Browsing Category
ଆଜିର ଖବର
ଝାଡ଼ଖଣ୍ଡ TET ସିଲାବସରେ ଓଡ଼ିଆ ଲିପିକୁ ଅବମାନନା
ଝାଡ଼ଖଣ୍ଡରେ ଓଡ଼ିଆ ଲିପିକୁ ଅବମାନନା । ଝାଡ଼ଖଣ୍ଡ ଟିଇଟି ସିଲାବସରେ ଓଡ଼ିଆ ଲିପିକୁ ଅବମାନନା କରାଯାଇଛି । ଯାହାକୁ ନେଇ ଆପତ୍ତି ଉଠାଇଛନ୍ତି ଓଡ଼ିଶା ସରକାର । ଓଡ଼ିଆ ଭାଷାର ସିଲାବସକୁ ଏହାର ନିଜସ୍ୱ ସ୍ୱତନ୍ତ୍ର ଲିପି ପରିବର୍ତ୍ତେ ଦେବନାଗରୀ ଲିପିରେ ପ୍ରକାଶ କରାଯାଇଥିବାରୁ ଏହାକୁ ନେଇ!-->…
ଜର୍ମାନ ମଡେଲଙ୍କ ଫଟୋକୁ ‘ଲାଇକ୍’ କରି ଚର୍ଚ୍ଚାରେ ବିରାଟ କୋହଲି
ଇନଷ୍ଟାଗ୍ରାମ୍ରେ ଜଣେ ଜର୍ମାନ ମଡେଲଙ୍କ ଫଟୋକୁ ‘ଲାଇକ୍’ କରି ଚର୍ଚ୍ଚାକୁ ଆସିଯାଇଛନ୍ତି କ୍ରିକେଟର୍ ବିରାଟ କୋହଲି । ଏହି ମଡେଲ ହେଉଛନ୍ତି ଲିଜ୍ ଲାଜ୍ । ଏହା ଜଣାପଡ଼ିବା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । କେତେକ ପ୍ରଶଂସକ ଏହାକୁ ନେଇ!-->…
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର ।ଏଣିକି ଘଣ୍ଟାକୁ ଉଡ଼ିବ ୧୫ରୁ ୨୦ ବିମାନ
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର ।ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଦେଶର ଅନ୍ୟତମ ବ୍ୟସ୍ତ ବହୁଳ ବିମାନ ବନ୍ଦର ଆଡକୁ ଅଗ୍ରସର ହେଉଛି । ବିମାନବନ୍ଦର ପକ୍ଷରୁ 1566 ମିଟର ବିଶିଷ୍ଟ ପିପିଟି ଏବଂ ଆରଇଟି ନିର୍ମାଣ କରାଯାଇଛି । ଯାହା ଫଳରେ ଘଣ୍ଟାକୁ ଏବେ 15-20!-->…
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପସ୍ଥିତ ଥିଲେ ବାଚସ୍ପତି ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ!-->…
ଫଳ ପଚାଇବା ପାଇଁ କାଲସିୟମ୍ କାର୍ବାଇଡ୍ ନିଷେଧ
ଫଳକୁ କୃତ୍ରିମ ଭାବେ ପଚାଇବା ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସମସ୍ୟା ହୋଇଥିବାରୁ, ଭାରତ ସରକାର ଏବଂ ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ତଥା FSSAI ଏଥିପାଇଁ ଅନେକ କଠୋର ପଦକ୍ଷେପ ଗ୍ରହଣ କରିଛି। ସରକାର କାଲସିୟମ୍ କାର୍ବାଇଡ୍ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରିଛନ୍ତି।ସବୁ ରାଜ୍ୟ ଏବଂ!-->…
ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା
ମଧ୍ୟପ୍ରାଚ୍ୟରେ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ଉତ୍ତେଜନା ହ୍ରାସ କରିବା ଦିଗରେ ଆମେରିକା ଏକ ବଡ଼ ପଦକ୍ଷେପ ନେଇଛି। ଲେବାନନ୍-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ!-->…
ଓଏସଏସଏସସିର ନିଷ୍ପତ୍ତି ହାଇକୋର୍ଟରେ ରଦ୍ଦ ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦେଶ
