ରାଜଧାନୀରେ ଅପମିଶ୍ରିତ ମଦ ପିଇ ୨ ଜଣଙ୍କର ମୃତ୍ୟୁ ଅଭିଯୋଗ।

 ରାଜଧାନୀରେ ମଦ ମୃତ୍ୟୁ ଅଭିଯୋଗ । ଅପମିଶ୍ରିତ ମଦ ପିଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।୪ ଦିନ ତଳେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ତେବେ  ଏଭଳି ଖବର ଜଣାପଡିବା ପରେ ସଂପୃକ୍ତ ମଦ ଦୋକାନକୁ ସ୍ଥାନୀୟ ବାସିନ୍ଦା ଘେରାଉ କରିଛନ୍ତି । ଏନେଇ ସମ୍ପୃକ୍ତ ମଦ ଦୋକାନକୁ ସିଲ କରିଛି ଅବକାରୀ ବିଭାଗ । ଏହାସହ ଅବକାରୀ ବିଭାଗ, ମଦର ସାମ୍ପୁଲ ପରୀକ୍ଷା ପାଇଁ ନେଇଛି ।

You might also like