Browsing Category
ଆଜିର ଖବର
ପୁଣି ୨୦ ଯାଏ ଟ୍ରାଫିକ୍ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ୱତନ୍ତ୍ର କାର୍ଯ୍ୟାନୁଷ୍ଠାନ ଅଭିଯାନ
ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଟ୍ରାଫିକ୍ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କ ବିରୋଧରେ ପୁଣି ଆରମ୍ଭ ହୋଇଛି ସ୍ୱତନ୍ତ୍ର କାର୍ଯ୍ୟାନୁଷ୍ଠାନ ଅଭିଯାନ । ଏହି ସମୟରେ ବ୍ୟାପକ ଭାବେ ଗାଡ଼ି ଯାଞ୍ଚ୍ କରାଯିବା ସହ ବିନା ଡ୍ରାଇଭିଂ ତଥା ଅବୈଧ ଲାଇସେନ୍ସଧାରୀଙ୍କ ବିରୋଧରେ ବିଶେଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ!-->…
ଡି ଲିମିଟେସନ ପ୍ରସଙ୍ଗରେ ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ
ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୧୩୧ ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଚିଠିରେ ରାଜନୈତିକ ପ୍ରତିନିଧିତ୍ୱ ଓ ଅର୍ଥନୈତିକ ସ୍ୱାର୍ଥ କଥା ଉଠାଇଛନ୍ତି ନବୀନ ।ସେ କହିଛନ୍ତି ଯେ ଓଡ଼ିଶାର ଦୀର୍ଘମିଆଦି!-->…
ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ
ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦଗଣ୍ଡ ବଡ ବୟାନ ଦେଇଛନ୍ତି ।ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ ।ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ!-->…
ନବୀନଙ୍କ ଚିଠିର ଉତ୍ତର ଦେଲେ ଆଇନ ମନ୍ତ୍ରୀ
ଲୋକସଭା ସିଟ ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ। ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି କରିବାର ପରିକଳ୍ପନା ନବୀନଙ୍କ ଭଳି ବରିଷ୍ଠ ନେତାଙ୍କୁ ଶୋଭା ଦେଉନଥିବା ସେ କହିଛନ୍ତି।ପରୋକ୍ଷ ଭାବେ ବିରୋଧ!-->…
ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ
ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ ।ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ (୩ ମାସ) ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହେ । ଏହି ସମୟରେ କୁମ୍ଭୀରମାନେ ଅଣ୍ଡା!-->…
ସରିଲା ରିମାଣ୍ଡ, ପୁଣିଥରେ ଜେଲକୁ ଫେରିଲା ରାଜା ସାହାଣୀ
ରିମାଣ୍ଡ ଅବଧି ସରିବା ପରେ ପୁଣି ଜେଲକୁ ଫେରିଲା ରାଜା ସାହାଣୀ। ଚୌଦ୍ବାର ମଣ୍ଡଳ କାରାଗାରରୁ ଚମ୍ପଟ ମାରି ପରେ ଗିରଫ ହୋଇଥିବା ରାଜା ସାହାଣୀକୁ କର୍ଣ୍ଣାଟକ ପୋଲିସ ରିମାଣ୍ଡରେ ନେଇଥିଲା । ୭ ଦିନିଆ ରିମାଣ୍ଡ ଅବଧି ସରି ଯାଇଥିବାରୁ ପୁଣି ଓଡ଼ିଶା ଜେଲକୁ ଫେରିଛି ରାଜା ସାହାଣୀ। ରାଜାକୁ ନିଜ!-->…
ରୁଷ-ଇରାନରୁ ତେଲ କିଣିପାରିବ ନାହିଁ ଭାରତ : ସମୟସୀମା ଶେଷ
