Browsing Category

ଆଜିର ଖବର

PNB ଗ୍ରାହକ କରେଇ ନିଅନ୍ତୁ ଏହି କାମ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ

ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ସାବଧାନ! ବ୍ୟାଙ୍କ ଅନୁଯାୟୀ, ଏପ୍ରିଲ 16 ରୁ ଲାଗୁ ହେଉଥିବା, ଗତ ତିନି ବର୍ଷ ଧରି ନିଷ୍କ୍ରିୟ ରହିଥିବା ଆକାଉଣ୍ଟଗୁଡ଼ିକ କିମ୍ୱା ଯେଉଁଥିରେ କୌଣସି କାରବାର ହୋଇନାହିଁ ଏସବୁ ବନ୍ଦ ହୋଇପାରେ।ଯେଉଁଗୁଡ଼ିକରେ

ଶ୍ରୀମନ୍ଦିର ସୁରକ୍ଷା ସବ୍ କମିଟି ବୈଠକ, ଶ୍ରୀମନ୍ଦିର ଚାରି ଦ୍ବାରରେ ଲଗାଯିବା ବ୍ୟାଗେଜ୍ ସ୍କାନର ମେସିନ୍

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ କିଭଳି କଡ଼ାକଡ଼ି କରାଯାଇପାରିବ ସେନେଇ ଶ୍ରୀମନ୍ଦିର ସୁରକ୍ଷା ସବ୍ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ପୁରୀ ଏସପି ପ୍ରତୀକ ସିଂଙ୍କ କହିବା ଅନୁସାରେ, ଆଗାମୀ ଦିନରେ କିଭଳି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟାଧୁନିକ ଟେକ୍ନୋଲୋଜି ସାହାଯ୍ୟରେ

ଓଡ଼ିଶା ପ୍ରସିଦ୍ଧ ଗଣିଆ ଲଙ୍କାପୋଡ଼ି ଯାତ୍ରା ସୀତା ଠାବ ନାଟକ ଦର୍ଶକଙ୍କ ମନ ମୋହିଲା

ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ଲଙ୍କାପୋଡ଼ି ଯାତ୍ରାର ବୁଧବାର ଅଷ୍ଟମ ଦିବସରେ ସୀତାଠାବ ଶୀର୍ଷକ ନାଟକ ଶ୍ରୀ ଶ୍ରୀ ରଘୁନାଥ ଜୀଉ ମନ୍ଦିର ପ୍ରାଙ୍ଗଣରେ ପରିବେଷିତ ହୋଇଯାଇଛି । କିସ୍କିନ୍ଧ୍ୟା ରାଜା ସୁଗ୍ରୀବ ବିଳାସ ବ୍ୟସନରେ ମାତି ରୁଷ୍ୟମୁକ ପର୍ବତରେ ଅବସ୍ଥାନ କରିୁଥିବା ଶ୍ରୀରାମ ଓ

ଗଣିଆ ପଂଚାୟତ ସମିତିର ସପ୍ତମ ବୈଠକପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନକୁ ଗୁରୁତ୍ୱ

ଗଣିଆ,(ବିଶ୍ୱରଂଜନ ସେଠି) ବୁଧବାର ଗଣିଆ ପଂଚାୟତ ସମିତି ସଦଭାବନା ସଭାଗୃହରେ ପଂଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଳକ ଅଧ୍ୟକ୍ଷା ଝୁନା ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦାନ କରିଥିଲେ । ସମ୍ମାନିତ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ,୪୮ ଘଣ୍ଟାରେ ଡକାଯାଉ ବିଧାନସଭା ସ୍ବତନ୍ତ୍ର ଅଧିବେଶନ

ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ।ନୂଆ ସୀମା ପୁନଃନିର୍ଦ୍ଧାରଣ (Delimitation)  ପ୍ରସଙ୍ଗ ଉଠାଇ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଚ୍ଚନାୟକ । ୪୮ ଘଣ୍ଟା ଭିତରେ

ଗୁରୁବାରଠୁ ଆରମ୍ଭ ହେବ ଘର ଘର ବୁଲି ଜନଗଣନା

ଗୁରୁବାରଠୁ ଆରମ୍ଭ ହେବ ଘର ଘର ବୁଲି ଜନଗଣନା। ଏପ୍ରିଲ ୧୬ ରୁ ମେ ୧୫ ଯାଏଁ ମାସେ ବ୍ୟାପି ଜନଗଣନା ଚାଲିବ। ପ୍ରଥମ ୩ ଦିନ ଘର ନମ୍ଵରିଂ କରାଯିବ। ଏଥିପାଇଁ ୮୦ ହଜାର କର୍ମଚାରୀ ନିୟୋଜିତ ହୋଇଛନ୍ତି। ୮ ହଜାର ସୁପରଭାଇଜର ଅଛନ୍ତି। ୧୦ ହଜାର ଜନଗଣନାକାରୀଙ୍କୁ ରିଜର୍ଭ ରଖାଯାଇଛି। ଏମାନେ ସମସ୍ତ

୧୮୦ ଜଣ ନାବାଳିକାଙ୍କୁ ଧୋକା ଦେଇ ୩୫୦ରୁ ଅଧିକ ଅଶ୍ଲୀଳ ଭିଡିଓ କରିଥିବା ଅଭିଯୋଗ, ଅଭିଯୁକ୍ତ ଗିରଫ

୧୮୦ ପୀଡିତାଙ୍କ ୩୫୦ ଅଶ୍ଳୀଳ ଭିଡିଓ ଭାଇରାଲ।ଅଶ୍ଲୀଳ ଭିଡିଓ କରିଥିବା ଅଭିଯୋଗରେ ଗିରଫ ହୋଇଛି ଯୁବକ ଅୟାନ । ଅମରାବତୀରୁ ଅୟାନ ଅହମଦକୁ ଗିରଫ ପରେ ତାର ଘରେ ବୁଲୁଛି ବୁଲଡୋଜର୍ ।ପୋଲିସ ଏହି ମାମଲାରେ ଦ୍ୱିତୀୟ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ନାଁ ଉଜେର ଇକବାଲ ଖାନ। ତଦନ୍ତରୁ

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି

ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା ପ୍ରଦାନ କରିଛନ୍ତି। ରାଘବ ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ ‘Z’ ବର୍ଗର ସୁରକ୍ଷା କଭର ମିଳିବ, ଯେତେବେଳେ ଅନ୍ୟ ସ୍ଥାନ ପାଇଁ ‘Y+’ ବର୍ଗର

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ । ଛାତ୍ରଛାତ୍ରୀ ମାନେ CBSE ଅଫିସିଆଲ୍ ୱେବସାଇଟରୁ ନିଜର ପରୀକ୍ଷା ଫଳ ପାଇ ପାରିବେ । cbse.gov.in, results.cbse.nic.in, results.digilocker.gov.in ଓ ଉମଙ୍ଗରେ ରେଜଲ୍ଟ ଉପଲବ୍ଧ । ସୂଚନା ଅନୁସାରେ ଚଳିତ ବର୍ଷ CBSE ଦଶମ ଶ୍ରେଣୀ

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ ।ଗିରଫ ଅଭିଯୁକ୍ତ ଶିକ୍ଷକ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପାଟପୁରପାଟଣା ଗାଁର ଜିତେନ୍ଦ୍ର ମଳିକ।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜିତେନ୍ଦ୍ର ଟିକାବାଲି ଥାନା ଅଞ୍ଚଳରେ ଥିବା ଏକ ହାଇସ୍କୁଲରେ ବିଜ୍ଞାନ ଶିକ୍ଷକ ଭାବେ

ବାହାର ରତ୍ନଭଣ୍ଡାରରୁ ୩ ରତ୍ନ ନିଖୋଜ, ସିଂହଦ୍ୱାର ଥାନାରେ ଏତଲା

ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାରରୁ ରତ୍ନ ଗାଏବ୍। ଆସିଛି ଏଭଳି କିଛି ସାଙ୍ଘାତିକ ଅଭିଯୋଗ। ବାହାର ରତ୍ନଭଣ୍ଡାରରୁ ତିନି ଗୋଟି ରତ୍ନ ନିଖୋଜ ଥିବା ନେଇ ଏବେ ଥାନାରେ ମାମଲା ପହଞ୍ଚିଛି। ବାହାର ରତ୍ନଭଣ୍ଡାର ଗଣତିର ଶେଷ ଦିନ ଅର୍ଥାତ୍ ଗତ ୧୧ ଏପ୍ରିଲରେ ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି

ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ

ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରଖିବା ନେଇ ଯୋଜନା ଚାଲିଛି।ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ ବୁକିଂ ମାଧ୍ୟମରେ ଶ୍ରଦ୍ଧାଳୁ ଦର୍ଶନ କରିବେ । ପ୍ରଥମେ