ଆଜି ସାମାନ୍ୟ କମିଛି ସୁନା ଦର।
ଆଜି ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ତେବେ
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ ୯୮,୭୩୦ ଟଙ୍କା ରହିଛି । ଗତକାଲି ୯୯,୩୩୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି । ସେହିପରି ୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦,୫୦୦ ଟଙ୍କା ରହିଛି । ଗତକାଲି ୯୧,୦୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୪,୦୫୦ ଟଙ୍କା ରହିଛି । ଗତକାଲି ୭୫,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୦ , ୦୦୦ ଟଙ୍କା ହୋଇଛି ।
