ପୁଣି ବଢିଲା ସୁନା ଦାମ୍ ।
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର ।୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୭୫୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୨,୩୫୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୫,୫୬୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।
