Browsing Category

ଆଜିର ଖବର

ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଗିରଫ । ଦିଲ୍ଲୀରେ ଗିରଫ କଲା ପୋଲିସ

ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ। ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ତାଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ମହାରାଷ୍ଟ୍ରର ୨ ଜଣ ଓ ବିହାର ଜଣେ। ଗିରଫ ଯୁବକ ମାନେ

ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା

ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା । ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା । SITI ହେଉଛି ଷ୍ଟେଟ ଇନଷ୍ଟିଚ୍ୟୁଟ ଫର୍ ଟ୍ରାନ୍ସଫରମେଟିଭ୍ ଇନିସିଏଟିଭ୍ ।କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର

ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟ ସ୍ଥଳୀ ନିର୍ମାଣ; ORS, ପିଇବା ପାଣିର ବ୍ୟବସ୍ଥା ହେବ: ରାଜସ୍ୱ ମନ୍ତ୍ରୀ 

ଟାଣ ଖରା ସମୟରେ ଯାତ୍ରୀ ପରିବହନ ଉପରେ କଟକଣା ଲଗାଇବେ ସରକାର । ଅଧିକ ଖରା ହେଉଥିବା ଜାଗାରେ ହିଟୱେଭ ଆଶ୍ରୟ ସ୍ଥଳୀ ନିର୍ମାଣ କରିବେ । ଯାତାୟତ କରିବା ରାସ୍ତାରେ ଡ୍ରାଇଭରଙ୍କ ପାଇଁ ବିଶ୍ରାମ, ORS, ପିଇବା ପାଣିର ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ

ଅକ୍ଷୟ ତୃତୀୟା ପୂର୍ବରୁ ବଢିଲା ସୁନା ରୁପା ମୂଲ୍ୟ

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୁପାର ନୂଆ ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା

ବିଜେଡିର ଇଣ୍ଡି ମେଣ୍ଟ ସହ ହୋଇଛି ଅଘୋଷିତ ବୁଝାମଣା

ବିଜେଡିର ଇଣ୍ଡି ମେଣ୍ଟ ସହ ହୋଇଛି ଅଘୋଷିତ ବୁଝାମଣା । ମହିଳା ସଂରକ୍ଷଣ ବିଲ କାଟ ଖାଇବା ପ୍ରସଙ୍ଗରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖି କହିଛନ୍ତି, ଆଗରୁ ବିଜେପିକୁ ସମର୍ଥନ କରୁଥିଲେ, ଏବେ ଇଣ୍ଡି ମେଣ୍ଟକୁ ସମର୍ଥିନ । ଏହା ଦ୍ୱାରା ବିଜେପିର କିଛି ଅସୁବିଧା ହେବନି

ପୁରୀ ଚନ୍ଦନ ଯାତ୍ରାରେ ଫୁଟିବନି ବାଣ, ଜଗିବେ ୫ ପ୍ଲାଟୁନ ଫୋର୍ସ

ଚଳିତ ବର୍ଷ ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ଆସନ୍ତା ୨୦ ତାରିଖରେ ଚନ୍ଦନଯାତ୍ରା ଥିବାରୁ ଏହାକୁ ନେଇ ପୁରୀ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁରୀ ଏସପି ପ୍ରତୀକ ସିଂଙ୍କ ସୂଚନା ଅନୁଯାୟୀ, ନରେନ୍ଦ୍ର ପୁଷ୍କରିଣୀରେ କଡ଼ା

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ

ଚଳିତ ମାସ ୨୦ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ। କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରଦାନର ଶୁଭାରମ୍ଭ କରିବେ। ରାଜ୍ୟର ୪୧ ଲକ୍ଷ ୬୮ହଜାର ୫୮୨ ଚାଷୀଙ୍କୁ ଖରିଫ ସହାୟତା

ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ

ଅଣ୍ଡା ନଦେଇ ଫେରିଗଲେ ଅଲିଭରିଡଲେ । ଏପ୍ରିଲ ମାସ ସରିବାକୁ ବସିଲାଣି ମାତ୍ର ଆଜି ଯାଏଁ ବିରଳ ଅଲିଭରିଡଲେ କଇଁଛ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉନାହାନ୍ତି । ଦୀର୍ଘ ଦୁଇ ମାସ ଧରି କୂଳରୁ ୫ଶହ ମିଟର ମଧ୍ୟରେ ଲକ୍ଷାଧିକ ମାଆ କଇଁଛ ଠୁଳ ହୋଇଥିବା ଦୃଶ୍ୟମାନ ହେଉଥିବା ବେଳେ ଗତ ଏକ

ରାଜଧାନୀରେ ଡେଟିଂ ଆପ୍ ଜରିଆରେ ଡକାୟତି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ

ଗେ ଡେଟିଂ ଆପ୍ ଜରିଆରେ ଡକାୟତି। ଏହି ଗେ ଡେଟିଂ ଆପ୍ ବ୍ୟବହାର କରି ଲୋକଙ୍କୁ ଲୁଟୁଥିଲେ। ବଡଗଡ ଥାନା ପୋଲିସ ଏହାର ପର୍ଦ୍ଦାଫାସ କରିଛି। ଯୁବକ ମାନେ ଗେ ଡେଟିଙ୍ଗ ଆପ ଜରିଆରେ କରୁଥିଲେ ଚାଟିଙ୍ଗ। ଦେଖା କରିବା ପାଇଁ ଡାକୁଥିଲେ ନିରୋଳା ଜାଗାକୁ । ଫାଶରେ ପଡ଼ିଥିବା ଲୋକଙ୍କୁ କରୁଥିଲେ

ଭଦ୍ରକରୁ ବିରଳ ଆଲବିନୋ ରଣା ଉଦ୍ଧାର

ଭଦ୍ରକରୁ ବିରଳ ଆଲବିନୋ ରଣା ଉଦ୍ଧାର ହୋଇଛି ।ଭଦ୍ରକ ଜିଲ୍ଲାର ବନ୍ତ ବ୍ଲକର ଛୁଆଳ ସିଂହ ଅଞ୍ଚଳରୁ ଆଜି ଏକ ହଳଦିଆ ଧଳା ରଙ୍ଗର ସାପ ସ୍ଥାନୀୟ ଲୋକ ମାନେ ଧରି ଏକ ପ୍ଲାଷ୍ଟିକ ଡବାରେ ରଖି ଥିଲେ । ସ୍ନେକ୍ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କୁ ଫୋନ କରି ଲୋକ ମାନେ ସାପଟିକୁ

ରୁଷଠାରୁ ତୈଳ କ୍ରୟ କରିବ ଭାରତ- ହର୍ମୁଜ ସଙ୍କଟ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି

ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ ନେଇଛି। ଆମେରିକା ରୁଷଠାରୁ ଭାରତର ତୈଳ କ୍ରୟ ଛାଡ଼କୁ ବୃଦ୍ଧି କରିଛି । ଟ୍ରେଜେରୀ ସଚିବ ସ୍କଟ୍ ବେସାଣ୍ଟ ଆମେରିକା ଛାଡ଼କୁ ବୃଦ୍ଧି କରିବ ନାହିଁ ବୋଲି କହିବାର

 ଆଉ ୪ ଦିନ ନିଆଁ ବର୍ଷା, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ

ତାତି ଆହୁରି ବଢ଼ିବ । ତାତି ୪୫ ଡିଗ୍ରି ସେଲସିୟସ ଛୁଇଁବ । ପଶ୍ଚିମ ଓଡ଼ିଶାରେ ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଟିଟିଲାଗଡ଼ ପାଲଟିଲାଣି ତତଲାଗଡ଼ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୧୮ ତାରିଖରେ ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ।