିଶା।ଆସନ୍ତା ୨୩ ତାରିଖ ଯାଏଁ ଲାଗି ରହିବ ତାତିର ପ୍ରଭାବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୦ ଡିଗ୍ରୀ ଟପିପାରେ ତାତି। ୨ରୁ ୩ ଡିଗ୍ରୀ ବଢ଼ିପାରେ ଦିନ ତାପମାତ୍ରା । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା,!-->…
ଆଜି ପବିତ୍ର ଅକ୍ଷୟ ତୃତୀୟା । ରଥନିର୍ମାଣ କାର୍ଯ୍ୟର ହେବ ଶୁଭ ଅନୁକୂଳ
ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ବିଧିବଦ୍ଧ ନୀକାନ୍ତି ସହ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବଡଦାଣ୍ଡରେ ରଥଖଳାରେ ରଥ ନିର୍ମାଣ କାମର ଶୁଭାରମ୍ଭ ହେବ ।ଦେଉଳ ପୁରୋହିତ, ଶ୍ରୀନଅର!-->…
ତହସିଲଦାରଙ୍କୁ ହତ୍ୟା ଉଦ୍ୟମ: ୭ଗିରଫ
ଯାଜପୁର ବ୍ୟାସନଗର ତହସିଲଦାରଙ୍କୁ ହତ୍ୟା ଉଦ୍ୟମ; ୭ ଜଣ ଗିରଫ।-୫ ଟ୍ରାକ୍ଟର ସହ ୨ଟି ଜେସିବି ମେସିନ ବଜତ କଲା କୋରେଇ ପୋଲିସ।-ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼େଇ ହତ୍ୟା ଉଦ୍ୟମ କରାଯାଇଥିଲା।-କୋରେଇ ଥାନା ମୀନାବଜାର ଛକ ନିକଟରେ ହତ୍ୟା ଉଦ୍ୟମ କରାଯାଇଥିଲା।
ମହିଳା ସଂରକ୍ଷଣ ବିଲକୁ ବିରୋଧ କରି ପାପ କରିଛନ୍ତି ବିରୋଧୀ : ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ବିରୋଧୀ ମହିଳା ଆରକ୍ଷଣ ବିଲକୁ ବିରୋଧ କରି ବିରୋଧୀମାନେ ପାପ କରିଛନ୍ତି । ବିରୋଧୀମାନେ ନାରୀଙ୍କ!-->…
ସମ୍ବଲପୁରରେ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ହୋଥିବା ସନ୍ଦେହ
ସମ୍ବଲପୁରରେ ଯୁବକଙ୍କର ଅସ୍ୱାଭାବିକ ମୃତ୍ୟୁ। ଅଂଶୁଘାତ ଜନିତ ମୃତ୍ୟୁ ବୋଲି ସମ୍ପର୍କୀୟ ସନ୍ଦେହ କରୁଛନ୍ତି। ମୃତକ ସମ୍ବଲପୁର ଜିଲ୍ଲା ଝାଙ୍କରପାଲି ପଞ୍ଚାୟତ ରସିଆପାଲି ଗାଁର ବିଶ୍ବଜିତ ସାହୁ ବୋଲି ଜଣାପଡିଛି। ଅଂଶୁଘାତରେ ପ୍ରଥମ ମୃତ୍ୟୁ ନେଇ ଜିଲ୍ଲାପାଳ କହିଛନ୍ତି ଅଭିଯୋଗ ଆସିଛି ।!-->…
୪ସୁଧାଂଶୁ ସ୍ମାରକୀ ୧୦ବାର୍ଷିକ ଡ୍ରାମା ଟୁର୍ଣ୍ଣାମେଣ୍ଟ ଉଦଯାପିତ
କୁଜଙ୍ଗତା ୧୮/।କୁଜଙ୍ଗ:ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ବଗଦିଆ ପଞ୍ଚାୟତ ଝିମାଣୀ ଗ୍ରାମରେ ଥିବା ମା" ନିମନାୟକାଣୀ ଡ୍ରାମାଟିକ୍ କ୍ଲବ୍ ପକ୍ଷରୁ ସୁଧାଂଶୁ ସ୍ମାରକୀ ୧୦ମ ବାର୍ଷିକ ମୁକ୍ତ ମଞ୍ଚ ନାଟକ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ଏହି ମୁକ୍ତ ମଞ୍ଚ ନାଟକ ପ୍ରତିଯୋଗିତା!-->…
ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ମଣ୍ଡଳ ବାନ୍ଧପାରୀ ପଞ୍ଚାୟତ ରେ ଗାଁ ଚାଲ ଅଭିଯାନ
ଆଜି ବିଶ୍ୱନାଥ ପୁର ମଣ୍ଡଳ ବନ୍ଧପାରି ଗ୍ରାମପଞ୍ଚାୟତ ରେ ଗାଁ ଚାଲ ଅଭିଯାନ ହୋଇ ଅନୁଷ୍ଠିତ ହୋଇ ଯାଇ ଅଛି l ବିଶ୍ୱନାଥପୁର ମଣ୍ଡଳ ସାଧାରଣ ସମ୍ପାଦକ. ଗୌତମ କୁମାର ନାଗ ଙ୍କ ନେତୃତ୍ୱ ରେ ତାଙ୍କ ସହ ବନ୍ଧପାରି ଶକ୍ତି କେନ୍ଦ୍ର ପ୍ରମୁଖ, ଭାସ୍କର ମାଝୀ. ମାଇନୋରଟି ମୋର୍ଚ୍ଚା ସଭାପତି କୈଳାଶ!-->…
ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ କଲା ଇରାନ: ଆମେରିକା ଯୁଦ୍ଧବିରତି ଉଲ୍ଲଂଘନ କରୁଥିବା ଅଭିଯୋଗ
ଆମେରିକା-ଇରାନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ହର୍ମୁଜ ପ୍ରଣାଳୀ ବିବାଦର କେନ୍ଦ୍ର ହୋଇ ରହିଛି। ତେବେ ଇରାନ ହର୍ମୁଜ ପ୍ରଣାଳୀରୁ କଟକଣା ପ୍ରତ୍ୟାହାର କରିଥିବାବେଳେ ଶନିବାର ପୁଣି ଥରେ କଟକଣା ଲାଗୁ କରିଛି। ଆମେରିକା ଯୁଦ୍ଧ ବିରତି ଉଲ୍ଲଂଘନ କରୁଥିବା ଇରାନ ଅଭିଯୋଗ କରିଛି। ଶନିବାର ହର୍ମୁଜ!-->…
ନୀତିଶ କୁମାରଙ୍କ ପୁଅ ନିଶାନ୍ତଙ୍କୁ ମିଳିଲା Z ସିକ୍ୟୁରିଟି !ବିଜୟ ସିହ୍ନାଙ୍କ ସୁରକ୍ଷା Z ପ୍ଲସ୍ ବର୍ଗରୁ Z କୁ…
ନୀତିଶ କୁମାର ରାଜ୍ୟସଭା ଯିବା ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀ ବିହାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୀତିଶ ଗାଦି ଛାଡ଼ିବା ପରେ, ତାଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କିଛି ହେଲା ନାହିଁ ।!-->…
ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ
ମହିଳା ସଂରକ୍ଷଣ ବିଲ୍ ଉପରେ ବିତର୍କ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ ମିନିଟରେ ଦେଶକୁ ସମ୍ବୋଧନ କରିବେ । ସୁତ୍ର ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ମହିଳା ସଂରକ୍ଷଣ ବିଲ୍ ଉପରେ କହିବା ଆଶା କରାଯାଉଛି ।ତେବେ ପ୍ରଧାନମନ୍ତ୍ରୀ କେଉଁ ବିଷୟ ଉପରେ ଦେଶକୁ!-->…