ଓଡ଼ିଶା ସବ୍-ଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ୍ କମିସନ (ଓଏସଏସଏସସି) ପକ୍ଷରୁ କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷା-୨୦୨୩କୁ ନେଇ ପ୍ରାର୍ଥୀଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ ଏବଂ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରିଦେଇଛନ୍ତି। ଓଡ଼ିଶା!-->…
ଆଜି ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ
ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଗର୍ବ, ଗୌରବ ଓ ଗରିମାକୁ ପ୍ରତିପାଦିତ କରିଥିବା ଓଡ଼ିଆ ବୀରଙ୍କ ମଧ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ଶାଣିତ ବ୍ୟକ୍ତିତ୍ବ । ଆଜି ଏପ୍ରିଲ ୧୭ ତାରିଖ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ୧୯୯୭ ମସିହା ଏପ୍ରିଲ ୧୭ରେ ବିଜୁବାବୁଙ୍କ ତିରୋଧାନ!-->…
ଆଜି ଗରମ ଓ ଗୁଳୁଗୁଳି ସହ କାଳବୈଶାଖୀ ବର୍ଷାର ଚେତାବନୀ ଜାରି
୪୦ ଡିଗ୍ରୀ ଉପରେ ୧୪ ସହର । ଆଜି ୧୧ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ।ଆସନ୍ତା ଦୁଇଦିନ ରାଜ୍ୟର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ନାହିଁ। ଅନ୍ୟପଟେ ୧୮ ଓ ୧୯ରେ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ!-->…
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍ । ଧରାପଡ଼ିଲେ ୪ ଗ୍ରାହକଙ୍କ ସହ ୨ ଯୁବତୀ
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍ । ଖବର ପାଇ ରେଡ୍ କଲା ଭଦ୍ରକ ପୋଲିସ । ସେକ୍ସ ରାକେଟରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି।ସୂଚନା ମୁତାବକ, ସହରର ରାଜଘାଟ ବ୍ରିଜ ଏବଂ ଧାମରା ବ୍ରିଜ ଅଞ୍ଚଳରେ ସେକ୍ସ ରାକେଟ ଚାଲିଥିବା ପୋଲିସକୁ ଏକ!-->…
ରନୱେରେ ଧକ୍କା ହେଲା ଦୁଇଟି ବିମାନ, ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ
ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ଅପରାହ୍ନ ପ୍ରାୟ ୨:୧୫ ସମୟରେ ସ୍ପାଇସଜେଟର ଏକ ବିମାନ ରନୱେରେ ଟ୍ୟାକ୍ସିଂ କରୁଥିବା ବେଳେ ସେଠାରେ ସ୍ଥିର ଛିଡ଼ା ହୋଇଥିବା ଆକାଶ ଏୟାରର ଏକ ବିମାନକୁ ଧକ୍କା ଦେଇଥିଲା। ଏହି ସାମାନ୍ୟ ଦୁର୍ଘଟଣାରେ ଉଭୟ!-->…
ସହରାଞ୍ଚଳରେ ପାର୍କିଂ ନୀତି: ଏଣିକି ରାସ୍ତା କଡ଼ରେ ଗାଡ଼ି ରଖୁଥିଲେ ସାବଧାନ୍ !
ନିଜ ପାଇଁ ଗାଡି କିଣୁଥିଲେ ଏହି ଖବର ଉପରେ ଧ୍ୟାନ ଦିଅନ୍ତୁ । ପାର୍କିଂ ସୁବିଧା ନ ଥିଲେ ବେସରକାରୀ ଗାଡ଼ି କିଣିବାକୁ ଅନୁମତି ମିଳିବନି । ସରକାର ସବୁ ସହରାଞ୍ଚଳ ପାଇଁ ଜାରି କରିଥିବା ଚିଠା ପାର୍କିଂ ନୀତିରେ ଏଭଳି କଡ଼ା ବ୍ୟବସ୍ଥା ରଖିଛନ୍ତି ।ଆସନ୍ତା ୨୮ ତାରିଖ ଭିତରେ ଏହି ଚିଠା ନୀତି ଉପରେ!-->…