ମଧ୍ୟପ୍ରାଚ୍ୟ ବିବାଦ ଯୋଗୁଁ ଅଧିକାଂଶ ଦେଶରେ ତୈଳ ସଙ୍କଟ ଗମ୍ଭୀର ହେଉଥିବା ପରିପ୍ରେକ୍ଷୀରେ ଆମେରିକା ପ୍ରତିବନ୍ଧକ ସତ୍ତ୍ୱେ ଇରାନ ଏବଂ ରୁଷରୁ ତେଲ କିଣିବା ପାଇଁ ଛାଡ ଦେଇଥିଲା ଯାହା ଏବେ ଶେଷ ହେବାକୁ ଯାଉଛି। ଆମେରିକା ଏହି ଛାଡକୁ ବୃଦ୍ଧି କରିବାକୁ ମନା କରିଦେଇଛି। ଆମେରିକାର ଅର୍ଥ ସଚିବ!-->…
ମହଙ୍ଗା ପଡିଲା ମାଟ୍ରିମୋନିରୁ ବିବାହ40 ଲକ୍ଷ ଟଙ୍କା ପଟି ମାରି ନେଲା ଦ୍ଵିତୀୟ ପତ୍ନୀ
ସ୍ତ୍ରୀଙ୍କ ମୃତ୍ୟୁ ପରେ ଦ୍ୱିତୀୟ ବିବାହ ପାଇଁ ଇଚ୍ଛା କଲେ । ସାଦି ଡଟ୍ କମ୍ରେ ମିଳିଲେ ଦ୍ୱିତୀୟ ପତ୍ନୀ । ଭଲ ପ୍ରୋଫାଇଲ୍ ଦେଖି ସମ୍ପର୍କ ରଖିଲେ କିନ୍ତୁ ଫଶିଗଲେ I 40 ଲକ୍ଷ ଟଙ୍କା ପଟି ମାରି ନେଲା ଦ୍ଵିତୀୟ ପତ୍ନୀ ,ଟଙ୍କା ମାଗିଲେ ମିଳୁଛି ହତ୍ୟା ଧମକ। ଏମିତି ଏକ ଅଜବ ଘଟଣା ଦେଖିବାକୁ!-->…
ଆଜି ଆସିବ ମହିଳା ସଂରକ୍ଷଣ ସଂଶୋଧନ ବିଲ୍, ଗୃହକୁ ସମ୍ବୋଦନ କରିବେ ପ୍ରଧାନମନ୍ତ୍ରୀ ମୋଦି
ଆଜିଠୁ ସଂସଦର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଏପ୍ରିଲ ୧୮ ତାରିଖ ଯାଏଁ ଚାଲିବ ଅଧିବେଶନ । ଆସିବ ୩ଟି ଗୁରୁତ୍ବପୂର୍ଣ୍ଣ ବିଲ୍ ।ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ନାରୀ ଶକ୍ତି ବନ୍ଦନ ଅଧିନିୟମ, ୨୦୨୩ରେ ସଂଶୋଧନ ନିମନ୍ତେ ବିଲ୍ ଆଗତ କରିବେ । ଲୋକସଭା!-->…
କଟକରୁ ନେଇ ପୁରୀରେ ଗଣଦୁଷ୍କର୍ମ କଲେ ୩ ଯୁବକ
କଟକ କ୍ୟାଣ୍ଟନମେଣ୍ଟ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । କଟକର ଏକ ପ୍ରତିଷ୍ଠିତ କଲେଜର ଯୁକ୍ତ୩ ଛାତ୍ରୀଙ୍କୁ ଅପହରଣ କରି ପୁରୀରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ। ଏହି ମାମଲାରେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ମାଷ୍ଟର୍ମାଇଣ୍ଡକୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ଜଣକ ଯାଜପୁର ବିଞ୍ଝାରପୁର ଥାନା!-->…
ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ । ୫ ଯବାନ ଆହତ
ଓଡ଼ିଶା ସୀମାନ୍ତ ସରଣ୍ଡା ଜଙ୍ଗଲରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ଘଟିଛି। ଏହି ସଂଘର୍ଷରେ ୨୦୫ କୋବ୍ରା ବାଟାଲିୟନର ଇନ୍ସପେକ୍ଟର ସତ୍ୟ ପ୍ରକାଶଙ୍କ ସହ ୫ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାମୁତାବକ ନକ୍ସଲଙ୍କ ଶେଷ କ୍ୟାଡ଼ର ମିଶିର ବେଶ୍ରା ଓ!-->…
ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି
ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି । ନୂତନ ନିୟମ ଅନୁଯାୟୀ, ପ୍ରତିବର୍ଷ ୧୫ ଏପ୍ରିଲ୍ ଠାରୁ ୧୫ ଜୁନ୍ ମଧ୍ୟରେ ସାଧାରଣ ବଦଳି କାର୍ଯ୍ୟ ସମ୍ପାଦିତ ହେବ। ଏହା ବ୍ୟତୀତ ଅନ୍ୟ ସମୟରେ ବଦଳି ପାଇଁ ଉଚ୍ଚତର କର୍ତ୍ତୃପକ୍ଷଙ୍କ ଅନୁମୋଦନ ଆବଶ୍ୟକ ହେବ। ଏକ!-->…