Browsing Category

ଆଜିର ଖବର

ବାଥରୁମରେ ଜଳିଲା ଭଉଣୀର ଶବ ! ଅନ୍ତିମ ସଂସ୍କାର କଲେ ବଡ଼ ଭାଇ

ଝାଡ଼ଖଣ୍ଡର ଧାନବାଦର ଗୋବିନ୍ଦପୁରରେ ଜଣେ ଅବସରପ୍ରାପ୍ତ ବୈଜ୍ଞାନିକଙ୍କ ପରିବାରରେ ଅଜବ ଘଟଣା । ଭଉଣୀର ଶବକୁ ବାଥରୁମରେ ଜାଳିଲା ବଡ଼ ଭାଇ । ବୈଜ୍ଞାନିକଙ୍କ ପୁଅ ତାଙ୍କ ଛାଡପତ୍ର ପାଇଥିବା ଭଉଣୀଙ୍କ ମୃତ୍ୟୁ ପରେ ତାଙ୍କ ଘରର ବାଥରୁମରେ ତାଙ୍କର ଅନ୍ତିମ ସଂସ୍କାର କରିଛନ୍ତି । ଅର୍ଦ୍ଧଦଗ୍ଧ

ଆଜିଠାରୁ ନୂଆ ରତ୍ନ ପଲଙ୍କରେ ଶୋଇବେ ମହାପ୍ରଭୁ

ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଇନଭେଣ୍ଟରୀ ଆଜିଠାରୁ ଆରମ୍ଭ ହେବ। ଓଡିଆ ନବବର୍ଷରେ ମହାପ୍ରଭୁଙ୍କ ନୂଆ ରତ୍ନ ପଲଙ୍କ ବ୍ୟବହାର ହେବ। ନୂଆ ରତ୍ନ ପଲଙ୍କ ସଂସ୍କାର କରାଯିବା ପରେ ଆଜି ଏହା ବ୍ୟବହାର କରାଯିବ।ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମରେ ରହିବ ପୁରୁଣା ରତ୍ନ ପଲଙ୍କ ।ତିନୋଟି ନୂତନ

ମାହାଙ୍ଗାରେ ବିଶାଳ ଓଡିଶା ଉଡ୍ର ମହାସଂଘ ପକ୍ଷରୁ ବିଷୁବ ମିଳନ

ମହଙ୍ଗା -୧୪/୪ ବରାହୀପୁର ପଞ୍ଚାୟତ ବିକାଶ ଭବନ ପ୍ରାଙ୍ଗଣରେ ବିଶାଳ ଓଡ଼ିଆ ଉଡ୍ର ମହାସଂଘ ପକ୍ଷରୁ ଓଡ଼ିଆ ନବବର୍ଷ ପଣା ସଂକ୍ରାନ୍ତି ଓ ବିଷୁବ ମିଳନ କାର୍ଯ୍ୟକ୍ରମ ସାହିତ୍ୟିକ ଡକ୍ଟର ଭାବଗ୍ରାହୀ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମରେ ବହୁ ସାହିତ୍ୟିକ,

କେନ୍ଦ୍ର ସରକାର ଲୋକସଭାର ସଦସ୍ୟ ସଂଖ୍ୟା ୫୪୩ ରୁ ୮୫୦କୁ ବୃଦ୍ଧି କରିବାକୁ ପ୍ରସ୍ତାବ

୮୫୦କୁ ବୃଦ୍ଧି ପାଇବ ଲୋକସଭା ଆସନ । ଲୋକସଭାରେ ବଡ଼ ପରିବର୍ତ୍ତନ । ୫୪୩ ରୁ ୮୫୦ ହେବେ ସାଂସଦ ! ନୂତନ ସୀମା ନିର୍ଦ୍ଧାରଣ ସହ ଦୀର୍ଘଦିନ ଧରି ଆଲୋଚନା ହେଉଥିବା ମହିଳା ସଂରକ୍ଷଣ ଆଇନକୁ କାର୍ଯ୍ୟକାରୀ କରିବା ପାଇଁ ସବୁଜ ସଂକେତ ଦେବ।ଆସୁଛି ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ । ଭାରତୀୟ ସଂସଦୀୟ

ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି 

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପଞ୍ଜିକରଣ ଅବଧି ବୃଦ୍ଧି ନେଇ ସଙ୍କେତ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପ୍ରେଲ ୧ ରୁ ୩୦ ନୂଆ ହିତାଧିକାରୀମାନେ ନୂଆ କରି ଆପ୍ଲିକେସନ ଦେବେ। ଆବେଦନକାରୀଙ୍କ ସଂଖ୍ୟା ବହୁତ କମ ଅଛି କିନ୍ତୁ ସମୟ ପର୍ଯ୍ୟାପ୍ତ ଅଛି।ଯେଉଁମାନଙ୍କୁ

ବିହାରରେ ‘ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା

ଦୀର୍ଘ ୨୦ ବର୍ଷ ଧରି ବିହାର ଚାଲିଥିବା ନୀତିଶ ଯୁଗର ସମାପ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ କ୍ୟାବିନେଟ୍ ଭଙ୍ଗ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ନୀତିଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି କେବଳ ବିହାରରେ ନୁହେଁ ବରଂ

ଅଧିକ ଉଗ୍ର ରୂପ ନେଲା ମଧ୍ୟପ୍ରାଚ୍ୟ ଯୁଦ୍ଧ| ହର୍ମୁଜକୁ ଅବରୋଧ ପାଇଁ ବ୍ୟାପକ ସୈନ୍ୟ ଓ ଯୁଦ୍ଧ ଜାହାଜ ପଠାଇଲେ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକା ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ୫ ହଜାର ମାରିନ ସୈନିକ, ବିଧ୍ୱଂସକ ଜାହାଜ ଏବଂ ସୋନାର ଜାହାଜ ମୁତୟନ କରିଛି । ଆମେରିକାର ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ଏଫ୍-୩୫-ବି ଲଢୁଆ ବିମାନ, ଏମଭି-୨୨ ଓସପ୍ରେସ୍ ଏବଂ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନଙ୍କ ସହ ହାତ ମିଳାଇଲେ ପ୍ରଧାନମନ୍ତ୍ରୀ ଏବଂ କିଛି ସମୟ ପାଇଁ ହସ ହସ ମୁହଁରେ

ଆମ୍ବେଦକର ଜୟନ୍ତୀ ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟାନ୍ୟ ନେତାମାନେ ସଂସଦ ପରିସରରେ ଥିବା ‘ପ୍ରେରଣା ସ୍ଥଳ’ରେ ଭାରତ ରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ

ସମ୍ରାଟ ଚୌଧୁରୀ ବିହାରର ନୂଆ ମୁଖ୍ୟମନ୍ତ୍ରୀ ହେବେ

ସମ୍ରାଟ ଚୌଧୁରୀ ବିହାରର ନୂତନ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ନାମ ଚୂଡ଼ାନ୍ତ ହୋଇଛି । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଆସନ୍ତାକାଲି, ଏପ୍ରିଲ ୧୫ ତାରିଖ, ପୂର୍ବାହ୍ନ ୧୧ଟାରେ, ଲୋକଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଯେଉଁ ଠାରେ

ଖଜୁରି କୋଳି ତୋଳିବାବେଳେ ୨୦ ଫୁଟ ତଳକୁ ଖସି ପଡିଲେ ଯୁବକ

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗାଁରେ ଅଘଟଣ। ଖଜୁରି ଗଛରେ ଚଢି ପୂଜା କରିବା ବେଳେ ୨୦ ଫୁଟ ତଳକୁ ଖସି ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୂଚନାମୁତାବକ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗ୍ରାମରେ ବଙ୍ଗୀୟ ସମ୍ପ୍ରଦାୟ ଲୋକଙ୍କ

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା, ୪ ଦିନରେ ୪ ଡିଗ୍ରୀ ବଢିବ ପାରଦ

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ଆସନ୍ତା ୪ଦିନରେ ଆହୁରି ୪ଡିଗ୍ରୀ ବଢ଼ିପାରେ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା

ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ

ଆଜି ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ । ପ୍ରତିବର୍ଷ ଏପ୍ରିଲ ୧୪ ତାରିଖ ଅର୍ଥାତ ଆଜିର ଦିନକୁ ସମାନତା ଦିବସ ବା ଜ୍ଞାନ ଦିବସ ରୂପେ ପାଳନ କରାଯାଏ । ଭୀମରାଓ ଆମ୍ବେଦକରଙ୍କ ଜନ୍ମ ମଧ୍ୟପ୍ରଦେଶର ମହୁ ଅଂଚଳରେ ଏକ ମରାଠୀ ପରିବାରରେ ୧୮୮୯ ମସିହା ଆଜିର ଦିନରେ