Browsing Category

ଆଜିର ଖବର

ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ। ଷ୍ଟ୍ରେଟ୍ ଅଫ୍ ହର୍ମୁଜକୁ ନେଇ ଇରାନକୁ ଚେତାବନୀ। ଇରାନ ସହଯୋଗ କରୁ କି ନକରୁ, ହର୍ମୁଜ ଖୋଲିବ ଆମେରିକା।ଶୁକ୍ରବାର ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଶାନ୍ତି କଥାବାର୍ତ୍ତା ବିଫଳ ହେଲେ ତେହରାନ ବିରୋଧରେ ଆହୁରି ବଡ ସାମରିକ ଅଭିଯାନ କରାଯିବ।

ଆଜି ଛେନାପୋଡ଼ ଦିବସ

ଆଜି ବିଶ୍ବ ଛେନା ପୋଡ ଦିବସ । ନୟାଗଡ ଛେନା ପୋଡର ସ୍ରଷ୍ଠା ସୁଦର୍ଶନ ସାହୁଙ୍କ ଜନ୍ମ ଦିନକୁ ବିଶ୍ବ ଛେନା ପୋଡ ଦିବସ ଭାବେ ପାଳନ କରାଯାଉଛି । କେବଳ ନୟାଗଡ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନ , ଭାରତ ଏବଂ ଭାରତ ବାହାରେ ଏହି ଦିବସକୁ ପାଳନ କରାଯାଉଛି ।ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ

ଗୁଳୁଗୁଳିରେ ଆଜିଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା

ଗୁଳୁଗୁଳିରେ ଆଜିଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା । ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ।୧୩ ତାରିଖବେଳକୁ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଛୁଇଁପାରେ। ଉପକୂଳ ଓଡ଼ିଶାରେ ପାରଦ ୩୫-୩୭ ଡିଗ୍ରୀ ରହିପାରେ ।

  ଚନ୍ଦ୍ର ପରିକ୍ରମା କରି ଫେରିଲେ ୪ ମହାକାଶଚାରୀ

ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି।। ଆଜି ସକାଳ ପ୍ରାୟ ୫ଟା ୩୭ ମିନିଟରେ ମହାକାଶଚାରୀଙ୍କୁ ନେଇ ଆସିଥିବା କ୍ୟାପସୁଲ୍

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର। ୨୦୨୭ ଜାନୁଆରୀ ୧୩ ଯାଏଁ ଅବଧି ବୃଦ୍ଧି କରାଯାଇଛି। ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍୧୩ରେ ଟ୍ରବ୍ୟୁନାଲ୍ ଅବଧି ସରୁଥିଲା। ଟ୍ରିବ୍ୟୁନାଲ୍ ପୂର୍ବରୁ ଓଡ଼ିଶା ଓ

ସାନ ଭାଇକୁ କାମୁଡ଼ିଲା ଚିତି, ସାପକୁ ବୋତଲରେ ଭରି ହସ୍ପିଟାଲ ଆଣିଲେ ବଡ଼ ଭାଇ

ସାଧାରଣତଃ ସାପ ଦେଖିଲେ ଲୋକେ ଭୟରେ ଦୂରେଇ ଯାଆନ୍ତି, କିନ୍ତୁ ଅନୁଗୋଳରେ ଦେଖିବାକୁ ମିଳିଛି ଏକ ଭିନ୍ନ ଚିତ୍ର । ଭାଇକୁ କାମୁଡ଼ିଥିବା ସାପକୁ ବୋତଲରେ ବନ୍ଦ କରି ହସ୍ପିଟାଲରେ ପହଞ୍ଚିଛି ବଡ଼ ଭାଇ ।ସାପ କାମୁଡ଼ାରେ ଗୁରୁତର ଯୁବକ ଜଣଙ୍କ ହେଲେ ହେଲେ କଲିକତା ରାଜ୍ୟର ମୌସମ ଇସଲାମ। ସୂଚନା

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ

ଗଭୀର ବୋରୱେଲ ଭିତରେ ୩ ବର୍ଷର ଶିଶୁ ।  ୭୦ରୁ ୭୫ ଫୁଟ ବୋରୱେଲକୁ ଖସିପଡିଛି ଶିଶୁ  ।  ଜୋରସୋରରେ ଚାଲିଛି ଉଦ୍ଧାର କାର୍ଯ୍ୟ ।  ମଧ୍ୟପ୍ରଦେଶ ଉଜ୍ଜୟିନୀ ଜିଲ୍ଲାର ବଡନଗର ତହସିଲ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।  ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଏନଡିଆରଏଫ, ଏସଡିଆରଏଫ ସହ

ହର୍ମୁଜ ଦେଇ ପରିବହନ କରୁଥିବା ଭାରତୀୟ ଜାହାଜ ଠାରୁ କେତେ ଟୋଲ୍ ନେଉଛି ଇରାନ ?

ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ ଭାବରେ କାର୍ଯ୍ୟ କରେ, ତଥାପି ସଂଘର୍ଷ ପରେ ମଧ୍ୟ, ଏହି ଅଞ୍ଚଳରେ ସାମୁଦ୍ରିକ ପରିବହନରେ ଏକ ବଡ଼ ହ୍ରାସ

ରିଲିଜ୍ ପୂର୍ବରୁ ଅନଲାଇନ୍‌ରେ ଲିକ୍ ହେଲା  ଫିଲ୍ମ ‘ଜନ ନାୟାଗନ’

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ କାରଣରୁ ଏହି ଫିଲ୍ମଟି ଅନେକ ଥର ସ୍ଥଗିତ ରଖାଯାଇଛି। ଏବେ ଫିଲ୍ମର କିଛି ଦୃଶ୍ୟ ଅନଲାଇନରେ ଲିକ ହୋଇଛି। ଏହା

ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ପଞ୍ଚାୟତିରାଜ ବିଭାଗ । ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦେଇଛି। ଏପ୍ରିଲ ୨୦୨୬

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୫ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବରେ ବାଜିଲା ମୋହର । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।କ୍ୟାବିନେଟ ବୈଠକରେ ପାର୍ବତୀ ଗିରି ମେଗା ଜଳପ୍ରକଲ୍ପକୁ ଗୁରୁତ୍ୱ ଦିଆଯାଇଛି । ଏଥି ସହିତ ୩୪୦୦

ଦିଲ୍ଲୀରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର 

ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ସେ ସଂସଦ ଭବନରେ ଜେ.ପି. ନଡ୍ଡାଙ୍କୁ ଭେଟିଥିଲେ। ଶପଥ ନେବା ପରେ