Browsing Category
ଆଜିର ଖବର
ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି
୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ପଞ୍ଚାୟତିରାଜ ବିଭାଗ । ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦେଇଛି। ଏପ୍ରିଲ ୨୦୨୬!-->…
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୫ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବରେ ବାଜିଲା ମୋହର । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।କ୍ୟାବିନେଟ ବୈଠକରେ ପାର୍ବତୀ ଗିରି ମେଗା ଜଳପ୍ରକଲ୍ପକୁ ଗୁରୁତ୍ୱ ଦିଆଯାଇଛି । ଏଥି ସହିତ ୩୪୦୦!-->…
ଦିଲ୍ଲୀରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର
ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ସେ ସଂସଦ ଭବନରେ ଜେ.ପି. ନଡ୍ଡାଙ୍କୁ ଭେଟିଥିଲେ। ଶପଥ ନେବା ପରେ!-->…
କୁଜଙ୍ଗ ବିରବର ସାମନ୍ତ ଟ୍ରଷ୍ଟ ତରଫରୁ କୁଜଙ୍ଗ ମହୋତ୍ସବ ଉଦ୍ଘାଟନ
(କୁଜଙ୍ଗ ବୀରବର ସାମନ୍ତ ଟ୍ରଷ୍ଟ ତରଫରୁ କୁଜଙ୍ଗ ମହୋତ୍ସବ ଉଦ୍ଘାଟନ) କୁଜଙ୍ଗ ମହୋତ୍ସବ ଉଦ୍ଘାଟନ କଲେ ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରାୟଣ ନାୟକ, ଓଡ଼ିଶା ସରକାର ଙ୍କ ର ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ, ଜଗତସିଂହପୁର ସାଂସଦ ଶ୍ରୀଯୁକ୍ତ!-->…
ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ, ବାଛିବେ ସଂସଦୀୟ ଦଳ ନେତା !
ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତ । ଦିଲ୍ଲୀରେ ଅସୁସ୍ଥ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କୁ ଭେଟିବେ । ଏ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ।ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଅସୁସ୍ଥ!-->…
ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଇସ୍ତଫା
ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । । ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ ପଡ଼ିଥିଲେ। ପରେ ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ସ୍ଥାନାନ୍ତର କରାଯାଇଥିଲା। ଗତ ୫!-->…
ରାଜ୍ୟରେ ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି
ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି, ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି। ପ୍ରକଳ୍ପକୁ ସାମୟିକ ଭାବେ ସ୍ଥଗିତ ରହିଛି। ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି ।!-->…
ସଡ଼କ ଦୁର୍ଘଟଣା ଆହତଙ୍କ ପାଇଁ ‘PM-RAHAT’ ଯୋଜନା କାର୍ଯ୍ୟକାରୀ
ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ 'ପ୍ରଧାନମନ୍ତ୍ରୀ ରାହତ' ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୁଲିସ୍ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ!-->…
ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ ।ସରକାରଙ୍କ ବଦଳି ନୀତି ଉଲ୍ଲଂଘନ କରି ସେମାନଙ୍କ ପୋଷ୍ଟିଂରେ ଅଧିକ ସମୟ ରହିଆସିଥିବା!-->…
ଦ୍ୱିତୀୟ ପର୍ଯ୍ୟାୟ ଗଣତିର ତୃତୀୟ ଦିନରେ ହେବ ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାର ଗଣତି
ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି। ଆଜି ହେଉଛି ଗଣତିର ତୃତୀୟ ଦିନ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ଗଣତି କରାଯାଉଛି। ୮ ତାରିଖରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଗଣତି, ୧୧ ତାରିଖ!-->…
ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା। ୪୦ ଡିଗ୍ରି ଡେଇଁବ ପାରଦ
ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ ।୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ!-->…
ଲେବାନନ ସହ ସିଧାସଳଖ ଆଲୋଚନା ପାଇଁ ସବୁଜ ସଙ୍କେତ ଦେଲା ଇସ୍ରାଏଲ
ଆମେରିକା, ଇସ୍ରାଏଲ ଓ ଇରାନ ମଧ୍ୟରେ ହୋଇଥିବା ଦୁଇ ସପ୍ତାହର ଅସ୍ଥାୟୀ ଅସ୍ତ୍ରବିରତି ବର୍ତ୍ତମାନ ସଂକଟ ମଧ୍ୟ ଦେଇ ଗତି କରୁଛି। ଇରାନ କହିଛି ଯେ ଏହି ଅସ୍ତ୍ରବିରତିରେ ଇରାନ ସହିତ ଲେବାନନ୍ ଏବଂ ସମସ୍ତ ପ୍ରତିରୋଧ ଶକ୍ତି ସାମିଲ ଅଛନ୍ତି। ଆଉ ଏପରିସ୍ଥିତିରେ ଇସ୍ରାଏଲ୍ ଯଦି ଲେବାନନ୍ ଉପରେ!-->…