Browsing Category
ଆଜିର ଖବର
ଆଠଗଡ ଅବକାରୀ ବିଭାଗ ପକ୍ଷରୁ ଖୁଣ୍ଟୁଣୀର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ମିଳିତ ଚଢ଼ାଉ।
ଆଠଗଡ : ୧୩/୦୪ ( ମାନସ ରଞ୍ଜନ ସାହୁ) କଟକ ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀ କରୁଣା ଶଙ୍କର ତିୱାରୀଙ୍କ ନିର୍ଦେଶ କ୍ରମେ ଏବଂ ଆଠଗଡ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡ଼ାଳୁଅ, କଂସର, ବାଉଁଶ ଟାଙ୍ଗୋର,ସରସ୍ୱତୀପୁର ଓ!-->…
ପୋଲିସ ଏସଆଇ ପରୀକ୍ଷା ଘୋଟାଲା,ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍ ।
ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍ । ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ ଘରୋଇ କଲେଜରେ ରେଡ୍ । ପରୀକ୍ଷା ସେଣ୍ଟର ଫିକ୍ସିଂ ନେଇ ପ୍ରମାଣ ପାଇବା ପରେ ଚାଲିଛି ରେଡ୍ । ଏହି ସ୍କାମ ସହ ସମ୍ପୃକ୍ତ ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ ସହିତ!-->…
ଏଣିକି ଷ୍ଟେସନରେ ମିଳିବ ୫ କେଜିଆ ଗ୍ୟାସ୍
ଇରାନ ସହ ଆମେରିକାର ଯୁଦ୍ଧ ମଧ୍ୟରେ ଗ୍ୟାସ୍ ଓ ତୈଳର ଅଭାବ ସାରା ଦେଶରେ ଦେଖାଦେଇଛି । ଏହାର ସିଧାସଳଖ ପ୍ରଭାବ ଭାରତୀୟ ବଜାର ଉପରେ ମଧ୍ୟ ପଡିଛି | ଏବେ ଗ୍ୟାସ୍ ପାଇଁ ଆଉ ହଇରାଣ ହେବାକୁ ପଡିବନି । ପେଟ୍ରୋଲ ପମ୍ପ ପରେ ଏବେ ଷ୍ଟେସନ ପାଖରେ ମିଳିବ ଗ୍ୟାସ୍ । ପୂର୍ବରୁ ୫ କେଜିଆ ଗ୍ୟାସ୍କୁ!-->…
ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ ଉପରେ ଗୁରୁତ୍ୱ:ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ
ରାଜ୍ୟ ସରକାର ନୂଆ ଅବକାରୀ ନୀତି ପ୍ରଣୟନ ସହ ଏହାକୁ ସଠିକ୍ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ନୂଆ ମଦ ଦୋକାନ ଖୋଲିବା କିମ୍ବା ଅଧିକ ମଦ ବିକ୍ରୟ କରିବା କେବେ ବି ରାଜ୍ୟ ସରକାରଙ୍କ ପ୍ରାଧାନ୍ୟ ନୁହେଁ। ସରକାର ମଦ୍ୟପାନକୁ ନିରୁତ୍ସାହିତ କରିବା ପାଇଁ ଅତିରିକ୍ତ!-->…
ଏସ୍ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ
ଏସ୍ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଅବସରପ୍ରାପ୍ତ ଜିଲ୍ଲା ଜଜ ଲକ୍ଷ୍ମୀଧର ବିଶ୍ୱାଳ ଏବଂ ଟିମ୍ ଏସ୍ସିବି ମେଡିକାଲ ଯାଇ ଅନେକଙ୍କୁ ପଚରାଉଚରା କରିଛନ୍ତି।ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି।
ସୂଚନା ଅନୁଯାଇ,!-->!-->!-->…
ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍
ଛେନା ପୋଡ଼ ଦିବସର ଦିନକ ପରେ ଛେନାପୋଡ଼କୁ ନେଇ ଆସିଲା ଖୁସି ଖବର । ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ।
