ପୁଣି ଡରାଇଲା ସୁନା ଦର;ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ଅଛି ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୭୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୭୩୦ ଟଙ୍କା ଥିଲା ।ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୨୫୦ ଟଙ୍କା ଓ ୭୭,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୪୦୦ ଟଙ୍କା ଓ ୭୭,୮୮୦ ଟଙ୍କା ରହିଛି ।ଅନ୍ୟପଟେ ଆଜି ଭୁବନେଶ୍ବରରେ ରୂପା ଦର କେଜି ପିଛା ୧,୦୦,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।

You might also like