Browsing Category

ଆଜିର ଖବର

ଖଜୁରି କୋଳି ତୋଳିବାବେଳେ ୨୦ ଫୁଟ ତଳକୁ ଖସି ପଡିଲେ ଯୁବକ

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗାଁରେ ଅଘଟଣ। ଖଜୁରି ଗଛରେ ଚଢି ପୂଜା କରିବା ବେଳେ ୨୦ ଫୁଟ ତଳକୁ ଖସି ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୂଚନାମୁତାବକ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗ୍ରାମରେ ବଙ୍ଗୀୟ ସମ୍ପ୍ରଦାୟ ଲୋକଙ୍କ

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା, ୪ ଦିନରେ ୪ ଡିଗ୍ରୀ ବଢିବ ପାରଦ

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ଆସନ୍ତା ୪ଦିନରେ ଆହୁରି ୪ଡିଗ୍ରୀ ବଢ଼ିପାରେ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା

ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ

ଆଜି ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ । ପ୍ରତିବର୍ଷ ଏପ୍ରିଲ ୧୪ ତାରିଖ ଅର୍ଥାତ ଆଜିର ଦିନକୁ ସମାନତା ଦିବସ ବା ଜ୍ଞାନ ଦିବସ ରୂପେ ପାଳନ କରାଯାଏ । ଭୀମରାଓ ଆମ୍ବେଦକରଙ୍କ ଜନ୍ମ ମଧ୍ୟପ୍ରଦେଶର ମହୁ ଅଂଚଳରେ ଏକ ମରାଠୀ ପରିବାରରେ ୧୮୮୯ ମସିହା ଆଜିର ଦିନରେ

ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।ଇଚ୍ଛୁକ ଶିକ୍ଷକମାନେ ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ଅନଲାଇନରେ ଆବେଦନ କରିପାରିବେ । ଜିଲ୍ଲା ଅନ୍ତର୍ଗତ ବଦଳି ଓ ଅନ୍ୟ ଜିଲ୍ଲାକୁ(ଅନ୍ତଃ ଜିଲ୍ଲା) ବଦଳି କରାଯିବ । ଜୁଲାଇ ୧୮ ସୁଦ୍ଧା ସମସ୍ତ ବଦଳି ପ୍ରକ୍ରିୟା ଶେଷ ହେବ ।

ଛୁଟି ଦିନ ସମୟରେ ଯାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍

ଗ୍ରୀଷ୍ମ ଋତୁରେ ରେଳଯାତ୍ରୀଙ୍କ ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଏବଂ ଯାତ୍ରାକୁ ସୁଗମ, ସହଜ କରିବା ପାଇଁ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି ଇଷ୍ଟକୋଷ୍ଟ ରେଳବାଇ । ଏହି ଟ୍ରେନ୍ ଗୁଡ଼ିକ ଆନନ୍ଦ ବିହାର–ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର–କୋଲକାତା,

କୁଜଙ୍ଗ ଗାନ୍ଧୀ ଭାବେ ପରିଚିତ ସ୍ବର୍ଗତ ନାରାୟଣ ବୀରବର ସାମନ୍ତଙ୍କ ପ୍ରତିମୂର୍ତି ଉନ୍ମୋଚନ ଓ ସ୍ମୃତି ପାଠାଗାର

କୁଜଙ୍ଗ ଗାନ୍ଧୀ ଭାବେ ପରିଚିତ ସ୍ବର୍ଗତ ନାରାୟଣ ବୀରବର ସାମନ୍ତଙ୍କ ପ୍ରତିମୂର୍ତି ଉନ୍ମୋଚନ ଓ ସ୍ମୃତି ପାଠାଗାର କୁଜଙ୍ଗ ଠାରେ ଉ ଉଦ୍‌ଘାଟିତ ହୋଇଯାଇଛି । କୁଜଙ୍ଗ ସରପଞ୍ଚ ବନ୍ଦିତା ପାରାଦୀପର ବିଧାୟକ ତ‌ଥା ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ

ଆମେରିକା-ଇରାନ ମଧ୍ୟରେ ଆଉ ଏକ ଶାନ୍ତି ଆଲୋଚନା ହେବ: ଜେଡି ଭାନ୍ସ

ଇସଲାମାବାଦରେ ମାରାଥନ ଆଲୋଚନାରେ କୌଣସି ସହମତି ନମିଳିବା ପରେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି ଯେ ଇରାନକୁ ଶାନ୍ତି ଆଲୋଚନାରେ ପରବର୍ତ୍ତୀ ପଦକ୍ଷେପ ନେବାକୁ ପଡିବ । ଭାନ୍ସ ଜୋର ଦେଇ କହିଛନ୍ତି ଯେ, ଏକ ସମ୍ଭାବ୍ୟ ଚୁକ୍ତି ପାଇଁ ଇରାନ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା

ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ ମେରୁ ଉତ୍ସବ ପାଳିତ

ଗଣିଆ (ବିଶ୍ୱରଂଜନ ସେଠି) ଗଣିଆ ବ୍ଳକର କିଶୋରପ୍ରସାଦ ଗ୍ରାମରେ ଦୀର୍ଘ ୧୭ଦିନ ଧରି ଚାଲିଥିବା ମା’ ଦଣ୍ଡକାଳୀଙ୍କ ଉପାସନା ଦଣ୍ଡଯାତ୍ରାପର୍ବ ରବିବାର ମେରୁ ଉତ୍ସବରେ ଉଦ୍‌ଯାପିତ ହୋଇଯାଇଛି । ମେରୁ ପର୍ବର ଅପରାହ୍ନରେ ଦଣ୍ଡୁଆମାନେ ଧୂଳି ଦଣ୍ଡ ଖେଳି ପାଣିଦଣ୍ଡ ତୋଳିଥିଲେ । ଏହି ଉପଲକ୍ଷେ

ଓଡ଼ିଆ ପକ୍ଷ ଅବସରରେ ପାରମ୍ପାରିକ ଖାଦ୍ୟ ମେଳା

ଗଣିଆ (ବିଶ୍ୱରଂଜନ ସେଠି) ଆମ ରାଜ୍ୟର ସଂସ୍କୃତି ଓ ପରମ୍ପରା ହେଉଛି ଆମ ପରିଚୟ । ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏପ୍ରିଲ ୧ତାରିଖ ଉତ୍କଳ ଦିବସଠାରୁ ଓଡିଆ ନବବର୍ଷ ପଣାସଂକ୍ରାନ୍ତି ପର୍ଯ୍ୟନ୍ତ “ଓଡ଼ିଆ ପକ୍ଷ”ପାଳନ କରୁଛନ୍ତି । ଏହି ଅବସରରେ ଆଜି ପୂର୍ବାହ୍ନରେ ଗଣିଆ ବ୍ଳକ ପରିସରରେ

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ସମର୍ଥନ କରି ଫଟୋଚିତ୍ର ପ୍ରଦର୍ଶନୀ, ଦସ୍ତଖତ ଅଭିଯାନ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଭାରତବର୍ଷ ଏବେ ସ୍ୱର୍ଣ୍ଣିମ ଯୁଗଆଡ଼କୁ ଅଗ୍ରସର ହେଉଛି। ବିକଶିତ ଭାରତର ସ୍ୱପ୍ନ ସମ୍ପୂର୍ଣ୍ଣ ହେବାକୁ ଯାଉଛି। ଏହି ବିକାଶମୂଳକ କାର୍ଯ୍ୟରେ ମହିଳମାନଙ୍କ ପୂର୍ଣ୍ଣ ଯୋଗଦାନ ରହିବା ପାଇଁ ନାରୀ ଶକ୍ତି ବନ୍ଦନ ଅଧିନିୟମ ଆସିବାକୁ

ରାଜ୍ୟରେ ସ୍ୱଗଣନାରେ ସାମିଲ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତି

ରାଜ୍ୟରେ ସ୍ୱଗଣନାରେ ସାମିଲ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତିା ଏନେଇ ସୂଚନା ଦେଲେ ରାଜ୍ୟ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ । ଏପ୍ରିଲ ପହିଲାରୁ ଆଜି ଯାଏ ୧ ଲକ୍ଷ ୭୬ ହଜାର ସ୍ୱଗଣନାରେ ସାମିଲ ହୋଇଛନ୍ତି । କଟକରେ ସର୍ବାଧିକ ୨୭ ହଜାର, ଖୋର୍ଦ୍ଧାରେ ୧୭ ହଜାର କରିଛନ୍ତି

ଆଠଗଡ ଅବକାରୀ ବିଭାଗ ପକ୍ଷରୁ ଖୁଣ୍ଟୁଣୀର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ମିଳିତ ଚଢ଼ାଉ।

ଆଠଗଡ : ୧୩/୦୪ ( ମାନସ ରଞ୍ଜନ ସାହୁ) କଟକ ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀ କରୁଣା ଶଙ୍କର ତିୱାରୀଙ୍କ ନିର୍ଦେଶ କ୍ରମେ ଏବଂ ଆଠଗଡ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡ଼ାଳୁଅ, କଂସର, ବାଉଁଶ ଟାଙ୍ଗୋର,ସରସ୍ୱତୀପୁର ଓ