ନୟାଗଡ଼ ଛେନାପୋଡ଼ GI ଟ୍ୟାଗ ମାନ୍ୟତା ଦେବା ପାଇଁ ଦୀର୍ଘ ଦିନ ହେବ ଦାବି ହୋଇଆସୁଛି ।!-->!-->!-->…
ବିଜେଡି- କଂଗ୍ରେସ ମେଣ୍ଟ ହୋଇପାରେ: ଭକ୍ତ
ବିଜେଡି- କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତି ବଡ ସୂଚନା ଦେଇଛନ୍ତି । ପଞ୍ଚାୟତ ନିର୍ବାଚନରେ ବିଜେଡି ସହିତ କଂଗ୍ରେସ ମିଶିବାର ନାହିଁ । ଯଦି ଖଡ୍ଗେ ଜୀ ଏବଂ ରାହୁଲ ଗାନ୍ଧୀ ଚାହିଁବେ । ଆଉ ଏପଟେ ବିଜେଡି ସୁପ୍ରିମୋ ବି ଯଦି ଚାହିଁବେ । ତେବେ ମେଣ୍ଟ ନେଇ କିଛି ଘଟିପାରେ ।ରାଷ୍ଟ୍ରର ହିତ!-->…
୧୫ ଏପ୍ରିଲରୁ ମାଛଧରା ଉପରେ କଟକଣା ଜାରି, ୬୧ଦିନ ସମୁଦ୍ରରେ ମାଛ ଧରିବା ବନ୍ଦ
ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ମାଛ ନ ଧରିବାକୁ ମତ୍ସ୍ୟ ନିର୍ଦ୍ଦେଶାଳୟ, ଓଡ଼ିଶା କଟକ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜଣାପଡିଛି ।ଏନେଇ ପାରାଦୀପ ସାମୁଦ୍ରିକ ମତ୍ସ୍ୟ!-->…
ବିଲ୍ ବାକି ଥିଲେ ବି କାଟିପାରିବେନି ବିଦ୍ୟୁତ ସଂଯୋଗ
ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରି କଟିବନି ବିଦ୍ୟୁତ ।ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କୁ ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କଡ଼ା ନିର୍ଦ୍ଦେଶ। ହିତାଧିକାରୀଙ୍କ ବିଲ ଅର୍ଥ!-->…
ବିଜେଡ଼ିର ସଂସଦୀୟ ଦଳ ନେତା ହେଲେ ମାନସ ମଙ୍ଗରାଜ
ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା । ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି । ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ବିଜେଡି ସଭାପତି ନବୀନ!-->…
ଋତୁରାଜ ଏବଂ ନୀତୀଶ ରାଣାଙ୍କୁ ବଡ଼ ଜରିମାନା
ଶ୍ରେୟସ ଆୟର ଏବଂ ଶୁବମନ ଗିଲଙ୍କ ପରେ ଚେନ୍ନାଇ ଅଧିନାୟକ ଋତୁରାଜ ଗାୟକୱାଡଙ୍କ ଉପରେ ଜରିମାନା ଲଗାଇଲା ବିସିସିଆଇ । ଚେନ୍ନାଇ ସୁପରକିଙ୍ଗସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ସ୍ଲୋ ଓଭର ରେଟ ଯୋଗୁଁ ଋତୁରାଜଙ୍କ ଉପରେ ଏହି ଜରିମାନା ଲାଗିଛି । ଅନ୍ୟପଟେ ଦିଲ୍ଲୀ!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧସ୍ଥିତିର ପ୍ରଭାବ,ସେୟାର ମାର୍କେଟ ଖସିଲା
ମଧ୍ୟରେ ପ୍ରାଚ୍ୟ ଯୁଦ୍ଧକୁ ନେଇ ଅନିଶ୍ଚିତତା ଭିତରେ ଖସିଲା ସେୟାର ବଜାର। ୧୬୦୦ ପଏଣ୍ଟ ତଳକୁ ଖସିଲା ସେନସେକ୍ସ । ନିଫ୍ଟି ୪୦୦ ପଏଣ୍ଟ ହ୍ରାସ । ୧୦୦ ଟପିଲା କ୍ରୁଡ ଅଏଲ ଦର। ବିଶ୍ବ ଇନ୍ଧନ ପରିବହନର ପ୍ରମୁଖ ମାର୍ଗ ହର୍ମୁଜକୁ ବ୍ଲକ କରିବାକୁ ଭଭୟ ଇରାନ ଓ ଆମେରିକା ଧମକ ଦେବା ପରେ ସେୟାର!-->…